Posted inଜାତୀୟ

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶିବରାଜ ପାଟିଲଙ୍କ ବିବାଦୀୟ ବୟାନ

ନୂଆଦିଲ୍ଲୀ,୨୧ ।୧୦: କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ସ୍ୱରାଷ୍ଟ୍ର ମନ୍ତ୍ରୀ ଶିବରାଜ ପାଟିଲ ଗୀତାକୁ ନେଇ ଏକ ଆପତ୍ତିଜନକ ବୟାନ ଦେଇଛନ୍ତି । ଶିବରାଜ ପାଟିଲ ଗୁରୁବାର ଅର୍ଥାତ୍ ଅକ୍ଟୋବର ୨୦ରେ ଦିଲ୍ଲୀରେ ଆୟୋଜିତ ଏକ ପୁସ୍ତକ ଉନ୍ମୋଚନ କାର୍ଯ୍ୟକ୍ରମରେ କହିଛନ୍ତି, ମହାଭାରତରେ ଶ୍ରୀକୃଷ୍ଣ ଅର୍ଜୁନଙ୍କୁ ଜିହାଦ କଥା କହୁଥିଲେ । ମୋହସିନା କିଦୱାଇଙ୍କ ପୁସ୍ତକ ଉନ୍ମୋଚନ ଅବସରରେ ପାଟିଲ କହିଛନ୍ତି, ଜିହାଦର କଥା ସେତେବେଳେ ଆସେ ଯେତେବେଳେ ସ୍ୱଚ୍ଛ ମନ ରହିବା ପରେ ମଧ୍ୟ ସମସ୍ତ ଚେଷ୍ଟା କରିବା ପରେ କେହିବି ବୁଝିପାରନ୍ତି ନାହିଁ । ତା’ପରେ କୁହାଯାଏ, ଯଦି ଆପଣ ଶକ୍ତି ବ୍ୟବହାର କରିବାକୁ ଚାହାଁନ୍ତି ତେବେ ତୁମେ ଏହା କରିବା ଉଚିତ । ଏହା କେବଳ କୋରାନ ସରିଫ ଭିତରେ ନୁହେଁ, ଏହା ମହାଭାରତ ଭିତରେ ଗୀତାର ଯେଉଁ ଭାଗ ରହିଛି ସେଥିରେ ଶ୍ରୀକୃଷ୍ଣ ମଧ୍ୟ ଅର୍ଜୁନଙ୍କୁ ଜିହାଦର କଥା କହିଛନ୍ତି । ଏହା କେବଳ କୋରାନ ବା ଗୀତା ନୁହେଁ ଯୀଶୁ ମଧ୍ୟ ଏହା ଲେଖିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ଫାଲ୍‌ଟା ନିର୍ବାଚନ: ଭାଜପା ପ୍ରାର୍ଥୀ ବିଜୟୀ

କୋଲକାତା,୨୪ା୫: ପଶ୍ଚିମବଙ୍ଗର ଫାଲ୍‌ଟା ଆସନ ଲାଗି ହୋଇଥିବା ପୁନଃ ମତଦାନରେ ଭାଜପା ପ୍ରାର୍ଥୀ ଦେବାଙ୍ଗଶୁ ପଣ୍ଡା ବିପୁଳ ବିଜୟ ହାସଲ କରିଛନ୍ତି। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ…

CUET-UG 2026 ପରୀକ୍ଷା ସ୍ଥଗିତ

ନୂଆଦିଲ୍ଲୀ,୨୪।୫: CUET-UG 2026 ପରୀକ୍ଷା ସମ୍ପର୍କରେ ଜାତୀୟ ପରୀକ୍ଷା ଏଜେନ୍ସି (NTA) ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ମେ ୨୮ତାରିଖରେ ହେବାକୁ ଥିବା ପରୀକ୍ଷାକୁ ବର୍ତ୍ତମାନ…

ଦିଲ୍ଲୀରେ ଏକ ଲାଇଭ୍ ଇଭେଣ୍ଟରେ ରୁବିଓଙ୍କୁ ଫୋନ କଲେ ଟ୍ରମ୍ପ, କହିଲେ I Love ମୋଦି

ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ ବର୍ତ୍ତମାନ ଭାରତରେ ଅଛନ୍ତି । ରବିବାର ଦିନ ମାର୍କୋ ରୁବିଓ ଦିଲ୍ଲୀରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଭାରତରେ…

ସୁନା ଗହଣା ଚୋରି ମାମଲା, ୨୪ ଘଣ୍ଟାରେ ୪ଅଭିଯୁକ୍ତ ଗିରଫ

ବରଗଡ଼,୨୪।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ କୁଶନପୁରୀ ଗ୍ରାମର ଦନାର୍ଦ୍ଦନ ମେହେର(୬୫)ଙ୍କ ଘରେ ଶୁକ୍ରବାର ବିଳମ୍ବିତ ରାତିରେ ହୋଇଥିବା ସୁନା ଗହଣା ଚୋରି ଘଟଣାର…

ମୁମ୍ବାଇକୁ ହରାଇ ପ୍ଲେଅଫ୍‌ରେ ରାଜସ୍ଥାନ: ବାଦ୍‌ ପଡ଼ିଲେ କୋଲକାତା, ପଞ୍ଜାବ

ମୁମ୍ବାଇ,୨୪ା୫: ଜୋଫ୍ରା ଆର୍ଚ୍ଚରଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ରବିବାର ଖେଳାଯାଇଥିବା ଗୁରୁତ୍ୱପୂର୍ଣ୍ଣ ଆଇପିଏଲ୍‌ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ୩୦ ରନରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ଏହି…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

ବାଲିଗୁଡ଼ା,୨୪।୫(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ସଲାଗୁଡ଼ା ପଞ୍ଚାୟତ କୁଡକେଲକିଆ ଘାଟି ବୁଲାଣିରେ ରବିବାର ସନ୍ଧ୍ୟାରେ ଏକ ସରକାରୀ ମୁଖ୍ୟମନ୍ତ୍ରୀ ବସ୍‌ ଏବଂ ବାଇକ୍‌…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡ଼ିଲା ଟିଣ ଛପର-ପଡିଲା ବିଦ୍ୟୁତ ଖୁଣ୍ଟ, ଦୁଇ ଗୁରୁତର ୩ ଆହତ

ମୋହନା,୨୪।୫( ମନ୍ମଥ ମିଶ୍ର ): ରବିବାର ଅପରାହ୍ନରେ କାଳବୈଶାଖି ପ୍ରଭାବରେ ମୋହନା ବ୍ଲକ ଅନ୍ତର୍ଗତ ଲିଲିଗଡ଼ ପଞ୍ଚାୟତ ଅଧିନ ରାମଗଡ଼ ଗ୍ରାମରେ ବିପୁଳ ପରିମାଣର କ୍ଷତକ୍ଷତି ଘଟିଛି…

ଭାଜପା କର୍ମକର୍ତ୍ତାଙ୍କୁ ଗୁରୁମନ୍ତ୍ର

ଭଞ୍ଜନଗର,୨୪।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଭାଜପା ସାଂଗଠନିକ ଜିଲା(ଘୁମୁସର) ପକ୍ଷରୁ ଦୁଇ ଦିନିଆ ପଣ୍ଡିତ ଦିନଦୟାଲ ଉପାଧ୍ୟାୟ ଜିଲା ପ୍ରଶିକ୍ଷଣ ଶିବିର ଭଞ୍ଜନଗର ବ୍ଲକ ଲେମ୍ଭେଇଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri