Posted inଜାତୀୟ

ୱାୟନାଡରୁ ନିର୍ବାଚନ ଲଢିବେନି ରାହୁଲ, ଜାଣନ୍ତୁ କାହିଁକି ହେଉଛି ଏଭଳି ଚର୍ଚ୍ଚା

ନୂଆଦିଲ୍ଲୀ,୨୭।୨: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏଥର ଲୋକ ସଭା ନିର୍ବାଚନରେ କେରଳକୁ ଅଲବିଦା କହିପାରନ୍ତି। କେରଳରେ ଏଲଡିଏଫ ରାହୁଲ ଗାନ୍ଧୀଙ୍କ ୱାୟନାଡ ଆସନ ସହିତ ଶଶି ଥରୁରଙ୍କ ଥିରୁଭାନନ୍ତପୁରମ ଆସନରୁ ପ୍ରାର୍ଥୀ ଘୋଷଣା କରିଛି। ଏଭଳି ପରିସ୍ଥିତିରେ ରାହୁଲ ଗାନ୍ଧୀ ଏଥର ୱାୟନାଡ ଆସନରୁ ନିର୍ବାଚନ ଲଢିବେ ନାହିଁ ବୋଲି ବିଶ୍ୱାସ କରାଯାଉଛି। ପୂର୍ବରୁ ରାହୁଲ ୱାୟନାଡରୁ ନିର୍ବାଚନ ଲଢିବେନି ବୋଲି ଖବର ଆସିଥିଲା। ଏକ ଗଣମାଧ୍ୟମ ରିପୋର୍ଟରେ କୁହାଯାଇଛି ଯେ ଏଥର ରାହୁଲ ଗାନ୍ଧୀ ତେଲଙ୍ଗାନା ସହିତ ୟୁପିର ରାଏବରେଲି କିମ୍ବା ଆମେଠିରୁ ନିର୍ବାଚନ ଲଢିପାରନ୍ତି । ତେବେ ଏହି ପ୍ରସଙ୍ଗରେ କଂଗ୍ରେସ ଏ ପର୍ଯ୍ୟନ୍ତ ସ୍ପଷ୍ଟ କରିନାହିଁ। ରାହୁଲ ଗାନ୍ଧୀ ମଧ୍ୟ ଆମେଠିରେ ସ୍ମୃତି ଇରାନୀଙ୍କ ବିରୋଧରେ ପ୍ରତିଦ୍ୱନ୍ଦ୍ୱିତା ପ୍ରସଙ୍ଗରେ କିଛି କହି ନାହାଁନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରୁଷିଆ ପରେ ଭାରତକୁ ତେଲ ପଠାଇଲା ଏହି ମୁସିଲମ ଦେଶ, ଚମକି ପଡିଲେ ଟ୍ରମ୍ପ!

ନୂଆଦିଲ୍‌ଲୀ,୧୮।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ସହିତ ଚାଲିଥିବା ବିବାଦ ଯୋଗୁଁ ହର୍ମୁଜରେ ସଙ୍କଟ ଆହୁରି ଗଭୀର ହେଉଛି। ଏହି ପରିସ୍ଥିତି ମଧ୍ୟରେ, ଭାରତ ପାଇଁ ଏକ…

ରକ୍ତ ଜୁଡୁବୁଡୁ ଅବସ୍ଥାରେ ଭଡାଘରୁ ଯୁବକ ଉଦ୍ଧାର: ବଢୁଛି ସନ୍ଦେହ

ବାହାନଗା,୧୮।୩(ଅରୂପ କୁମାର ଦାସ): ରକ୍ତ ଜୁଡୁବୁଡୁ ଅବସ୍ଥାରେ ଭଡାଘରୁ ଜଣେ ଯୁବକ ଉଦ୍ଧାର କରାଯିବା ଘଟଣା ପୋଲିସ ପାଇଁ ମୁଣ୍ଡବ୍ୟଥାର କାରଣ ସାଜିଛି। ଏଭଳି ଘଟଣା ଘଟିଛି…

କେସିଙ୍ଗାରୁ ଭୁବନେଶ୍ୱର ହେଉ ସିଧା ଟ୍ରେନ ଚଳାଚଳ: ଲୋକ ସଭାରେ ଦାବି ଉଠାଇଲେ ଏମ୍‌ପି

କେସିଙ୍ଗା,୧୮।୩(ତୁମେଶ୍ୱର ସାହୁ): କଳାହାଣ୍ଡି ଏମପି ମାଲବିକା ଦେବୀ ଦିଲ୍ଲୀରେ ଅନୁଷ୍ଠିତ ଲୋକ ସଭା ଗୃହରେ କଳାହାଣ୍ଡି ଜିଲାର ସଂସଦୀୟ କ୍ଷେତ୍ର କଳାହାଣ୍ଡି ଓ ନୂଆପଡ଼ା ଜିଲା ପାଇଁ…

ବିଧାନସଭାରେ କୋକେଇ ଶୋଭାଯାତ୍ରା:‘ରାମ ନାମ ସତ୍ୟ ହେ’ ଧ୍ୱନିରେ ପ୍ରକମ୍ପିତ ପରିସର

ଭୁବନେଶ୍ୱର,୧୮।୩: ବିଧାନସଭାରେ ବୁଧବାର ଏକ ଅଭାବନୀୟ ଘଟଣା ଦେଖାଯାଇଛି। SCB ଟ୍ରାଜେଡିକୁ ଦେଇ ଗୃହରେ କମ୍ପିଛନ୍ତି ବିରୋଧୀ। ବିଧାନସଭାରେ ପ୍ରତିକାତ୍ମକ କୋକେଇ ଶୋଭାଯାତ୍ରା ବାହାର କରିଛନ୍ତି ବିରୋଧୀ…

ଏହି ୬ ସହରରେ ଆରମ୍ଭ ହେଲା ଇଣ୍ଡିଆ ପୋଷ୍ଟ’ର ୨୪ ଘଣ୍ଟିଆ ଗ୍ୟାରେଣ୍ଟେଡ୍‌ ଡେଲିଭରି ସେବା

ନୂଆଦିଲ୍ଲୀ ,୧୮ା୩:ଭାରତୀୟ ଡାକ ସେବା ପକ୍ଷରୁ ଦେଶର ୬ ସହରରେ ୨୪ ଘଣ୍ଟିଆ ନିଶ୍ଚିତ ଡେଲିଭରି(ସ୍ପିଡ୍‌ପୋଷ୍ଟ) ସେବା ଆରମ୍ଭ ହୋଇଛି। କେନ୍ଦ୍ର ଯୋଗାଯୋଗ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ…

ଘଟିବ କି କିଛି ଅଶୁଭ: ପୁଣି ନୀଳଚକ୍ର ଉପରେ ବସିଲା ଚିଲ

ପୁରୀ,୧୮ା୩(ଅଜିତ୍‌ କୁମାର ମହାନ୍ତି):ଶ୍ରୀମନ୍ଦିର ନୀଳଚକ୍ର ଉପରେ ମଙ୍ଗଳବାର ଅପରାହ୍ନରେ କିଛି ସମୟ ଧରି ଚିଲ ବସିଥିବା ଦେଖିବାକୁ ମିଳିଥିଲା। କିଛିଦିନ ହେବ ଲଗାତର ଏପରି ଘଟଣା ଦେଖିବାକୁ…

ରାତିରେ ଶୋଇଥିଲେ ସାଙ୍ଗ, ଛୁରି ଭୁସିଦେଲେ ଗଣ୍ଡ: ବିଶ୍ୱାସଘାତକତାର କରୁଣ ପରିଣତି

ଔପଦା, ୧୮।୩(ଧରିତ୍ରୀ ପଣ୍ଡା): ପୂର୍ବ ଶତ୍ରୁତାର ପ୍ରତିଶୋଧ ନେବାକୁ ଯାଇ ଜଣେ ବ୍ୟକ୍ତି ନିଜ ବନ୍ଧୁଙ୍କୁ ନିର୍ମମ ଭାବେ ହତ୍ୟା କରିବା ଘଟଣା ବାଲେଶ୍ୱର ଜିଲା ଔପଦା…

୩ ମହଲା କୋଠାରେ ଲାଗିଲା ନିଆଁ: ୭ ଜଣ ଜୀବନ୍ତ ଜଳିଗଲେ

ଇନ୍ଦୋର,୧୮।୩: ମଧ୍ୟପ୍ରଦେଶର ଇନ୍ଦୋରରେ ଏକ ବଡ଼ ଅଗ୍ନିକାଣ୍ଡ ଘଟଣାରେ ୭ ଜଣଙ୍କର ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣା ସର୍ଟସର୍କିଟ ଯୋଗୁ ଘଟିଥିଲା। ରିପୋର୍ଟ ଅନୁଯାୟୀ, ଘର ବାହାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri