‘ଛି ଛି ଛିରେ ମୋହନ ସରକାର ଛି’ ବିଧାନସଭାରେ ଏ କ’ଣ କହିଦେଲେ ତାରା

ଭୁବନେଶ୍ୱର,୨୫।୩: ନିକଟରେ ନିଲମ୍ବନ ପ୍ରତ୍ୟାହାର ଉଠିବା ପରେ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି ବିଧାନସଭାକୁ ଫେରିଛନ୍ତି। ଫେରିବା ପ୍ରଥମ ଦିନରୁ ହିଁ କଂଗ୍ରେସ ବିଧାୟକମାନେ କଳା ଡ୍ରେସ ପିନ୍ଧି ବିଧାନସଭା ଆସିଥିବା ଦେଖିବାକୁ ମିଳିଛି। ଏହି ସମୟରେ ତାରାଙ୍କୁ କଳାଡ୍ରେସ ପିନ୍ଧି ଘଣ୍ଟା ମହୂରି ବଜାଉଥିବାର ଦେଖିବାକୁ ମିଳିଥିଲା।

ମଙ୍ଗଳବାର ବିଧାନସଭାରେ କାର୍ଯ୍ୟକାଳ ସରଗରମ ଥିବାବେଳେ ତାରାଙ୍କୁ ମଧ୍ୟ ଆକ୍ସନ ମୁଡରେ ଦଖିବାକ ମିଳଥିଲା। ତାରା ଗଣମାଧ୍ୟମରେ ସରକାରଙ୍କୁ ସମାଲୋଚନା କରିଥିଲେ। ଏବଂ ଛି ଛି ରେ ମୋହନ କହି ଗୀତ ବୋଲି କଟାକ୍ଷ କରିଥିଲେ। ଗୀତ ମାଧ୍ୟମରେ ସେ ମହିଳାଙ୍କ ସୁରକ୍ଷା ପ୍ରସଙ୍ଗ ଉଠାଇଥିଲେ। ସେ କହିଥିଲେ, ଛି ଛି ଛିରେ ମୋନସରକାର ଛି।

ରାଜ୍ୟରେ ବର୍ତମାନ ଚର୍ଚ୍ଚାରେ ଥିବା ଗୀତ ‘ଛି ଛି ଛିରେ ନନୀ’ ପ୍ରସଙ୍ଗ ବିଧାନସଭାରେ ଉଠାଇଛନ୍ତି କଂଗ୍ରେସ ବିଧାୟକ ତାରା ବାହିନୀପତି। କୋରାପୁଟିଆ ଭାଷାକୁ ସ୍ବୀକୃତି ଦେବାକୁ ବାଚସ୍ପତିଙ୍କୁ ସେ ଅପିଲ କରିଥିବା ବେଳେ ମୁଖ୍ୟମନ୍ତ୍ରୀ ଗୀତ ବିଷୟରେ ଆଲୋଚନା କରନ୍ତୁ ଓ ପଦକ୍ଷେପ ନଅନ୍ତୁ ବୋଲି ସେ କହିଛନ୍ତି।

ସୂଚନାଯୋଗ୍ୟ ଗତ କିଛିଦିନ ଧରି ରାଜ୍ୟରେ ଚହଳ ସୃଷ୍ଟି କରୁଛି। ସମସ୍ତେ ଏହି ଗୀତରେ ଏବେ ରିଲ୍ସ ମଧ୍ୟ କରୁଛନ୍ତି। କିନ୍ତୁ ଏହି ଗୀତ ୨୪ ବର୍ଷ ତଳେ ବୋଲାଯାଇଥିଲା। ଯାହା ୨୦୨୫ ନୂଆବର୍ଷରେ ବେଶ ଭାଇରାଲ ହେଉଛି। ତେବେ ୨୪ ବର୍ଷ ତଳର ଏ ଗୀତ ହଠାତ କାହିଁକି ସମସ୍ତଙ୍କ ମନକୁ ଛୁଉଁଛି ।

ଏହି ଗୀତ ହେଉଛି ପ୍ରେମ ଓ ଧୋକା ସହ ଜଡିତ କିଛି ପୁରୁଣା ଗୀତ ଭାଇରାଲ ହେଲେ ଲୋକେ ସେଥିରେ ରିଲ୍ସ କରିବାକୁ ମଧ୍ୟ ପଛାଉନାହାନ୍ତି। ତେବେ ଏହି ଛି ଛି ଛିରେ ନନୀ ଛି ଛି ଗୀତଟି ବେକ୍ରଅପ୍‌ ଗୀତ ହୋଇଥିବାରୁ ଏଥିରେ ଯୁବବର୍ଗ ଅଧିକ ପ୍ରଭାବିତ ହୋଇ ରିଲ୍ସ ମଧ୍ୟ କରୁଛନ୍ତି। ୬ ବର୍ଷ ତଳେ କ୍ୟାସେଟ କାହାଣୀରୁ ବାହାରି ଡିଜିଟାଲ ଦୁନିଆଁ ଦେଖିଲା । ୨୦୧୮ରେ ୟୁଟ୍ୟୁବରେ ଅପଲୋଡ୍ ହେଲା । ହେଲେ ୨୦୨୫ ଯେ, ‘ଛି ଛି ଛିରେ ନନୀ ଛି…’ ପାଇଁ ଗୋଲଡେନ୍ ଇୟର ପାଲଟିଯିବ ଏକଥା କିଏ କେବେ ଭାବିପାରିବ ? କୋରାପୁଟିଆ ବିରହ ଗୀତଟିକୁ ଲେଖିଥିଲେ ଏବଂ ଗାଇଥିଲେ। ସାତବର୍ଷ ପୂର୍ବେ ଏ ଗୀତକୁ ଏ ଘରୋଇ ଚ୍ୟାନେଲରେ ମଧ୍ୟ ରିଲିଜ କରାଯାଇଥିଲା । ତେବେ ଲୋକଲୋଚନରୁ ଉଭେଇ ଯାଇଥିବା ଏ ଗୀତ ହଠାତ କିଛି ଦିନ ତଳେ ସାରା ରାଜ୍ୟରେ ହଇଚଇ ସୃଷ୍ଟି କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଗିରଫ ଧମକ ଦେଇ ଟଙ୍କା ଆଦାୟ ପଡ଼ିଲା ଭାରି: ଭିଜିଲାନ୍ସ ଜାଲରେ ଖଲ୍ଲିକୋଟ ଥାନା ASI ସୁଜିତ୍‌ ପାଣିଗ୍ରାହୀ

ଖଲ୍ଲିକୋଟ,୧୧।୯(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନାରେ ଶୁକ୍ରବାର ଭିଜିଲାନ୍ସ ଟିମ୍‌ ପକ୍ଷରୁ ଏକ ବଡ଼ଧରଣର ଚଢ଼ାଉ କରାଯାଇଛି। ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା…

ଆମକୁ ଶତ୍ରୁ ନୁହେଁ, ପଡ଼ୋଶୀ ଭାବନ୍ତୁ: ମୋଦି-ଜିନପିଙ୍ଗ୍‌ ଭେଟ ପୂର୍ବରୁ ବଦଳିଲା ଚାଇନାର ସ୍ବର, ଭାରତ ସହ…

ନୂଆଦିଲ୍ଲୀ/ବେଜିଂ,୧୧।୯: ନୂଆଦିଲ୍ଲୀରେ ଆୟୋଜିତ ହେବାକୁ ଥିବା ୧୮ଶ ବ୍ରିକ୍ସ (BRICS) ଶିଖର ସମ୍ମିଳନୀ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଦ୍ୱିପାକ୍ଷିକ ଆଲୋଚନା…

ବୈଭବ ସୂର୍ଯ୍ୟବଂଶୀଙ୍କୁ କାହିଁକି ବାହାର କରିଦେବା ଉଚିତ? କାରଣ କହିଲେ…

ନୂଆଦିଲ୍ଲୀ,୧୧।୯: ଭାରତର ଯୁବ ବିସ୍ଫୋରକ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟିଂ ଶୈଳୀର ଅନେକ ପ୍ରଶଂସକ ରହିଛନ୍ତି। ସେ ମଇଦାନକୁ ଓହ୍ଲାଇଲେ ଦର୍ଶକଙ୍କ ପ୍ରବଳ ଭିଡ଼ ଜମିଥାଏ। ତେବେ…

ଉପଅଧିନାୟକ ହୋଇଗଲେ ସିନା ଏବେ ଖେଳିବେ କେଉଁଠି? ତିଳକ ବର୍ମାଙ୍କ ବ୍ୟାଟିଂ ଅର୍ଡରଙ୍କୁ ନେଇ ପ୍ରଶ୍ନ

ନୂଆଦିଲ୍ଲୀ,୧୧।୯: ସେପ୍ଟେମ୍ବର ୧୩ରୁ ନୂଆଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମ୍‌ରେ ଆଫଗାନିସ୍ତାନ ବିପକ୍ଷରେ ଆରମ୍ଭ ହେବାକୁ ଯାଉଛି ୩ ମ୍ୟାଚ୍‌ ବିଶିଷ୍ଟ ଟି-୨୦ ସିରିଜ୍‌। ଏହି ସିରିଜ୍‌ ପାଇଁ…

ବିରେନ୍ଦ୍ର ସେହ୍ବାଗଙ୍କ ନୂଆ ଇନିଂସ, ଅଶନୀର ଗ୍ରୋଭରଙ୍କୁ ଆଉଟ୍‌ କରି ଚମକାଇଲେ, ଏଣିକି…

ମୁମ୍ବାଇ,୧୧।୯: ପ୍ରାଇମ୍ ଭିଡିଓର ସୁପରହିଟ୍ ରିଆଲିଟି ଶୋ’ ‘ରାଇଜ୍‌ ଆଣ୍ଡ୍‌ ଫଲ୍‌’ (Rise And Fall) ନିଜର ଦ୍ୱିତୀୟ ସିଜନ୍ ସହ ଫେରୁଛି। ଏଥର ଶୋ’କୁ ନେଇ…

ପ୍ରଧାନମନ୍ତ୍ରୀଙ୍କ ଜନ୍ମ ଦିନରୁ ସେବା ସଂକଳ୍ପ ଅଭିଯାନ: ୧୩ଟି କାର୍ଯ୍ୟକ୍ରମକୁ ନେଇଁ ଲୋକଙ୍କୁ ପାଖକୁ ଯିବ ଭାଜପା

ଭବାନୀପାଟଣା,୧୧।୯(ଉତ୍ତମ କୁମାର ଦାଶ): ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ମାସେ ବ୍ୟାପି ସେବା ସଂକଳ୍ପ ଅଭିଯାନ କରିବ ଭାଜପା । ଏଥିରେ ପ୍ରତ୍ୟେକ ମଣ୍ଡଳ, ବୁଥ ଏବଂ ଜିଲାରେ ସେବା…

ଘରେ ଝିଅ ଜନ୍ମ ହେଲେ ଆପଣଙ୍କୁ ମିଳିବ ୨୭ ଲକ୍ଷ ଟଙ୍କା! କରିବାକୁ ହେବ କେବଳ ଏହି କାମ…

ନୂଆଦିଲ୍ଲୀ,୧୧।୯: ଯଦି ଆପଣଙ୍କ ଘରେ ଝିଅ ଜନ୍ମ ହୋଇଛି, ତେବେ ଏବେ ଆପଣ ୨୭ ଲକ୍ଷ ଟଙ୍କା ପାଇପାରିବେ। କେନ୍ଦ୍ର ସରକାରଙ୍କ ଏପରି ଏକ ଯୋଜନା ଅଛି,…

ତାଜ୍‌ରେ ଜିନପିଙ୍ଗ, ITC ର୍ମୌଯ୍ୟରେ ପୁଟିନ: ଗୋଟିଏ ରାତିର ଭଡ଼ା ଜାଣିଲେ ତାଜୁବ ହେବେ…

ନୂଆଦିଲ୍‌ଲୀ,୧୧।୯: ଦିଲ୍ଲୀରେ ସେପ୍ଟେମ୍ୱର ୧୨ ଏବଂ ୧୩ ତାରିଖରେ ହେବାକୁ ଥିବା ବ୍ରିକ୍ସ (BRICS) ସମ୍ମିଳନୀ ପାଇଁ ରାଜଧାନୀର ଅନେକ ଅଞ୍ଚଳ ଛାଉଣୀରେ ପରିଣତ ହୋଇଛି। ହୋଟେଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?