Posted inଜାତୀୟ

ସୁରଟ କୋର୍ଟ ବାହାରିଲେ ରାହୁଲ ଗାନ୍ଧୀ, ଆଇନ ମନ୍ତ୍ରୀ କହିଲେ ଭିଡରେ କୋର୍ଟ ଯିବା ନାଟକ

ନୂଆଦିଲ୍ଲୀ,୩।୪: କଂଗ୍ରେସ ନେତା ରାହୁଲ ଗାନ୍ଧୀ ‘ମୋଦି ସରନେମ’ସହ ଜଡିତ ମାନହାନି ମାମଲାରେ ସୋମବାର ସୁରଟ କୋର୍ଟ ପହଞ୍ଚିବେ। ଏହି ମାମଲାରେ ତାଙ୍କୁ ଦୁଇ ବର୍ଷ କାରାଦଣ୍ଡ ହୋଇଥିବା ବେଳେ ସୋମବାର ସେ ଏହାକୁ ଚ୍ୟାଲେଞ୍ଜ କରି ଅପିଲ କରିବେ। କୁହାଯାଉଛି କି ତାଙ୍କ ସହ ଭଉଣୀ ପ୍ରିୟଙ୍କା ଗାନ୍ଧୀ ଓ ଅନ୍ୟ କଂଗ୍ରେସ ନୋତାମାନେ କୋର୍ଟକୁ ଯିବେ।
ରାହୁଲଙ୍କ କୋର୍ଟ ଗସ୍ତକୁ ନେଇ ଆଇନ ମନ୍ତ୍ରୀ କିରଣ ରିଜିଜୁ ରାହୁଲଙ୍କୁ ଟାର୍ଗେଟ କରିଛନ୍ତି।ସେ ଟୁଇଟ କରି କହିଛନ୍ତି, ଅପିଲ କରିବାକୁ ରାହୁଲ ସୁରଟ ଯାଉଛନ୍ତି। ଏଥିପାଇଁ ବ୍ୟକ୍ତିଗତ ଭାବେ ସେ ଯିବାର ଆବଶ୍ୟକତା ନାହିଁ। ସାଧାରଣ ଭାବେ କୌଣସି ଅପରାଧି ବ୍ୟକ୍ତିଗତ ଭାବେ ଯାଆନ୍ତି ନାହିଁ। ତାଙ୍କ ସହ ତାଙ୍କ ସମର୍ଥକ ଓ ଅନ୍ୟ ନେତାମାନେ ଯିବା ଏକ ନାଟକ। ରାହୁଲ ଯାହା କରୁଛନ୍ତି ତାହା କେବଳ କୋର୍ଟ ଉପରେ ଚାପ ପକାଇଭା ଭଳି ଲାଗୁଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିପଡିଲେ ୩ ଆତଙ୍କବାଦୀ

ଶ୍ରୀନଗର,୨୫।୮: ଜମ୍ମୁ-କଶ୍ମୀରର ବାରମୁଳା ଜିଲାର ଉରି ଅଞ୍ଚଳରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ଅନୁପ୍ରବେଶ ଉଦ୍ୟମକୁ ରୋକିବାବେଳେ ସୁରକ୍ଷାବାହିନୀ ଦ୍ୱାରା ତିନି ଜଣ ଆତଙ୍କବାଦୀ ନିହତ...

ସତ ପାଇଁ କ୍ଷମା ମାଗିବି ନାହିଁ: ରାହୁଲ

ନୂଆଦିଲ୍ଳୀ,୧୪।୧୨: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏବେ ତାଙ୍କ କଥାରେ ଅଡି ବସିଛନ୍ତି। ‘ରେପ୍‌ ଇନ୍‌ ଇଣ୍ଡିଆ’ ଉକ୍ତିକୁ ନେଇ ସେ କେବେବି ଭୁଲ୍‌ ମାଗିବେ...

‘ଆତଙ୍କବାଦୀଙ୍କୁ ପଠାଅନି, ପଡ଼ୋଶୀ ଭଳି ରୁହ’

ନୂଆଦିଲ୍ଲୀ,୩୦-୮(ପି.ଟି.): ପାକିସ୍ତାନ ଭାରତକୁ ଆତଙ୍କବାଦୀଙ୍କୁ ପଠାଇବା ବନ୍ଦ କରି ସ୍ବାଭାବିକ ପଡ଼ୋଶୀ ଭଳି ରହୁ ବୋଲି ଗୁରୁବାର କେନ୍ଦ୍ର ସରକାରଙ୍କ ପକ୍ଷରୁ କୁହାଯାଇଛି। ଜମ୍ମୁ-କଶ୍ମୀରକୁ ନେଇ...

ସିବିଆଇ ହାତରେ ଆଖଡା ପରିଷଦ ଅଧ୍ୟକ୍ଷ ନରେନ୍ଦ୍ର ଗିରି ମୃତ୍ୟୁ ମାମଲା: ଗଠନ ହେଲା ଯାଞ୍ଚ ଟିମ୍‌

ଲକ୍ଷ୍ନୌ,୨୪ ।୯: ଉତ୍ତର ପ୍ରଦେଶର ପ୍ରୟାଗରାଜରେ ଆଖଡା ପରିଷଦ ଅଧ୍ୟକ୍ଷ ନରେନ୍ଦ୍ର ଗିରିଙ୍କ ମୃତ୍ୟୁ ମାମଲା ଯାଞ୍ଚ ସିବିଆଇ ନେଇଛି । କେନ୍ଦ୍ର ସରକାର ଏହି...

ସରକାରଙ୍କୁ ହଟାଇବାକୁ ଷଡଯନ୍ତ୍ର କରୁଛନ୍ତି: ଶାହାଙ୍କୁ ମମତାଙ୍କ ପାଲଟା ଉତ୍ତର

କୋଲକାତା,୧୭।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ନିକଟରେ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଟାର୍ଗେଟ କରିଥିଲେ। ଶାହା କହିଥିଲେ, ୨୦୨୪ ଲୋକ ସଭା ନିର୍ବାଚନରେ...

୮୦ ଘଣ୍ଟା ହେବ ବୋର୍‌ଓ୍ବେଲରେ ଫସିଥିବା ଶିଶୁର ଜନ୍ମଦିନରେ ବି ଉଦ୍ଧାର କାର୍ଯ୍ୟ ଜାରି

ଚଣ୍ଡିଗଡ଼,୧୦।୬: ପଞ୍ଜାବର ସୁନମଠାରେ ପାଖାପାଖି ୧୫୦ ଫୁଟ ଗଭିର ବୋରଓ୍ବେଲରେ ଫସି ରହିଥିବା ୨ ବର୍ଷର ଶିଶୁର ଉଦ୍ଧାର କାର୍ଯ୍ୟରେ ବାଧା ସୃଷ୍ଟି ହୋଇଥିବା ଜଣାପଡିଛି।...

ଦରଦାମ ବୃଦ୍ଧି ଆକାଶଛୁଆଁ, ମୋଦିଙ୍କ ଭାବମୂର୍ତ୍ତି ବଞ୍ଚାଇବା-ପୁଞ୍ଜିପତିଙ୍କୁ ଉପକୃତ କରିବା ପାଲଟିଛି ସରକାରଙ୍କ ମୁଖ୍ୟ ଲକ୍ଷ୍ୟ: କଂଗ୍ରେସ…

ନୂଆଦିଲ୍ଲୀ,୨୨।୮ : ଦେଶରେ ଅତ୍ୟାବଶ୍ୟକ ଦ୍ରବ୍ୟର ଆକାଶଛୁଆଁ ମୂଲ୍ୟ ନେଇ କଂଗ୍ରେସ ମଙ୍ଗଳବାର କେନ୍ଦ୍ର ସରକାରଙ୍କୁ କଡ଼ା ସମାଲୋଚନା କରିଛି। କଂଗ୍ରେସ ଅଭିଯୋଗ କରିଛି ସରକାରଙ୍କ...

ପ୍ରଧାନମନ୍ତ୍ରୀଙ୍କ ଭାବମୂର୍ତ୍ତି ସୁଧାରିବାରେ ବ୍ୟସ୍ତ ଥିଲେ ରେଳମନ୍ତ୍ରୀ, ସେଥିପାଇଁ ଘଟିଲା ରେଳ ଦୁର୍ଘଟଣା: କଂଗ୍ରେସର ୯ ପ୍ରଶ୍ନ…

ନୂଆଦିଲ୍ଲୀ,୪।୬ : କଂଗ୍ରେସ ନେତା ରଣଦୀପ ସୁରଜୱାଲା ରବିବାର ବାଲେଶ୍ୱର ବାହାନଗା ଟ୍ରେନ ଦୁର୍ଘଟଣା ସମ୍ପର୍କରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନଅଟି ପ୍ରଶ୍ନ ପଚାରିଛନ୍ତି। ଅଶ୍ୱିନୀ...

Advertisement
Archives

Model This Week