ଭୁବନେଶ୍ୱରରେ ପହଞ୍ଚିଲେ କଂଗ୍ରେସ ନେତା ଦିଗ୍‌ବିଜୟ, ଜୟରାମ

ଭୁବନେଶ୍ୱର,୧୭ା୯(ବ୍ୟୁରୋ)-କଂଗ୍ରେସ ଏମ୍‌ପି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଦିଗ୍‌ବିଜୟ ସିଂ ଏବଂ ଏମ୍‌ପି ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଜୟରାମ ରମେଶ ଶନିବାର ସାରେ ଭୁବନେଶ୍ୱରରେ ପହଞ୍ଚଛନ୍ତି। ରବିବାର ପୂର୍ବାହ୍ନରେ କଂଗ୍ରେସ ଭବନରେ ପ୍ରଦେଶ କଂଗ୍ରେସ କମିଟି(ପିସିସି ) ସଭାପତି ଶରତ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କଂଗ୍ରେସ ନେତୃମଣ୍ଡଳୀମାନଙ୍କ ବୈଠକରେ ‘ଭାରତ ଯୋଡ଼ୋ ଯାତ୍ରା- ଓଡ଼ିଶା’ ସମ୍ପର୍କରେ ଉଭୟ ନେତା ବିଚାରବିମର୍ଶ କରିବେ । ଏହାପରେ ମଧ୍ୟାହ୍ନ ୧୨ ଘଟିକା ସମୟରେ ଏକ ଖବରଦାତା ସମ୍ମିଳନୀରେ ଉଦ୍‌ବୋଧନ ଦେବେ ବୋଲି ପିସିସି ଗଣମାଧ୍ୟମ ବିଭାଗ ଅଧ୍ୟକ୍ଷ ଗଣେଶ୍ୱର ବେହେରା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୋସିଆଲ୍ ମିଡିଆରେ ଅପପ୍ରଚାର କାର୍ଯ୍ୟ ନୀନ୍ଦନୀୟ, ଡିଜିଟାଲ ଫୁଟପ୍ରିଣ୍ଟ କଥା ଭୁଲନ୍ତୁ ନାହିଁ: ବାଗ୍‌ଚୀ

ଭୁବନେଶ୍ବର, ୪।୪(ବ୍ୟୁରୋ) : ଆଜିର ଘଡ଼ିସନ୍ଧି ମୁହୂର୍ତ୍ତରେ ଯେକୌଣସି ଅପପ୍ରଚାର, ସନ୍ଦେହଜନକ ଜିନିଷ ବିଷୟରେ ସୋସିଆଲ୍ ମିଡିଆରେ ସେୟାର କରିବା, ଟ୍ୱିଟ଼ କରିବା ନୀନ୍ଦନୀୟ ବିଷୟ...

ମାଲକାନଗିରି ୧୦ ଡାକ୍ତରଙ୍କୁ ଗଞ୍ଜାମ ବଦଳି: ଏଭଳି ଚେତାବନୀ ଦେଲା ଜିଲା କଂଗ୍ରେସ

ମାଲକାନଗିରି,୧୮।୭(ଡି.ଏନ୍‌.ଏ.): ବର୍ତ୍ତମାନ କରୋନା ସଂକ୍ରମଣ ବ୍ୟାପିବାରେ ଲାଗିଛି। ରାଜ୍ୟରେ ସର୍ବାଧିକ ପ୍ରଭାବିତ ଜିଲାରେ ଗଞ୍ଜାମକୁ ଗଣାଯାଉଛି। ଫଳରେ କରୋନା ରୋଗୀଙ୍କ ଚିକିତ୍ସା ନିମନ୍ତେ ଡାକ୍ତରଙ୍କ ଅଭାବ...

୧୪ ଡିଏସ୍‌ପିଙ୍କୁ ଅତିରିକ୍ତ ଏସ୍‌ପି ର଼୍ୟାଙ୍କ୍‌କୁ ପଦୋନ୍ନତି

ଭୁବନେଶ୍ୱର, ୩୧।୧୨(ବ୍ୟୁରୋ): ରାଜ୍ୟ ସରକାର ୧୪ ଡିଏସ୍‌ପିଙ୍କୁ ଅତିରିକ୍ତ ଏସ୍‌ପି ର଼୍ୟାଙ୍କ୍‌କୁ ପଦୋନ୍ନତି ଦେଇଛନ୍ତି। ସେମାନଙ୍କ ମଧ୍ୟରୁ ପୋଲିସ ମୁଖ୍ୟାଳୟରେ ଥିବା ଡିଏସ୍‌ପି ପ୍ରଦୀପ କୁମାର...

ଜେଲ ଗଲେ ପ୍ରେମିକ

ଯାଜପୁର ଅଫିସ୍‌/ରସୁଲପୁର/ଯାଜପୁର ଟାଉନ,୩୦ା୧: ଯାଜପୁର ଜିଲା କୁଆଖିଆ ଥାନା ମୂଳାପାଳ ଛକ ନିକଟରୁ ବୁଧବାର ସକାଳେ ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଛାତ୍ରୀ ଝରାଫୁଲ ନାୟକଙ୍କ ମୃତଦେହ...

ଜାତୀୟ ଦଳର ରାଜ୍ୟ ନେତା ମୂକ

ଭୁବନେଶ୍ୱର,୧୯।୧୨(ବ୍ୟୁରୋ): ଜାତୀୟ ଦଳର ରାଜ୍ୟ ନେତା ମୂକ ପାଲଟିଛନ୍ତି। ରାଜ୍ୟ ସ୍ବାର୍ଥକୁ ଅଣଦେଖା କରି ଶୀର୍ଷ ନେତାଙ୍କୁ ଖୁସି କରି ମନ୍ତ୍ରୀ କିମ୍ବା କିଛି ବଡ଼...

୨୬ ପ୍ରକଳ୍ପର ଗ୍ରାଉଣ୍ଡ ବ୍ରେକିଂ, ଶୁଭାରମ୍ଭ: ୫୫୬୭.୫ କୋଟିର ପୁଞ୍ଜିନିବେଶ, ୯୧୬୮ ନିଯୁକ୍ତ

ଭୁବନେଶ୍ୱର, ୮।୩(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ୯ମ ପର୍ଯ୍ୟାୟ ଗ୍ରାଉଣ୍ଡ ବ୍ରେକିଂ କାର୍ଯ୍ୟକ୍ରମ ଜରିଆରେ ୨୬ଟି ପ୍ରକଳ୍ପ ଉଦ୍‌ଘାଟନ କରିଛନ୍ତି। ଏହା କାର୍ଯ୍ୟକାରୀ ହୋଇପାରିଲେ...

୧୦ରୁ ଊର୍ଦ୍ଧ୍ୱ ଜିଲାରେ ବଜ୍ରପାତ ସମ୍ଭାବନା

ଭୁବନେଶ୍ବର,୫।୫: ରାଜ୍ୟର ବିଭିନ୍ନ ଜିଲାରେ କାଳବେଶାଖୀ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘଡଘଡି ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏନେଇ ଆଞ୍ଚଳିକ...

୧ଟଙ୍କା ଫି’ରେ ଡାକ୍ତର ଦମ୍ପତିଙ୍କ ଚିକିତ୍ସା

ସମ୍ବଲପୁର,୧୩।୨(ବ୍ୟୁରୋ): ସମ୍ବଲପୁର ଜିଲା ଭିମସାର ମେଡିକାଲର ସହକାରୀ ପ୍ରଫେସର ଡାକ୍ତର ଶଙ୍କର ରାମଚନ୍ଦାନି ଶୁକ୍ରବାରଠାରୁ ୧ ଟଙ୍କା ଫି ନେଇ ଚିକିତ୍ସା ସେବା ଆରମ୍ଭ କରିଛନ୍ତି।...

Advertisement
Archives

Model This Week