ପିସିସି ସଭାପତି ଚୟନ ପରେ କଂଗ୍ରେସ ତତ୍ପର: ୧୮ରେ ସଂକଳ୍ପ ପଦଯାତ୍ରା

ଭୁବନେଶ୍ୱର,୧୪।୨: ଆସନ୍ତା ୧୮ରେ ଭୁବନେଶ୍ୱରରୁ କଂଗ୍ରେସର ସଂକଳ୍ପ ପଦଯାତ୍ରା ଅନୁଷ୍ଠିତ ହେବ। ବିମାନବନ୍ଦରରୁ ପୁରୀ ଯାତ୍ରା ନେଇ ଦଳ ପକ୍ଷରୁ ସୂଚନା ଦିଆଯାଇଛି। ସଂକଳ୍ପ ପଦଯାତ୍ରା ସମନ୍ବୟ ନେଇ ପିସିସି ପକ୍ଷରୁ କମିଟି ଗଠନ କରାଯାଇଛି। ପୂର୍ବତନ ବିଧାୟକ ଦେବାଶିଷ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ କମିଟି କଠନ କରାଯାଇଛି। କମିଟିରେ ମୋକିମ, ରମେଶ ଜେନା, ରାଜନ ଏକ୍କା ପ୍ରମୁଖ ସଦସ୍ୟ ସାମିଲ ହେବେ।

ବହୁ ପ୍ରତୀକ୍ଷାର ଅନ୍ତ ଘଟାଇ କଂଗ୍ରେସ ହାଇକମାଣ୍ଡ ଓଡିଶାରେ ଦଳର ମୁଖିଆ ନିଯୁକ୍ତ କରିଥିଲେ। ଦଳର ବରିଷ୍ଠ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଭକ୍ତ ଚରଣ ଦାସଙ୍କୁ ଓଡ଼ିଶା କଂଗ୍ରେସ ସଭାପତି ନିଯୁକ୍ତ କରାଯାଇଛି। ମଙ୍ଗଳବାର ଏଆଇସିସି ପକ୍ଷରୁ ବିଜ୍ଞପ୍ତି ଜାରି କରି ଏହି ସୂଚନା ଦିଆଯାଇଥିଲା। ତେବେ ପିସିସି ସଭାପତି ହେବା ପରେଭକ୍ତ ଚରଣ ଦାସ ଗଣମାଧ୍ୟମ ଆଗରେ ସମସ୍ତ ଓଡ଼ିଶାବାସୀଙ୍କ ପାଇଁ ତାଙ୍କ ପ୍ରତିକ୍ରିୟା ରଖିଥିଲେ। ସେ କହିଥିଲେ, ତରୁଣ, ବରିଷ୍ଠ ସମସ୍ତଙ୍କୁ ନେଇ କାମ କରିବି। କଂଗ୍ରେସକୁ ଆନ୍ଦୋଳନ ଜରିଆରେ ଘରେ ଘରେ ପହଞ୍ଚାଇବୁ।

ସୂଚନାଯୋଗ୍ୟ, ଗତ ସାଧାରଣ ନିର୍ବାଚନରେ ରାଜ୍ୟରେ ଦଳର ଶୋଚନୀୟ ପରାଜୟ ପରେ ପୂର୍ବତନ ସଭାପତି ଶରତ ନାୟକ ସଭାପତି ପଦବୀରୁ ଇସ୍ତଫା ଦେଇଥିଲେ। ସେବେଠାରୁ ଏହି ପଦବୀ ଖାଲି ପଡିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri