Posted inଜାତୀୟ

ସନାତନ ବିରୋଧୀଙ୍କ ସହ ଅଛି କଂଗ୍ରେସ, ଉଚିତ୍‌ ଶିକ୍ଷା ଦେବେ ଜନତା: ଚକ୍ରପାଣି ମହାରାଜ

ନୂଆଦିଲ୍ଲୀ,୨୫।୯: ଅଲ ଇଣ୍ଡିଆ ହିନ୍ଦୁ ମହାସଭାର ରାଷ୍ଟ୍ରିୟ ଅଧ୍ୟକ୍ଷ ସ୍ବାମୀ ଚକ୍ରପାଣି ମହାରାଜ ଲୋକ ସଭା ନିର୍ବାଚନ ପୂର୍ବରୁ ଗଠିତ ଗ୍ରାଣ୍ଡ ଆଲାଇନ୍ସ ‘ଇଣ୍ଡିଆ’କୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି ଯେ, ଏହି ମିଳିତ ମଞ୍ଚର କିଛି ଲୋକ ସନାତନ ବିରୋଧୀ ଏବଂ ଜନସାଧାରଣ ସେମାନଙ୍କୁ ଉଚିତ୍‌ ଶିକ୍ଷା ଦେବେ। ସନାତନ ବିରୋଧୀ ସହ କଂଗ୍ରେସ ରହିଛି। ଆସନ୍ତା ନିର୍ବାଚନରେ ଲୋକେ ଏହାର ଜବାବ ଦେବେ।
୨୦୨୪ରେ ହେବାକୁ ଥିବା ଲୋକସଭା ନିର୍ବାଚନ ପୂର୍ବରୁ ବାକ୍‌ଯୁଦ୍ଧ ତୀବ୍ର ହୋଇଛି। ନିକଟରେ ତାମିଲନାଡୁର ମନ୍ତ୍ରୀ ତଥା ଡିଏମକେ ନେତା ଉଦୟନିଧି ଷ୍ଟାଲିନ ସନାତନ ଧର୍ମକୁ ଡେଙ୍ଗୁ ଏବଂ ମ୍ୟାଲେରିଆ ଭଳି ରୋଗ ସହ ତୁଳନା କରିଥିଲେ। ଭାଜପା ଏହାକୁ ନେଇ ମିଳିତ ମେଣ୍ଟ ‘ଇଣ୍ଡିଆ’କୁ ଟାର୍ଗେଟ୍‌ କରିଥିଲା। ଡିଏମକେ ଇଣ୍ଡିଆ ଗ୍ରାଣ୍ଡ ଆଲାଇନ୍ସର ଏକ ଅଂଶ। ଏଭଳି ପରିସ୍ଥିତିରେ ଭାଜପା ଗ୍ରାଣ୍ଡ ଆଲାଇନ୍ସର ନେତାମାନଙ୍କୁ ପ୍ରଶ୍ନ କରୁଛି ଯେ ସେମାନେ ସନାତନ ଧର୍ମ ବିରୋଧରେ ଅଛନ୍ତି କି ବୋଲି ପ୍ରଶ୍ନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

୯୨ ଭୂମିହୀନ ପରିବାରକୁ ମିଳିଲା ଘର ଠିକଣା

ଲାଞ୍ଜିଗଡ଼,୪ା୬(ରମେଶ ଚନ୍ଦ୍ର ନାୟକ): ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ ରାଜସ୍ବ ବିଭାଗ ପକ୍ଷରୁ ୯୨ ଭୂମିହୀନ ପରିବାରକୁ ସ୍ଥାୟୀ ଘରଡ଼ିହ ପଟ୍ଟା ଗୁରୁବାର ଆବଣ୍ଟନ କରାଯାଇଛି। ପ୍ରତ୍ୟେକ ନାଗରିକଙ୍କୁ…

ଆଫଗାନିସ୍ତାନ ସିରିଜ୍‌ରୁ ବାଦ୍‌ପଡ଼ିଲେ କୋହଲି

ନୂଆଦିଲ୍ଲୀ, ୪ା୬: ବ୍ୟାଟିଂ ସୁପରଷ୍ଟାର ବିରାଟ କୋହଲି ହାମଷ୍ଟ୍ରିଙ୍ଗ ଇଞ୍ଜୁରୀ କାରଣରୁ ଆଗାମୀ ଆଫଗାନିସ୍ତାନ ବିପକ୍ଷ ଦିନିକିଆ ସିରିଜ୍‌ରୁ ବାଦ୍‌ ପଡ଼ିଛନ୍ତି। ସେହିପରି ପୂର୍ବତନ ଅଧିନାୟକ ରୋହିତ…

ସ୍ବାମୀ କାଠ ମିସ୍ତ୍ରୀ, ସ୍ତ୍ରୀ ହେଲେ OAS; ସଫଳତା ପରେ କହିଲେ- ‘ଗରିବଙ୍କ ସେବା କରିବି’

କେସିଙ୍ଗା,୪।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ଜଣେ କାଠ ମିସ୍ତ୍ରୀଙ୍କ ପତ୍ନୀ ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍‌) ପରୀକ୍ଷାରେ କୃତକାର୍ଯ୍ୟ ହୋଇ ସଫଳତାର ଶୀର୍ଷକୁ ଛୁଇଁଛନ୍ତି।…

ଇରାନ ପ୍ରତି ପାକିସ୍ତାନର ବିଶ୍ୱାସଘାତକତା: ଆମେରିକାକୁ ଗୁପ୍ତ ସୂଚନା ଦେଇଥିଲେ ଇସାକ ଦାର? ବିବୃତ୍ତି ଜାରି କଲେ ଶାହବାଜ ସରକାର

ଇସଲାମାବାଦ,୪।୬: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ପୁଣି ଥରେ ଯୁଦ୍ଧ ଫେରିବା ପରି ପରିସ୍ଥିତି ସୃଷ୍ଟି ହେଉଥିବା ପରି ମନେ ହେଉଛି। ପାକିସ୍ତାନ ଦୁଇ ରାଷ୍ଟ୍ର…

କମ୍ପ୍ଲେକ୍ସ ଭିତରକୁ ପଶିଗଲା ଟ୍ରକ, ଆଉ ତା’ପରେ…

କୋରାପୁଟ,୪।୬(ଅମିତାଭ ବେହେରା): କୋରାପୁଟ ସହର ଦେଇ ଯାଇଥିବା ୨୬ ନମ୍ବର ଜାତୀୟ ରାଜପଥର ଆରଟିଓ ଅଫିସ ନିକଟରେ ଗୁରୁବାର ଏକ ଦୁର୍ଘଟଣା ଘଟିଛି। ଦୁର୍ଘଟଣା ସୌଭାଗ୍ୟବଶତଃ ଟ୍ରକ…

ରାଜ୍ୟ ସଭା ନିର୍ବାଚନ ପାଇଁ ୧୧ ପ୍ରାର୍ଥୀଙ୍କ ନାମ ଘୋଷଣା କଲା ଭାଜପା, ଜାଣନ୍ତୁ କାହାକୁ ମିଳିଲା ସୁଯୋଗ

ନୂଆଦିଲ୍ଲୀ,୪।୬: ଭାଜପା ରାଜ୍ୟ ସଭା ପାଇଁ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଦଳ ଅରୁଣାଚଳ ପ୍ରଦେଶରୁ ତାଇ ତାଗକଙ୍କୁ ପ୍ରାର୍ଥୀ କରିଛି। ଗୁଜୁରାଟରୁ, ରାଜୁଭାଇ ଶୁକ୍ଳା, ମୁକେଶଭାଇ…

ରାଜ୍ୟ ସଭା ପ୍ରାର୍ଥୀ ହେବା ପରେ ଆସିଲା ଦେବାଶିଷଙ୍କ ପ୍ରଥମ ପ୍ରତିକ୍ରିୟା, ଖୋଲି କହିଦେଲେ….

ଭୁବନେଶ୍ୱର,୪।୬: ଓଡ଼ିଶା ପାଇଁ ହେବାକୁ ଥିବା ରାଜ୍ୟ ସଭା ଉପନିର୍ବାଚନ ପାଇଁ ଭାଜପା ପ୍ରାର୍ଥୀ ଘୋଷଣା କରିଛି । ଦେବାଶିଷ ସାମନ୍ତରାୟଙ୍କୁ ଟିକେଟ ଦେଇଛି ଭାଜପା ।…

ଟିମ ଇଣ୍ଡିଆକୁ ମିଳିବ ନୂଆ ବସ୍‌, ଶ୍ରେୟସ ଆୟାର ହେବେ ଅଧିନାୟକ! IPLରେ ରହିଛନ୍ତି ସୁପରହିଟ

ନୂଆଦିଲ୍ଲୀ,୪।୬: ଟି-୨୦ କ୍ରିକେଟରେ ଟିମ ଇଣ୍ଡିଆକୁ ନୂଆ ବସ୍‌ ମିଳିବାକୁ ଯାଉଛି। ଜୁନ ୨୬ରୁ ଆରମ୍ଭ ହେଉଥିବା ଆୟରଲାଣ୍ଡ ବିପକ୍ଷରେ ଏବଂ ଜୁଲାଇ ୧ରୁ ଆରମ୍ଭ ହେଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri