Posted inଜାତୀୟ

ରାହୁଲଙ୍କୁ ଖାଲି କରିବାକୁ ପଡ଼ିବ ସରକାରୀ ବଙ୍ଗଳା: ଜାରି ହେଲା ନୋଟିସ୍‌

ନୂଆଦିଲ୍ଲୀ,୨୭।୩: ସଂସଦରୁ ସଦସ୍ୟତା ପଦ ଯିବା ପରେ ଏବେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନିଜର ସରକାରୀ ବଙ୍ଗଳା ଛାଡ଼ିବାକୁ ପଡ଼ିବ। ସୋମବାର ଏଥିପାଇଁ ଲୋକ ସଭାର ଗୃହ କମିଟି ଏକ ବିଜ୍ଞପ୍ତି ଜାରି କରିଛି। ବର୍ତ୍ତମାନ ରାହୁଲ ଦିଲ୍ଲୀର ୧୨ତୁଗଲକ ଲେନ୍‌ ସ୍ଥିତ ସରକାରୀ ବଙ୍ଗଳାରେ ରହୁଛନ୍ତି। ୨୦୦୪ରୁ ସରକାରଙ୍କ ପକ୍ଷରୁ ତାଙ୍କୁ ଏହି ଘର ଆବଣ୍ଟନ କରାଯାଇଥିଲା। ତେବେ ଏପ୍ରିଲ ୨୨ସୁଦ୍ଧା ରାହୁଲଙ୍କୁ ଏହି ସରକାରୀ ବାସଭବନ ଛାଡିବାକୁ ପଡ଼ିବ। ଉକ୍ତ ନୋଟିସ୍‌ ଅନୁଯାୟୀ, ଅଯୋଗ୍ୟ ହେବାର ଏକ ମାସ ମଧ୍ୟରେ ରାହୁଲଙ୍କୁ ତାଙ୍କ ସରକାରୀ ବାସଭବନ ଖାଲି କରିବାକୁ ପଡ଼ିବ ବୋଲି ଉଲ୍ଲେଖ କରାଯାଇଛି। ସୂଚନାଯୋଗ୍ୟ, ଗୁରୁବାର ସୁରଟ କୋର୍ଟ ଏକ ମାନହାନୀ ମାମଲାରେ ରାହୁଲଙ୍କୁ ଦୋଷୀ ସାବ୍ୟସ୍ତ କରି ଦଣ୍ଡାଦେଶ ଶୁଣାଇବା ପରେ ଶୁକ୍ରବାର ଲୋକ ସଭା ସଚିବାଳୟ କଂଗ୍ରେସ ନେତା ରାହୁଲଙ୍କୁ ଲୋକ ସଭାରୁ ଅଯୋଗ୍ୟ ଘୋଷିତ କରିବା ସହ ତାଙ୍କ ସଦସ୍ୟତା ପଦ ରଦ୍ଦ କରିଥିଲେ। କେରଳର ଓ୍ବାୟାନାଡରୁ ରାହୁଲ ଏମ୍‌ପି ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହଠାତ୍‌ ଅନ୍ତର୍ଜାତୀୟ କ୍ରିକେଟକୁ ବାଏ ବାଏ କହିଲେ ଏହି ମହାନ କ୍ରିକେଟର୍‌: ଭାବପ୍ରବଣ ହୋଇ ନେଲେ ବିଦାୟ

ନୂଆଦିଲ୍ଲୀ,୩୦।୭: ଭାରତୀୟ କ୍ରିକେଟର ଜଣେ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ତଥା ଟେଷ୍ଟ ବିଶେଷଜ୍ଞ ଭାବରେ ବିବେଚିତ ଅଜିଙ୍କେ ରାହାଣେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ରାହାଣେ ଗତ…

ଖୋର୍ଦ୍ଧାରେ ସ୍କୁଲ ଛୁଟି ଘୋଷଣା: ଆସିବେନି ପିଲା, ରହିବେ ଶିକ୍ଷକ

ଖୋର୍ଦ୍ଧା,୩୦ା୭: ଖୋର୍ଦ୍ଧା ଜିଲାରେ ସମସ୍ତ ସ୍କୁଲ ଛୁଟି ଘୋଷଣା କରାଯାଇଛି। ୩୧ ତାରିଖରେ ସ୍କୁଲ ଛୁଟି ରହିବ। ଏନେଇ ଜିଲାର ସମସ୍ତ ବ୍ଲକ ଶିକ୍ଷା ଅଧିକାରୀଙ୍କୁ ଜିଲାପାଳ…

ହଠାତ୍‌ ମୋଦି ସରକାରଙ୍କୁ ପ୍ରଶଂସା କଲେ ୱାଙ୍ଗଚୁକ, କହିଦେଲେ ଏମିତି…

ନୂଆଦିଲ୍ଲୀ, ୩୦।୭: ବିଖ୍ୟାତ ଶିକ୍ଷାବିତ୍‌ ଏବଂ ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ ଏକ ଭିଡିଓ ଶେୟାର କରି ଭାରତୀୟ ରେଲୱେର ପ୍ରଶଂସା କରିଛନ୍ତି। ଏଥିସହ ସେ ଏହା…

୧୦ ପଞ୍ଚାୟତର ଦୁଃଖ ବଉଦପାଟ, ବନ୍ୟା ହେଲେ ଜଳ ନିଷ୍କାସନରେ ବାଧକ ସାଜିଛି ୫୩ ନମ୍ବର ଜାତୀୟ ରାଜପଥ ବାଧକ

ମହାକାଳପଡ଼ା,୩୦ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ୧୦ପଞ୍ଚାୟତ ଚାଷକ୍ଷେତରେ ବର୍ଷା ଓ ବନ୍ୟା ଜଳ ନିଷ୍କାସନରେ ୫୩ ନଂ. ଜାତୀୟ ରାଜପଥ ବାଧକ ସାଜିଛି।…

କେସିଙ୍ଗା ସହର ଜଳମଗ୍ନ: ଗାଁ ଗାଁ ବୁଲିଲେ ଜିଲାପାଳ-ଅଧିକାରୀ

କେସିଙ୍ଗା,୩୦।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ସବୁଠାରୁ ଜଳମଗ୍ନ ଅଞ୍ଚଳ ହେଉଛି ବେଲଖଣ୍ଡି, ହାତୀଖୋଜ, ସିର୍ଜା ପାଳି ଅଞ୍ଚଳରେ ଲଗାଣ ବର୍ଷାରେ ରାସ୍ତା ଘାଟ ଜଳମଗ୍ନ…

୨.୪୦ ଲକ୍ଷ ଟଙ୍କା ଠକେଇର ଶିକାର ହେଲେ ଏହି ଅଭିନେତ୍ରୀ: ସେନ୍ଦେହ ହେବାରୁ…

ଫିଲ୍ମ ଅଭିନେତ୍ରୀ କୀର୍ତ୍ତି କୁଲହାରି ସାଇବର ଠକେଇର ଶିକାର ହୋଇଛନ୍ତି। ଠକମାନେ ଏକ ଅନଲାଇନ ଠକେଇ ମାଧ୍ୟମରେ ତାଙ୍କ ବ୍ୟାଙ୍କ ଆକାଉଣ୍ଟରୁ ପ୍ରାୟ ୨.୪୦ ଲକ୍ଷ ଟଙ୍କା…

ମୋଦିଙ୍କ ଇନ୍‌ଷ୍ଟା ଭିଡିଓକୁ ନେଇ ଅଭିଜିତଙ୍କ କଟାକ୍ଷ, କହିଲେ-ପ୍ରଧାନମନ୍ତ୍ରୀ ପଦ ଛାଡ଼ି ଇନଫ୍ଲୁଏନ୍ସର ହୋଇଯିବା ଉଚିତ୍‌…

ନୂଆଦିଲ୍ଲୀ,୩୦।୭: କକ୍ରୋଚ ଜନତା ପାର୍ଟି (CJP) ର ପ୍ରତିଷ୍ଠାତା ଅଭିଜିତ ଦୀପକେ କହିଛନ୍ତି, ନରେନ୍ଦ୍ର ମୋଦିଙ୍କୁ ପ୍ରଧାନମନ୍ତ୍ରୀ ପଦ ଛାଡ଼ିଦେବା ଉଚିତ୍‌ ଏବଂ ଜଣେ ଇନଫ୍ଲୁଏନ୍ସର (Influencer)…

ସୁଦାମଙ୍କୁ ଧକ୍କା ଦେଲା ପିକ୍‌ଅପ୍‌ ଭ୍ୟାନ୍‌: ଆଉ ତା’ପରେ ଘଟିଲା..

ପଦ୍ମପୁର, ୩୦।୭: ପଦ୍ମପୁର ପାଟଣାଗଡ଼ ମୁଖ୍ୟ ସଡ଼କର ଦହିତା କଲେଜ ସମ୍ମୁଖରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri