Posted inଜାତୀୟ

ବିଦେଶରୁ ଆଜି ଭାରତ ଫେରିବେ ରାହୁଲ

ନୂଆଦିଲ୍ଲୀ,୨୦।୬: କଂଗ୍ରେସ ନେତା ରାହୁଲ ଗାନ୍ଧୀ ମଙ୍ଗଳବାର ସାରେ ତାଙ୍କ ବିଦେଶ ଗସ୍ତରୁ ଭାରତ ଫେରିବାକୁ ଯାଉଛନ୍ତି। ଏନେଇ କଂଗ୍ରେସ ପାର୍ଟି ସୂତ୍ରରୁ ସୂଚନା ଜାରି ହୋଇଛି। ରାହୁଲଙ୍କ ଦୀର୍ଘ ବିଦେଶ ଗସ୍ତ ଉପରେ ଭାଜପା ପ୍ରଶ୍ନ ଉଠାଇଛି। ଗତ ମାସରେ ରାହୁଲ ଗାନ୍ଧୀ ୬ ଦିନିଆ ଆମେରିକୀୟ ଗସ୍ତରେ ଯାଇଥିଲେ କିନ୍ତୁ ଏଥର ପ୍ରାୟ ୨୧ ଦିନ ବିଦେଶ ଗସ୍ତରେ ରହିବା ପରେ ଆଜି ଭାରତ ଫେରିବେ ବୋଲି ଜଣାପଡିଛି।

ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ୨୩ ଜୁନରେ ପାଟନାରେ ବିରୋଧୀ ଦଳର ବୈଠକ ଡାକିଛନ୍ତି। ରାହୁଲ ଗାନ୍ଧୀ ଏହା ପୂର୍ବରୁ ଭାରତ ଫେରୁଛନ୍ତି। ରାହୁଲଙ୍କ ଲମ୍ବା ବିଦେଶ ଯାତ୍ରାକୁ ନେଇ ମଙ୍ଗଳବାର ଭାଜପା ଆଇସି ସେଲ ମୁଖ୍ୟ ଅମିତ ମାଲବିୟ ମଙ୍ଗଳବାର ଟୁଇଟ କରି ପ୍ରଶ୍ନ କରିଛନ୍ତି। ଟୁଇଟରେ କହିଛନ୍ତି, ରାହୁଲ ଗାନ୍ଧୀ କାହିଁକି ବିଦେଶରେ ଏତେ ସମୟ ବିତାଉଛନ୍ତି, ବିଶେଷ କରି ତାଙ୍କ ଭ୍ରମଣର ଏକ ବଡ଼ ଅଂଶ ରହସ୍ୟମୟ। ବିଦେଶୀ ଏଜେନ୍ସି ଏବଂ ଗୋଷ୍ଠୀ ସହିତ ତାଙ୍କର ଗୁପ୍ତ ବୈଠକର ଏକାଧିକ ରିପୋର୍ଟ ଭାରତର ସ୍ବାର୍ଥ ବିରୋଧରେ ଏହି ଗସ୍ତର ଉଦ୍ଦେଶ୍ୟ ବିଷୟରେ ପ୍ରଶ୍ନ ଉଠୁଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଧନୀ ଦେଶରେ ବଢ଼ିବ ଏସି ବ୍ୟବହାର, ଗରିବ ଦେଶରେ ଯିବ ଅଧିକ ଜୀବନ

ନୂଆଦିଲ୍ଲୀ, ୨୮ା୭ (ପି.ଟି.):ଜଳବାୟୁ ପରିବର୍ତ୍ତନ ଜନିତ ତାପମାତ୍ରା ବୃଦ୍ଧି ଯୋଗୁ ୨୦୫୦ ସୁଦ୍ଧା ବିଶ୍ୱରେ ପ୍ରତିବର୍ଷ ପ୍ରାୟ ୪ ଲକ୍ଷ ୩୦ ହଜାର ଅତିରିକ୍ତ ଲୋକଙ୍କ ମୃତ୍ୟୁ…

କେବଳ ଆନ୍ଦୋଳନ ପାଇଁ ଲାଠିଚାଳନା କରାଯାଇପାରିବ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୮ା୭: କେବଳ ଆନ୍ଦୋଳନ ଚାଲିବାକୁ ନେଇ ପୋଲିସ ମାତ୍ରାଧିକ ବଳପ୍ରୟୋଗ କିମ୍ବା ହିଂସା କରିପାରିବ ନାହିଁ ବୋଲି ସୁପ୍ରିମକୋର୍ଟ ସୋମବାର କହିଛନ୍ତି । ଗଣତାନ୍ତ୍ରିକ ପ୍ରକ୍ରିୟାରେ ନିଜ…

ବ୍ଲେଡ୍‌ରେ ସ୍ତ୍ରୀଙ୍କ ବେକ, ହାତ କାଟି ମାରିଲେ ସ୍ବାମୀ: ହତ୍ୟା ପରେ ନିଜେ…

ଭୁବନେଶ୍ୱର,୨୮।୭(ତ୍ରିନାଥ ମହାନ୍ତି):ମଞ୍ଚେଶ୍ୱର ଥାନା ଚକେଇଶିଆଣି ସାହୁ କଲୋନୀରେ ଘଟିଛି ଏକ ବୀଭତ୍ସ ହତ୍ୟାକାଣ୍ଡ। ଘରେ ଅନ୍ୟ କେହି ସଦସ୍ୟ ନ ଥିବାବେଳେ ବ୍ଲେଡ୍‌ରେ ସ୍ତ୍ରୀଙ୍କ ବେକ କାଟି…

ଏନ୍‌ଇଇଟି ପରେ ସରକାରଙ୍କ ଚିନ୍ତା ବଢ଼ାଇଛି ଇ-୨୦ ଅସନ୍ତୋଷ: ଅଗଷ୍ଟ ୪ରେ…

ନୂଆଦିଲ୍ଲୀ, ୨୮ା୭ (ପି.ଟି.):ଏନ୍‌ଇଇଟି ବିବାଦ ପରେ ଏବେ ୨୦% ଇଥାନଲ୍‌-ମିଶ୍ରିତ ପେଟ୍ରୋଲ (ଇ-୨୦)କୁ ନେଇ କେନ୍ଦ୍ର ସରକାରଙ୍କ ସମସ୍ୟା ବୃଦ୍ଧି ପାଇବାରେ ଲାଗିଛି। ଦିଲ୍ଲୀର କେତେକ ପ୍ରମୁଖ…

ଆନ୍ଦୋଳନକାରୀ ଛାତ୍ରୀଙ୍କୁ ଚାପୁଡ଼ା ମାରିଥିବା ପୋଲିସ ଅଫିସରଙ୍କ ବଦଳି

ନୂଆଦିଲ୍ଲୀ,୨୭ା୭:ଗତ ୨୦ ତାରିଖରେ ସିଜେପିର ‘ଚଲୋ ସଂସଦ’ ଅଭିଯାନ ବେଳେ ଆନ୍ଦୋଳନରତ ଜଣେ ଛାତ୍ରୀଙ୍କୁ ଚାପୁଡ଼ା ମାରିଥିବା ଦିଲ୍ଲୀର ଜଣେ ବରିଷ୍ଠ ପୋଲିସ ଅଫିସରଙ୍କୁ ଯନ୍ତରମନ୍ତର ବିକ୍ଷୋଭ…

ପ୍ରହ୍ଲାଦ ନାଟକ ନୃତ୍ୟଗୁରୁ ପଦ୍ମଶ୍ରୀ ସୀମାଞ୍ଚଳଙ୍କୁ ଭେଟିଲେ ବିଧାୟକ: ସ୍ବାସ୍ଥ୍ୟାବସ୍ଥା ପଚାରିବୁଝିବା ସହ..

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ଗ୍ରାମ ବଡ଼ସାହିର ପୌରାଣିକ ପ୍ରହ୍ଲାଦ ନାଟକର ହିରଣ୍ୟକଶ୍ୟପ ରଜା ଭୂମିକାରେ ଅଭିନୟ କରୁଥିବା ନିର୍ଦ୍ଦେଶକ ତଥା…

କାଗଜ ପତ୍ର ନ ଥାଇ ଚାଲୁଥିଲା ବସ୍‌: ଧରିଲା ପରିବହନ ବିଭାଗ, ଏତିକି ଟଙ୍କା ଜୋରିମନା

ଛତ୍ରପୁର,୨୭।୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): କୌଣସି ସଠିକ କାଗଜ ପତ୍ର ନଥାଇ ଗାଡି ଚଳାଇବା ଏକ ବସକୁ ପଡିଛି ମହଙ୍ଗା। ଗଞ୍ଜାମ ଜିଲା ପରିବହନ ବିଭାଗ ପକ୍ଷରୁ ଯାଞ୍ଚ…

ନଇଁଲେ ସମ୍ରାଟ ସରକାର: ଛାତ୍ରଙ୍କ ବିରୋଧରେ ହୋଇଥିବା ମାମଲା ପ୍ରତ୍ୟାହାର

ପାଟନା,୨୭।୭: NEET ପେପର୍‌ ଲିକ ନେଇ ହୋଇଥିବା ପ୍ରତିବାଦ ପରେ ବିହାର ସରକାର ସମସ୍ତ ସମ୍ପର୍କିତ ମାମଲା ପ୍ରତ୍ୟାହାର କରିବାକୁ ଏକ ନିର୍ଦ୍ଦେଶ ଜାରି କରିଛନ୍ତି। ସୋମବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri