ବିଜେଡି ବୈଠକରେ କଂଗ୍ରେସ ନେତା ଆକ୍ରୋଶର ଶିକାର

ପାଟଣା,୩ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟ ଜିଏନ୍‌ ହାଇସ୍କୁଲ ସମ୍ମୁଖରେ ରବିବାର ପାଟଣା ନିର୍ବାଚନ ମଣ୍ଡଳୀସ୍ତରୀୟ ଏକ କର୍ମୀ ସମ୍ମିଳନୀ ରାସ୍ତାକଡ଼ରେ ଚାଲିଥିବା ବେଳେ ଅସ୍ବାଭାବିକ ପରିସ୍ଥିତି ଉପୁଜିଥିଲା। ବୈଠକ ଚାଲିଥିବା ବେଳେ ହଠାତ୍‌ ପାଟଣା ବ୍ଲକର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ବରିଷ୍ଠ କଂଗ୍ରେସ ନେତା ଇଂ.ବିଦ୍ୟାଧର ଦାଶ ପହଞ୍ଚି ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର ନାହାନ୍ତି। ମିଟିଂ କରୁଛ କାହିଁକି କହିବାରୁ ଉତ୍ତେଜନାମୂଳକ ପରିସ୍ଥିତି ଉପୁଜିଥିଲା। ବିଜେଡିର ଶତାଧିକ ପୁରୁଷ ଓ ମହିଳା କର୍ମୀ ବିଦ୍ୟାଧର ଦାଶଙ୍କୁ ଘେରି ଯାଇଥିଲେ। ଫଳରେ କିଛି ସମୟ ପାଇଁ ହଟ୍ଟଗୋଳ ଓ ଉତ୍ତେଜନା ପ୍ରକାଶ ପାଇଥିଲା। କଂଗ୍ରେସ ନେତା ଶ୍ରୀ ଦାଶଙ୍କୁ ବିଜେଡି କର୍ମୀଙ୍କ ଆକ୍ରୋଶର ଶିକାର ହେବାକୁ ପଡ଼ିଥିଲା।
ଏହି ବୈଠକରେ ପାଟଣା ବିଧାୟକ ତଥା ଜିଲା ଯୋଜନା କମିଟି ଅଧ୍ୟକ୍ଷ ଜଗନ୍ନାଥ ନାଏକ, ପାଟଣା ବ୍ଲକ ଅଧ୍ୟକ୍ଷା ସୁକାନ୍ତି ନାଏକ, ସାହାରପଡ଼ା ବ୍ଲକ ଅଧ୍ୟକ୍ଷା ରିନା ନାୟକ, ବିଜେଡି ବ୍ଲକ ସଭାପତି ମାଧବାନନ୍ଦ ପୃଷ୍ଟିଙ୍କ ସହ ବହୁ ଛାମୁଆ ନେତା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମଦ ବିକ୍ରିକୁ ନେଇ ତାତିଲେ ମହିଳା, ପ୍ରଶାସନ ନିକଟରେ ଦାବି

ପାଟଣା, ୧୪/୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ବଡ଼ପାଟଣା ପଞ୍ଚାୟତ ମଙ୍ଗଳପୁର, କୁଆପଶି, ଲେଖେନା ଓ ଡିଆନାଳି ଅଞ୍ଚଳରେ ବେଆଇନ ଭାବେ…

ପୋଷ୍ଟ ଅଫିସରେ ଜମାକାରୀଙ୍କ ଟଙ୍କା ହଡ଼ପ ଅଭିଯୋଗ: ପୂର୍ବତନ ପୋଷ୍ଟମାଷ୍ଟର ଫେରାର

ପାଟଣା, ୧୪।୯ (ବୀର କିଶୋର ଦାଶ): ପୋଷ୍ଟ ଅଫିସ ଉପରେ ଭରସା କରି ନିଜର କଷ୍ଟାର୍ଜିତ ଟଙ୍କା ଜମା ରଖିଥିଲେ ଜମାକାରୀ। ହେଲେ ଏବେ ସେହି ଜମା…

ମଦ ଦୋକାନକୁ ନେଇ ବଢୁଛି ଅସନ୍ତୋଷ, ଅନ୍ୟତ୍ର ସ୍ଥାନାନ୍ତର ଦାବି

କେନ୍ଦୁଝର,୧୪ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାପାଳ, ଆରକ୍ଷୀ ଅଧୀକ୍ଷକ, ଡିଏଫ୍‌ଓଙ୍କ କାର୍ଯ୍ୟାଳୟ ସମ୍ମୁଖ ଗୁରୁତ୍ୱପୂର୍ଣ୍ଣ ଟ୍ରାଫିକ ଛକରେ ଏକ ଠିପିବନ୍ଦ ମଦ ଦୋକାନ ପୁଣିଥରେ ଖୋଲିବାକୁ ନେଇ…

ଗଣେଶ ଚତୁର୍ଥୀ ପୂର୍ବରୁ ଜନ୍ମ ନେଲା ହାତୀ ଛୁଆ, କେନ୍ଦୁଝରରେ ଖୁସିର ଲହରୀ

କେନ୍ଦୁଝର,୧୪।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ରବିବାର ଦିନ କେନ୍ଦୁଝର ବନଖଣ୍ଡ ଅନ୍ତର୍ଗତ ଚମ୍ପୁଆ ରେଞ୍ଜର ବାଲିବନ୍ଧ ସେକ୍ସନ୍‌ରେ ଏକ ନୂତନ ହାତୀ ଛୁଆ ଜନ୍ମ ହୋଇଛି । ଗଣେଶ…

ଦିବ୍ୟାଙ୍ଗ ସାର୍ଟିଫିକେଟ୍ ନାଁରେ ଚାଲିଛି ମୋଟା ଅଙ୍କର ଠକେଇ! ଶିବିରରେ ଉତ୍ତେଜନା

ହାଟଡ଼ିହୀ/ଛେନାପଦୀ,୧୩।୯(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ କାର୍ଯ୍ୟାଳୟ ପରିସରରେ ଶୁକ୍ରବାର ଆୟୋଜିତ ହୋଇଥିବା ଭୀମଭୋଇ ଭିନ୍ନକ୍ଷମ ଶିବିରରେ ଦଲାଲଙ୍କ ପ୍ରାଦୁର୍ଭାବ ଦେଖାଯାଇଥିଲା। ଅଧିକ ପ୍ରତିଶତର…

ହାଟଡିହୀରେ ବିରୋଧୀଙ୍କୁ ଶକ୍ତ ଝଟକା: ଭାଜପାରେ ମିଶିଲେ…

ହାଟଡିହୀ,୧୩।୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ହାଟଡିହୀ ବ୍ଲକ ମରୈଗାଁ ପଞ୍ଚାୟତ ବେତିରା ଗ୍ରାମର ୬୦ରୁ ଉର୍ଦ୍ଧ ଅନ୍ୟ ଦଳର କର୍ମୀ ଦଳ ଛାଡି…

ଭଦ୍ରକରୁ ଅପହରଣ କରି ୫ ଲକ୍ଷ ଟଙ୍କାର ମୁଣ୍ଡ ଜାମିନ ରଖିଥିଲେ ଅପହରଣକାରୀ, ଆଉ ତା’ ପରେ…

ହାଟଡିହୀ,୧୨ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ପୋଲିସ ପାଇଁ ଅପହରଣର ଶିକାର ହୋଇଥିବା ୩ ଜଣଙ୍କ ଜୀବନ ବଞ୍ଚିଯାଇଛି। ପୋଲିସର ହସ୍ତକ୍ଷେପ ପରେ ଅପହରଣ ଶିକାର ହୋଇ ୫…

କାନପୁରରେ ବାରମ୍ବାର ଖସୁଛି ଅତଡ଼ା: ସ୍ଥିତି ଅନୁଧ୍ୟାନ କଲେ ଅଧିକାରୀ

ଛେନାପଦୀ/ହାଟଡିହୀ,୧୨l୯(ନିରାକାର ପରିଡା/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସୋସୋ ପଞ୍ଚାୟତ କାନପୁର ଗ୍ରାମର ଦକ୍ଷିଣ ପାର୍ଶ୍ୱ ସାଳନ୍ଦୀ ନଦୀ ଦ୍ୱାରା ବାରମ୍ବାର ଅତଡ଼ା ଖସି କାନପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?