Posted inଜାତୀୟ

ନଡ୍ଡାଙ୍କୁ ଭେଟିଲେ କଂଗ୍ରେସର ବରିଷ୍ଠ ନେତା: ଚର୍ଚ୍ଚା ଆରମ୍ଭ

ନୂଆଦିଲ୍ଲୀ,୮।୭: କଂଗ୍ରେସର ବରିଷ୍ଠ ନେତା ତଥା ରାଜ୍ୟ ସଭା ଏମ୍‌ପି ଆନନ୍ଦ ଶର୍ମା ଭାଜପା ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡାଙ୍କୁ ଭେଟିଛନ୍ତି। ହିମାଚଳ ପ୍ରଦେଶରେ ବିଧାନସଭା ନିର୍ବାଚନ କିଛି ମାସ ପୂର୍ବରୁ ଏହି ଭେଟକୁ ନେଇ ଚର୍ଚ୍ଚା ଜୋର ଧରିଛି। ଆନନ୍ଦ ଶର୍ମା ହିମାଚଳ ପ୍ରଦେଶରୁ ପ୍ରତିନିଧିତ୍ୱ କରୁଥିବାରୁ ସେ ଖୁବ୍‌ଶୀଘ୍ର ଭାଜପାରେ ଯୋଗ ଦେବେ ବୋଲି ଆଲୋଚନା ହେଉଛି।
ସୂଚନାନୁସାରେ, ନଡ୍ଡାଙ୍କୁ ଭେଟିବା ଉପରେ ଆନନ୍ଦ ଶର୍ମା କହିଛନ୍ତି, ନଡ୍ଡାଙ୍କୁ ଭେଟିବାର ମୋର ସମସ୍ତ ଅଧିକାର ଅଛି। ସେ ମୋ ପାଇଁ କେବଳ ଭାଜପା ସଭାପତି ନୁହଁନ୍ତି, ଆମେ ଦୁହେଁ ସମାନ ରାଜ୍ୟରୁ ଆସିଛୁ ଏବଂ ସମାନ ବିଶ୍ୱବିଦ୍ୟାଳୟର ଛାତ୍ର ହୋଇଛୁ। ଆମର ସାମାଜିକ ଏବଂ ପାରିବାରିକ ସମ୍ପର୍କ ମଧ୍ୟ ଅଛି। ଏଥିରେ ରାଜନୀତି ଯୋଡାଯିବା ଉଚିତ୍‌ ନୁହେଁ।
ଆନନ୍ଦ ଶର୍ମା କଂଗ୍ରେସର ଅସନ୍ତୁଷ୍ଟ ଗୋଷ୍ଠୀ ଜି-୨୩ର ଅନ୍ୟତମ ପ୍ରମୁଖ ସଦସ୍ୟ, ଯିଏକି ଦଳର ନେତୃତ୍ୱକୁ ନେଇ ଅନେକ ଥର ତଥା ସର୍ବସାଧାରଣରେ ଅସନ୍ତୋଷ ବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚମ୍ପତ ରାୟଙ୍କୁ କ୍ଲିନ୍‌ଚିଟ୍‌: ପ୍ରସାଦ ଚୋରି ଘଟଣାରେ ଆସିଲା SIT ରିପୋର୍ଟ

ନୂଆଦିଲ୍ଲୀ,୧୮।୮: ଅଯୋଧ୍ୟା ରାମ ମନ୍ଦିରରେ ପ୍ରସାଦ ଚୋରି ଘଟଣାର ତଦନ୍ତ କରୁଥିବା ସ୍ବତନ୍ତ୍ର ତଦନ୍ତ ଦଳ (SIT)ର ଚୂଡ଼ାନ୍ତ ରିପୋର୍ଟ ପ୍ରକାଶ ପାଇଛି। ପୂର୍ବତନ ମହାସଚିବ ଚମ୍ପତ…

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ: ଶ୍ମଶାନ ପାଇଁ ସ୍ଥାନ ଚିହ୍ନଟ କଲା ପ୍ରଶାସନ

ଗଞ୍ଜାମ, ୧୮।୮ (ବିଦ୍ୟାଧର ସାହୁ): ଛତ୍ରପୁର ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତର ବାଉଁଶିଆପଡ଼ା ଗ୍ରାମରେ ଶ୍ମଶାନକୁ ଯିବା ପାଇଁ ରାସ୍ତା ନଥିବାରୁ ଗ୍ରାମବାସୀ କେନାଲ ପାର ହୋଇ…

ଭିକ୍ଷା ମାଗି ପାରିବେନି ପାକିସ୍ତାନୀ, ହଜ ଯାତ୍ରୀଙ୍କ ପାଇଁ କଡ଼ା ନିର୍ଦ୍ଦେଶ

ଇସଲାମାବାଦ,୧୮।୮: ପାକିସ୍ତାନ ହଜ ଏବଂ ଉମରା ପାଇଁ ସାଉଦି ଆରବକୁ ଯାଉଥିବା ଏହାର ନାଗରିକମାନଙ୍କୁ ଏକ କଠୋର ଚେତାବନୀ ଜାରି କରିଛି। ପାକିସ୍ତାନୀ ଦୂତାବାସ ଭିକ୍ଷା ମାଗିବା,…

ଲିଭ୍‌ ଇନ୍‌ରେ ରହୁଥିବା ପାର୍ଟନରଙ୍କ ଗଳା ଚିପିଦେଲେ ଯୁବତୀ: ୧୮ ଘଣ୍ଟା ପର୍ଯ୍ୟନ୍ତ ଘରେ ରଖିବା ପରେ ଘଟିଲା..

ନାସିକ,୧୮।୮: ନାସିକରେ ଜଣେ ମହିଳା ତାଙ୍କ ଲିଭ-ଇନ ପାର୍ଟନରଙ୍କ ଗଳା କାଟି ହତ୍ୟା କରି କସରା ଘାଟରେ ମୃତଦେହ ପକାଇ ଦେଇଛନ୍ତି। ଏହି ହତ୍ୟାକାଣ୍ଡରେ ପୋଲିସ ମହିଳା…

ଜମିରେ ଚାଷ କରୁଥିବା ବେଳେ କାମୁଡ଼ିଲା ସାପ, ପରେ….

ପାରଳାଖେମୁଣ୍ଡି, ୧୮।୮ (ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ ଅନ୍ତର୍ଗତ ଗୁରାଣ୍ଡି ଥାନା ଅଧୀନ ଅଗରଖଣ୍ଡି ପଞ୍ଚାୟତର ଭିନ୍ନଳା ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ…

ଲାଇଭ୍‌ ମ୍ୟାଚ୍‌ରେ ପଡିକ୍କଲଙ୍କୁ କୋଳାଗ୍ରତ କରି ଚୁମ୍ବନ ଦେଲେ ରାହୁଲ: ପଡ଼ିଆରେ ଏମିତି କ’ଣ ଘଟିଲା, ଦେଖନ୍ତୁ VIDEO

ଗାଲେ,୧୮।୮: ଗାଲେରେ ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ୍‌ର ଚତୁର୍ଥ ଦିନରେ ଦେବଦତ୍ତ ପଡିକ୍କଲ ତାଙ୍କ ସାଥୀ କେଏଲ ରାହୁଲଙ୍କୁ ଆଉଟ ହେବାରୁ ରକ୍ଷା…

ପ୍ରାଇଭେଟ ପାର୍ଟ ବିକ୍ରି କଲେ ମିଳିବ ୧.୨୦ କୋଟି! Reel ଦେଖି ନାବାଳକଙ୍କ ସହ ଭୟଙ୍କର କାଣ୍ଡ, କାଟିଦେଲେ…

ଭୋପାଳ,୧୮।୮: ଭୋପାଳରେ ଛୋଟା ତାଳାବ କୂଳରୁ ପୋଲିସ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଥିଲା। ଏହାପରେ ପୋଲିସ ମୃତ ଯୁବକଙ୍କ ସମ୍ପର୍କରେ ତଦନ୍ତ ଆରମ୍ଭ କରିଥିଲା। ଧୋବି…

ବୟଫ୍ରେଣ୍ଡଙ୍କ ସହ ମୋମୋ ଖାଉଥିଲେ ସ୍ତ୍ରୀ, ହଠାତ୍‌ ପହଞ୍ଚିଗଲେ ସ୍ବାମୀ: ଆଉ ତା’ପରେ ଯାହା ଘଟିଲା…

ଭୋପାଳ,୧୮।୮: ମଧ୍ୟପ୍ରଦେଶର ଭୋପାଳରୁ ଏକ ଅଜବ ପାରିବାରିକ ନାଟକ ସାମ୍ନାକୁ ଆସିଛି, ଯାହା ସମସ୍ତଙ୍କୁ ସ୍ତବ୍ଧ କରିଦେଇଛି। ଏଠାରେ ଏକ ଅନୈତିକ ସମ୍ପର୍କର ହାଇଭୋଲଟେଜ ଡ୍ରାମା ରାସ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri