କୁମ୍ଭାରିପଦର ଭୂସ୍ଖଳନ ସ୍ଥଳ ଦେଖିଲେ କଂଗ୍ରେସ ନେତା

ଦାରିଙ୍ଗବାଡି,୨୨ା୧୦(ଡି.ଏନ.ଏ): ଦାରିଙ୍ଗବାଡ଼ି ବ୍ଲକ ହାତୀମୁଣ୍ଡା ପଞ୍ଚାୟତ କୁମ୍ଭାରିପଦର ଗ୍ରାମ ନିକଟସ୍ଥ ପାହାଡ଼ ଭୂସ୍ଖଳନ ହୋଇଥିବା ଘଟଣା ଅନୁଧ୍ୟାନ ପାଇଁ କଂଗ୍ରେସର ବରିଷ୍ଠ ନେତା ପ୍ରତାପ ପ୍ରଧାନ ଗୁରୁବାର ଗସ୍ତ କରିଛନ୍ତି। ସେ ସେଠାକାର ଗ୍ରାମବାସୀଙ୍କ ସହ ସେମାନଙ୍କ ସମସ୍ୟା ସମ୍ପର୍କରେ ଆଲୋଚନା କରିଥିଲେ। ପରେ ପାହାଡ଼ ବିପଦ ପୂର୍ଣ୍ଣ ରହିଥିବାରୁ ସରକାର ଶୀଘ୍ର କୁମ୍ଭାରିପଦର ଗ୍ରାମବାସୀଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରିବାକୁ ସେ ଦାବି କରିଛନ୍ତି। ଏହି ସମସ୍ୟା ସଦାବେଳେ ଲାଗି ରହିବ ତେଣୁ ପାହାଡିଆ ଅଞ୍ଚଳରେ ଥିବା ଲୋକଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରାଯିବା ସହ ଏକ ଆଦର୍ଶ ଗ୍ରାମ ନିର୍ମାଣ କରି ସେମାନଙ୍କୁ ସେଠାରେ ଥଇଥାନ କରିବାକୁ କଂଗ୍ରେସ ନେତା ପ୍ରଧାନ କହିଛନ୍ତି। ସେହିପରି ଶନିବାର ଏକ ଟେକ୍ନିକାଲ ଟିମ କୁମ୍ଭାରିପଦର ଗସ୍ତକରିବା କାର୍ଯ୍ୟକ୍ରମ ରହିଛି। ସେମାନଙ୍କ ସ୍ଥିତି ଅନୁଧ୍ୟାନ ପରେ ଜିଲାପ୍ରଶାସନ ସହ ଆଲୋଚନା କରି କୁମ୍ଭାରିପଦର ଲୋକଙ୍କୁ
ଅନ୍ୟତ୍ର ସ୍ଥାନାନ୍ତର କରାଯିବ ନା ଅନ୍ୟ କୌଣସି ପଦକ୍ଷେପ ନିଆଯିବ ତାହା ଜଣାପଡିବ ବୋଲି ଦାରିଙ୍ଗବାଡି ବିଡିଓ ଗଦାଧର ପାତ୍ର କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ କ୍ରିକେଟ୍‌ର ଗୁମର ଖୋଲିଲେ ଗାଭାସ୍କର: ଦେଲେ ଚାଞ୍ଚଲ୍ୟକର ମନ୍ତବ୍ୟ ଦେଲେ

ନୂଆଦିଲ୍ଲୀ,୧୨।୧୦:ଭାରତୀୟ ଘରୋଇ କ୍ରିକେଟର ସବୁଠାରୁ ପ୍ରତିଷ୍ଠିତ ପ୍ରଥମ ଶ୍ରେଣୀ ଟୁର୍ନାମେଣ୍ଟ ରଣଜୀ ଟ୍ରଫିର ମାନକୁ ନେଇ ପ୍ରଶ୍ନ ଉଠାଇଛନ୍ତି କିମ୍ବଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କର। ରଣଜୀ ଟ୍ରଫିରେ…

ସୁସ୍ଥ ଶରୀର ପାଇଁ ଜଳ ଜରୁରୀ, ହାର୍ଟ-ଲିଭରକୁ ସୁରକ୍ଷା ଦେବା ସହ…

ଆମ ଶରୀର ପାଇଁ ଜଳ କେତେ ଉପକାରୀ, ତାହା କହିବା ବାହୁଲ୍ୟ ମାତ୍ର। ସୁସ୍ଥ ଶରୀର ପାଇଁ ସୁଷମ ଖାଦ୍ୟ ବ୍ୟତୀତ ଆବଶ୍ୟକ ମୁତାବକ ପାଣି ପିଇବା…

ଏମିତି କରି T20ରେ ବିଶ୍ୱ ରେକର୍ଡ ସ୍ଥାପନ କରିଛି ୱେଷ୍ଟଇଣ୍ଡିଜ; ଭାରତ ରହିଛି ପଛରେ

ନୂଆଦିଲ୍ଲୀ,୧୨।୧୦: ୱେଷ୍ଟଇଣ୍ଡିଜ କ୍ରିକେଟ ଦଳ T20 କ୍ରିକେଟରେ ଇତିହାସ ସୃଷ୍ଟି କରିଛି। ରବିବାର ଭାରତ ବିପକ୍ଷ ତୃତୀୟ T20 ମ୍ୟାଚରେ କାରିବିଆନ ଦଳ ମୋଟ ୧୩ଟି ଛକା…

ଦୁଇ ବାଇକ୍‌ଆରୋହୀଙ୍କୁ ଧକ୍କାଦେଲା ଅଜଣା ଗାଡ଼ି, ଚାଲିଗଲା ଜୀବନ, କ୍ଷତିପୂରଣ ଦାବି କରି…

ହେମଗିର,୧୨ା୧୦(ଚୈତନ୍ୟ ପୁଟେଲ): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅନ୍ତର୍ଗତ ଡୁରୁବଗା ବାଇପାସ ରାସ୍ତାରେ ଅଜଣା ଗାଡ଼ି ଧକ୍କାରେ ଦୁଇ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ହୋଇଛି। ମୃତ ଯୁବକ…

ବଦଳିଲା କ୍ରିକେଟ ମ୍ୟାଚର ସ୍ଥାନ, ଏଥିପାଇଁ ଦାୟୀ ରହିବ କି ପାକିସ୍ତାନ ରାଜନୀତି? ଜାଣନ୍ତୁ…

ଇସଲାମାବାଦ,୧୨।୧୦: ପାକିସ୍ତାନର ରାଜନୈତିକ ସଙ୍କଟର ପ୍ରଭାବ ବର୍ତ୍ତମାନ କ୍ରିକେଟ ଉପରେ ମଧ୍ୟ ପଡ଼ିବା ଆରମ୍ଭ ହୋଇଛି। ଖୈବର ପଖତୁନଖୱା ଅଞ୍ଚଳରେ ପାକିସ୍ତାନ ସରକାରଙ୍କ ଦ୍ୱାରା ନିକଟରେ ଜରୁରୀକାଳୀନ…

‘ମୋ ବାପା ସବୁକିଛି ସମ୍ଭାଳି ନେବେ’: ଧନୀ ଯୁବକଙ୍କ ଅହଂକାରୀ ଆଚରଣ; ମା’ ଜନ୍ମଦିନରେ ଉପହାର ଦେଇଥିବା କାର ଚଢାଇ ୩ ଛାତ୍ର ମୃତ

କୋଚି,୧୨।୧୦: କେରଳର ନେଦୁମ୍ବାସେରୀରେ ତିନିଜଣ ଛାତ୍ରୀଛାତ୍ରଙ୍କ ଜୀବନ ନେଇଥିବା ଏକ ଭୟଙ୍କର ସଡ଼କ ଦୁର୍ଘଟଣା ପରେ ଅହଂକାର ଓ ଅବହେଳାର ଏକ ଚାଞ୍ଚଲ୍ୟକର ଚିତ୍ର ସାମ୍ନାକୁ ଆସିଛି।…

ମହାକାଳପଡ଼ାରେ ବିଜେଡି-ଭାଜପା ଛାତ୍ର ଗୋଷ୍ଠୀ ମୁହାଁମୁହିଁ, ପୋଲିସ ପହଞ୍ଚି…

ମହାକାଳପଡ଼ା,୧୨ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ାସ୍ଥିତ ପ୍ରମୁଖ ଶିକ୍ଷାନୁଷ୍ଠାନ ବାୟାବାବା କଲେଜରେ ଛାତ୍ର ସଂସଦ ନିର୍ବାଚନକୁ କେନ୍ଦ୍ରକରି ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ହୋଇପଡ଼ିଛି। ସୋମବାର ମଧ୍ୟାହ୍ନରେ କଲେଜ…

ଭାରତ ବିପକ୍ଷ ସିରିଜ୍‌ ପାଇ ନ୍ୟୁଜିଲାଣ୍ଡ ଦଳ ଘୋଷିତ, ଦଳକୁ ଫେରିଲେ ଏହି ଖେଳାଳି ଜାଣନ୍ତୁ…

ଓ୍ବେଲିଂଟନ,୧୨ା୧୦: ଆସନ୍ତା ୨୨ ତାରିଖରୁ ଭାରତ ବିପକ୍ଷରେ ଆରମ୍ଭ ହେବାକୁ ଥିବା ଦିନିକିଆ କ୍ରିକେଟ ସିରିଜ୍‌ ପାଇ ନ୍ୟୁଜିଲାଣ୍ଡ ଦଳ ଘୋଷଣା କରାଯାଇଛି। ଫିନ ଆଲେନ, ଲୋକି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?