Odisha Elections 2024
Posted inଜାତୀୟ

ଭାବିବୋହୂଙ୍କ ଫଟୋ ଶେୟାର କଲେ ନବଜୋତ ସିଦ୍ଧୁ

ଚଣ୍ଡିଗଡ,୨୭।୬: କଂଗ୍ରେସ ନେତା ନବଜୋତ ସିଂ ସିଦ୍ଧୁ ସୋମବାର ତାଙ୍କ ଭାବିବୋହୂଙ୍କୁ ପରିଚିତ କରାଇବା ସହ ଟୁଇଟରରେ ଫଟୋ ମଧ୍ୟ ଶେୟାର କରିଛନ୍ତି। ସିଦ୍ଧୁ ଏକ ଟୁଇଟ କରି ଦୁର୍ଗା-ଅଷ୍ଟମୀ ଅବସରରେ ନିଜ ପରିବାର ସହିତ ନେଇଥିବା ଯାତ୍ରାର କିଛି ଫଟୋ ପୋଷ୍ଟ କରିଛନ୍ତି। ଗୋଟିଏ ଫଟୋରେ ସିଦ୍ଧୁଙ୍କୁ ତାଙ୍କ ପତ୍ନୀ ନବଜୋତ କୌର ସିଦ୍ଧୁ, ଝିଅ ରାବିୟା ସିଦ୍ଧୁ, ପୁଅ କରଣ ସିଦ୍ଧୁଙ୍କ ସହ ଦେଖିବାକୁ ମିଳିଛି। ଏହି ଫଟୋରେ ଜଣେ ନୂତନ ସଦସ୍ୟ ଇନାୟତ ରାନ୍ଧୱା ମଧ୍ୟ ନଜର ଆସିଛନ୍ତି। ଫଟୋରେ ସିଦ୍ଧୁ ତାଙ୍କ ପରିବାର ସହିତ ଗଙ୍ଗା ନଦୀ କୂଳରେ ପୋଜ ଦେଉଥିବା ଦେଖିବାକୁ ମିଳିଛି। ଅନ୍ୟ ଏକ ଫଟୋରେ ସିଦ୍ଧୁଙ୍କ ପୁଅ କରଣ ଏବଂ ଭାବି ବୋହୂ ନଜର ଆସିଛନ୍ତି।

ନବଜୋତ ସିଂ ସିଦ୍ଧୁ ସୋସିଆଲ ମିଡିଆରେ ଟୁଇଟ କରି ଲେଖିଛନ୍ତି, ପୁଅ ତାଙ୍କ ପ୍ରିୟ ମା’ଙ୍କର ସବୁଠାରୁ ବଡ ଇଚ୍ଛାକୁ ସମ୍ମାନ କରନ୍ତି। ଏହି ଶୁଭ ଦୁର୍ଗା-ଅଷ୍ଟମୀରେ ମା’ ଗଙ୍ଗାଙ୍କ କୋଳରେ, ଏକ ନୂଆ ଆରମ୍ଭ, ଆମର ଭାବି ବୋହୂ ଇନାୟତଙ୍କୁ ପରିଚିତ କରାଉଛି। ଏହି ସମୟରେ ସେମାନେ ପ୍ରୋମିସ ବ୍ୟାଣ୍ଡ ମଧ୍ୟ ଆଦାନପ୍ରଦାନ କରିଥିଲେ। ସୋସିଆଲ ମିଡିଆ ବ୍ୟବହାରକାରୀମାନେ ଏହି ଫଟୋଗୁଡ଼ିକୁ ପସନ୍ଦ କରିଥିଲେ ଏବଂ ଦମ୍ପତିଙ୍କୁ ଅଭିନନ୍ଦନ ବାର୍ତ୍ତା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Video: ସ୍ୱାତୀ ମାଲିୱାଲଙ୍କୁ ଏହିପରି ଦୁର୍ବ୍ୟବହାର କରିଥିଲେ ବୈଭବ କୁମାର

ନୂଆଦିଲ୍ଲୀ,୧୭।୫: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ବାସଭବନରେ ଦଳର ରାଜ୍ୟସଭା ସାଂସଦ ସ୍ୱାତୀ ମାଲିୱାଲଙ୍କ ସହ ଅସଦାଚରଣ ମାମଲାରେ ପୋଲିସ ଏଫଆଇଆର ପଞ୍ଜିକରଣ କରିଛି। ଏହି...

କୋଭାକ୍ସିନ ନେବାର ବର୍ଷେ ପରେ ୩୦% ସ୍ବାସ୍ଥ୍ୟ ସମସ୍ୟାର ସମ୍ମୁଖୀନ

ନୂଆଦିଲ୍ଲୀ,୧୭/୫:ଅକ୍ସଫୋର୍ଡ-ଆଷ୍ଟ୍ରାଜେନିକା କମ୍ପାନୀ ପ୍ରସ୍ତୁତ କୋଭିଶିଲ୍ଡ ଟିକା ନେଇଥିବା ଲୋକଙ୍କଠାରେ ରକ୍ତ ଜମାଟ ବାନ୍ଧିବା ଓ ପ୍ଲେଟ୍‌ଲେଟ୍‌ କାଉଣ୍ଟ କମିଯିବା ଭଳି ବିରଳ ପାର୍ଶ୍ୱ ପ୍ରତିକ୍ରିୟା ଦେଖାଦେଇଥିବା...

”୭-୮ ଚାପୁଡ଼ା, ଛାତି, ପେଟକୁ ଗୋଇଠା ମାରିଲେ”: FIR’ରେ ଲେଖିଲେ ସ୍ୱାତୀ ମାଲିୱାଲ

ନୂଆଦିଲ୍ଲୀ,୧୭।୫: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ବାସଭବନରେ ଦଳର ରାଜ୍ୟସଭା ସାଂସଦ ସ୍ୱାତୀ ମାଲିୱାଲଙ୍କ ସହ ଅସଦାଚରଣ ମାମଲାରେ ପୋଲିସ ଏଫଆଇଆର ପଞ୍ଜିକରଣ କରିଛି। କେଜ୍ରିୱାଲଙ୍କ...

ତାସ ଭଳି ଅଲଗା ହୋଇଗଲେଣି ବିରୋଧୀ, ବାରାବାଙ୍କିରେ ମୋଦିଙ୍କ ଟାର୍ଗେଟ

ନୂଆଦିଲ୍ଲୀ,୧୭।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଉତ୍ତରପ୍ରଦେଶର ବାରବାଙ୍କି ଠାରେ ଏକ ନିର୍ବାଚନ ରାଲିକୁ ସମ୍ବୋଧିତ କରିଛନ୍ତି। ଏଠାରେ ସେ କଂଗ୍ରେସ ଏବଂ ସମାଜବାଦୀ ପାର୍ଟିକୁ...

ମହାରାଷ୍ଟ୍ରକୁ ନେଇ ବଡ ଭବିଷ୍ୟବାଣୀ କଲେ ଉଦ୍ଧବ ଠାକରେ

ମୁମ୍ବାଇ,୧୭।୫: ନିର୍ବାଚନ ପରିବେଶ ମଧ୍ୟରେ ଶିବସେନା (ୟୁବିଟି ଦଳ) ମୁଖ୍ୟ ଉଦ୍ଧବ ଠାକରେ ଏକ ବଡ଼ ଦାବି କରିଛନ୍ତି। ସେ ଆଶା କରୁଛନ୍ତି ଯେ ୨୦୨୪...

ରତନ ଟାଟାଙ୍କ ଏୟାର ଇଣ୍ଡିଆ ବିରୋଧରେ ମାମଲା ଚାଲିପାରିବ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୭ା୫: ଏୟାର ଇଣ୍ଡିଆ ଲିମିଟେଡ ସମ୍ବନ୍ଧରେ ଦେଶର ସର୍ବୋଚ୍ଚ ନ୍ୟାୟାଳୟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ମେ’ ୧୬ରେ ସୁପ୍ରିମକୋର୍ଟ କହିଛନ୍ତି, ଜାନୁଆରୀ ୨୦୨୨ରେ ଏୟାର...

ଓଡ଼ିଶା ପାଇଁ ଭାଜପା ଖୋଜୁଛି ମୁଖ୍ୟମନ୍ତ୍ରୀ ଫେସ୍‌, ଆଗରେ ଅଛନ୍ତି ଧର୍ମେନ୍ଦ୍ରଙ୍କ ସମେତ ଏସବୁ ନେତା

ନୂଆଦିଲ୍ଲୀ/ଭୁବନେଶ୍ୱର,୧୭।୫: ଲୋକ ସଭା ନିର୍ବାଚନ ସହିତ ଓଡ଼ିଶାରେ ବିଧାନସଭା ନିର୍ବାଚନ ମଧ୍ୟ ଅନୁଷ୍ଠିତ ହେଉଛି। ରାଜ୍ୟରେ ନିର୍ବାଚନରେ ଭାଜପା ଜୋରଦାର ପ୍ରତିଦ୍ୱନ୍ଦ୍ୱିତା କରୁଛି। କାରଣ ବିଜୁ...

ରାହୁଲ ଗାନ୍ଧୀଙ୍କ ବିବାହକୁ ନେଇ ଏକ ବଡ଼ କଥା କହିଲେ ଭଉଣୀ ପ୍ରିୟଙ୍କା, ଜାଣିଲେ…

ନୂଆଦିଲ୍ଲୀ,୧୭ା୫: ଲୋକ ସଭା ନିର୍ବାଚନରେ କଂଗ୍ରେସ ପ୍ରଚାରରେ ବ୍ୟସ୍ତ ଥିବା ପ୍ରିୟଙ୍କା ଗାନ୍ଧୀ ଭାଇ ରାହୁଲ ଗାନ୍ଧୀଙ୍କ ବିବାହ ସମ୍ପର୍କରେ ଏକ ବଡ଼ ବିବୃତ୍ତି ଦେଇଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri