ଇସ୍ତଫା ଦେଲେ କଂଗ୍ରେସ ନେତା ପ୍ରଦୀପ ମାଝୀ

ଭୁବନେଶ୍ୱର,୨୨।୧୦(ବ୍ୟୁରୋ) : କଂଗ୍ରେସ ଦଳର ବରିଷ୍ଠ ନେତା ତଥା ନବରଙ୍ଗପୁରର ପୂର୍ବତନ ଏମ୍‌ପି ପ୍ରଦୀପ ମାଝୀ ଦଳରୁ ଇସ୍ତଫା ଦେଇଛନ୍ତି । ଦଳର ମୁଖ୍ୟ ସୋନିଆ ଗାନ୍ଧିଙ୍କୁ ଚିଠି ଲେଖି ସେ ଦଳ ଛାଡ଼ିଥିବା ଜଣାପଡ଼ିଛି। ସେ ପ୍ରାଥମିକ ସଦସ୍ୟ ଓ ପିସିସି କାର୍ଯ୍ୟକାରୀ ସଭାପତି ପଦରୁ ମଧ୍ୟ ଇସ୍ତଫା ଦେଇଛନ୍ତି। ଦଳରେ ଆଉ ଜନ ସେବା କରିବାର ସୁଯୋଗ ନାହିଁ, ବର୍ତ୍ତମାନ କୋରାପୁଟ ଜିଲା କଂଗ୍ରେସର ସ୍ଥିତି ଭୂଷୁଡି ଯାଇଛି ବୋଲି କାରଣ ଦର୍ଶାଇ ସେ ଦଳ ଛାଡ଼ିଛନ୍ତି। ତେବେ ସେ କେଉଁ ଦଳରେ ଯୋଗ ଦେବେ ନା ରାଜନୀତି ଛାଡ଼ିବେ ସେ ନେଇ କିଛି ସ୍ପଷ୍ଟ ହୋଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଶକ୍ତିମନ୍ତ୍ରୀଙ୍କ ଅଚାନକ କେସିଙ୍ଗା ଆଦର୍ଶ ବିଦ୍ୟାଳୟ ପରିଦର୍ଶନ

କେସିଙ୍ଗା,୧୭।୮(ଡି.ଏନ.ଏ.) କେସିଙ୍ଗାସ୍ଥିତ ଆଦର୍ଶ ବିଦ୍ୟାଳୟକୁ ଶକ୍ତିମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଅଚାନକ ଭାବେ ଗତ ଗୁରୁବାର ସନ୍ଧ୍ୟା ୭ଟାରେ ପରିଦର୍ଶନ କରିଥିଲେ। ଏଠାରେ ଥିବା ବିଭିନ୍ନ ସମସ୍ୟା...

ଉପନିର୍ବାଚନ: କରୋନାରେ ମୃତ୍ୟୁ ହେଲେ ୩୦ ଲକ୍ଷ

ଭୁବନେଶ୍ୱର,୨୪ା୧୦(ବ୍ୟୁରୋ): କୋଭିଡ୍‌ ମହାମାରୀ ମଧ୍ୟରେ ନଭେମ୍ବର ୩ରେ ତିର୍ତ୍ତୋଲ ଏବଂ ବାଲେଶ୍ୱର ଉପନିର୍ବାଚନ ଅନୁଷ୍ଠିତ ହେବ। ଏହି ଉପନିର୍ବାଚନ କାର୍ଯ୍ୟରେ ନିୟୋଜିତ ଥିବା ପୋଲିଂ କର୍ମଚାରୀ...

ତଦନ୍ତ ଆଳରେ ରାଜକୋଷ ବରବାଦ: ୨୦ ବର୍ଷରେ ୨୭ ତଦନ୍ତ କମିଶନ

ଭୁବନେଶ୍ୱର,୨୭।୮(ବ୍ୟୁରୋ): ରାଜ୍ୟରେ ଘଟୁଥିବା ଗୁଳିକାଣ୍ଡ, ହତ୍ୟା, ବଳାତ୍କାର, ମଦ ମୃତ୍ୟୁ, ପୋଲିସ ନିର୍ଯାତନା, ସାମ୍ପ୍ରଦାୟିକ ହିଂସା ଆଦି ବିଭିନ୍ନ ସତ୍ୟାସତ୍ୟ ଜାଣିବା ଘଟଣା ପାଇଁ ରାଜ୍ୟ...

ପଲିଥିନ ବଣ୍ଟନରେ ଅନିୟମିତତା ଅଭିଯୋଗ: ତହସିଲଦାରଙ୍କୁ ନ ପାଇ ବିଡିଓଙ୍କୁ ଘେରିଲେ ଗ୍ରାମବାସୀ

କଣ୍ଟାପଡା,୧୫।୫(ଡି.ଏନ୍‌.ଏ.): ସାମୁଦ୍ରିକ ବାତ୍ୟା ଫନୀରେ କ୍ଷତିଗ୍ରସ୍ତ କଣ୍ଟାପଡା ବ୍ଲକ ଅନ୍ତର୍ଗତ ପାଟସୁନ୍ଦରପୁର ପଞ୍ଚାୟତରେ ବାତ୍ୟା ବିପନ୍ନଙ୍କୁ ପଲିଥିନ ବଣ୍ଟନରେ ଅନିୟମିତତା ହୋଇଥିବା ପାଟସୁନ୍ଦରପୁର ଗ୍ରାମବାସୀଙ୍କ ପକ୍ଷରୁ...

ଟିକା ନେଇଥିଲେ ବି ମାସ୍କ ପିନ୍ଧନ୍ତୁ: ସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ବର,୨୦।୬(ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତିକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର। ସେ କହିଛନ୍ତି, କୋଭିଡ୍‌ର ଏବେ ଭୟଙ୍କର ସ୍ଥିତି ନାହିଁ। ନିଜର...

ଛକ ଛକରେ ଜଗିଛି ପୋଲିସ, କଟକଣା ଭାଙ୍ଗିଲେ….

ଭୁବନେଶ୍ୱର,୧୯।୩(ବ୍ୟୁରୋ): ହୋଲି ପାଇଁ ଭୁବନେଶ୍ୱରରେ କମିଶନରେଟ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡାକଡ଼ି କରାଯାଇଛି। ସହରରେ ୩୨ ପ୍ଲାଟୁନ ଫୋର୍ସ ମୁତୟନ ହୋଇଛନ୍ତି । ସହରର...

୩୩.୫ ହଜାର ପିଲାଙ୍କୁ ନିଟ୍‌ ଇଡି-ଟେକ୍‌ କୋର୍ସ କୁପନ

ଭୁବନେଶ୍ୱର, ୪।୧(ବ୍ୟୁରୋ): ଦେଶରେ ଶୁଭାରମ୍ଭ ହୋଇଥିବା ନିଟ୍‌ ୩.୦(ନ୍ୟାଶନାଲ ଏଜୁକେଶନାଲ ଏଲାଇନ୍ସ ଫର୍‌ ଟେକ୍ନୋଲୋଜି) ଅନ୍ତର୍ଗତ ୧୨ ଲକ୍ଷ ସାମାଜିକ-ଆର୍ଥିକ ଅନଗ୍ରସର ଛାତ୍ରୀଛାତ୍ରଙ୍କୁ ୨୫୩ କୋଟି...

ଜବରଦଖଲ, ବେଆଇନ ପାର୍କିଂ: ବଡ଼ଦାଣ୍ଡ ସଙ୍କୁଚିତ

ପୁରୀ ଅଫିସ,୧୩।୩: ପୁରୀକୁ ବିଶ୍ୱ ଐତିହ୍ୟ ସହର କରିବା ଲାଗି ଅଣ୍ଟା ଭିଡ଼ିଛନ୍ତି ରାଜ୍ୟ ସରକାର। ଏଥିପାଇଁ ଏକାଧିକ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି। ସିଂହଦ୍ୱାରକୁ...

Advertisement
Archives

Model This Week