Posted inଜାତୀୟ

ରାହୁଲଙ୍କ ସଦସ୍ୟତା ଫେରାଇ ଦିଆଯିବା ପରେ ଉତ୍ସବ ମନାଇଲେ ‘ଇଣ୍ଡିଆ’ ଏମପି, ଅଖିଲେଶ କହିଲେ ବଢିଲା ବିଶ୍ୱାସ

ନୂଆଦିଲ୍ଲୀ,୭।୮: ଆଜି ସଂସଦର ମୌସୁମୀ ଅଧିବେଶନରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ପ୍ରଥମ ଥର ପାଇଁ ପହଞ୍ଚିବେ। ରାହୁଲ ଗାନ୍ଧୀ ଦିନ ୧୨ଟା ସମୟରେ ପାର୍ଲାମେଣ୍ଟରେ ପହଞ୍ଚିବେ। ସମସ୍ତ କଂଗ୍ରେସ ଏମପି ରାହୁଲ ଗାନ୍ଧୀଙ୍କୁ ଗୃହ ଦ୍ୱାରରେ ସ୍ବାଗତ କରିବେ। ରାଜ୍ୟ ସଭା ଏମପି ଇମ୍ରାନ ପ୍ରତାପଗରୀ କହିଛନ୍ତି ଯେ ପାର୍ଲାମେଣ୍ଟର କାନ୍ଥ ରାହୁଲ ଗାନ୍ଧୀଙ୍କୁ ଅପେକ୍ଷା କରିଛି।

ରାହୁଲ ଗାନ୍ଧୀଙ୍କ ଲୋକ ସଭା ସଦସ୍ୟତା ପୁଣି ମିଳିବାକୁ ନେଇ ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବ କହିଛନ୍ତି, ‘କଂଗ୍ରେସ ନେତା ତଥା ରାହୁଲ ଗାନ୍ଧୀଙ୍କୁ ତାଙ୍‌କ ସଦସ୍ୟତା ମିଳିବାକୁ ନେଇ ମୁଁ ଅଭିନନ୍ଦନ ଜଣାଉଛି। ମୁଁ ମଧ୍ୟ ସୁପ୍ରିମକୋର୍ଟଙ୍କୁ ଅଭିନନ୍ଦନ ଜଣାଉଛି। ଏହି ନିଷ୍ପତ୍ତି ପରେ ଗଣତନ୍ତ୍ର ଏବଂ ନ୍ୟାୟପାଳିକା ଉପରେ ବିଶ୍ୱାସ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚର୍ଚ୍ଚାରେ ପିସି: ପ୍ୟାରିସ୍‌ରେ କଲେ…

ବଲିଉଡ୍‌ରୁ ହଲିଉଡ ପର୍ଯ୍ୟନ୍ତ ରାଜ୍‌ କରୁଥିବା ପ୍ରିୟଙ୍କା ଚୋପ୍ରା ବେଶ୍‌ ଆତ୍ମବିଶ୍ୱାସୀ। କାମରେ ହେଉ କି ପୋଷାକ ସେ ସର୍ବଦା ନିଜକୁ ଦୃଢ ଭାବରେ ପ୍ରଦର୍ଶିତ କରିଥାନ୍ତି।…

ନୂତନ ବନାଞ୍ଚଳ ଅଧିକାରୀଙ୍କ କାର୍ଯ୍ୟରେ ଯୋଗଦାନ, କହିଲେ ଜଙ୍ଗଲ ସୁରକ୍ଷା ପ୍ରତି ଗୁରୁତ୍ୱ ଦେବା ସହ ନିୟମିତ…

ଦାରିଙ୍ଗବାଡ଼ି,୮ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବନାଞ୍ଚଳରେ ନୂତନ ଭାବେ ବନାଞ୍ଚଳ ଅଧିକାରୀ ଲକ୍ଷ୍ମୀନାରାୟଣ ପଣ୍ଡା କାର୍ଯ୍ୟରେ ଯୋଗଦାନ କରିଛନ୍ତି। ସେ କାର୍ଯ୍ୟରେ ଯୋଗଦେବା ପରେ ବନାଞ୍ଚଳର…

ପୋଲିସ୍‌ରେ ୩୩ ହଜାର ପଦବୀ ଖାଲି: ବଡ଼ ସୂଚନା ଦେଲେ DGP

ଭୁବନେଶ୍ୱର,୭।୮: ଓଡ଼ିଶା ପୋଲିସରେ ୩୩ ହଜାର ପଦବୀ ଖାଲି ରହିଛି। ଏନେଇ ଡିଜିପି ଓ୍ବାବି ଖୁରାନିଆ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଜନସଂଖ୍ୟା ଅନୁସାରେ ପୋଲିସ ବିଭାଗରେ…

କବାଟ ଭାଙ୍ଗି ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ସହ ନଗଦ ଟଙ୍କା, ସିସିଟିଭିରେ ଲୁଟେରାଙ୍କ ଚେହେରା

ଡେରାବିଶ,୮ା୭(ବେବର୍ତ୍ତା ଅଜୟ ଦାସ): ଡେରାବିଶ ଥାନା ଅନ୍ତର୍ଗତ ଚାଟରାଚକଡ଼ା ପଞ୍ଚାୟତ ଫକୀରାବାଦ ଗ୍ରାମରେ ମଙ୍ଗଳବାର ବିଳମ୍ବିତ ରାତିରେ ଚିତ୍ତରଞ୍ଜନ ଦାଶଙ୍କ ପରିବାର ଘରେ ନ ଥିବାର ସୁଯୋଗ…

‘ଇରାନ ସହିତ ଚୁକ୍ତି ଶେଷ’: ଶାନ୍ତି ଚୁକ୍ତିର ସମାପ୍ତି ଘୋଷଣା କଲେ ଟ୍ରମ୍ପ, ଏବେ ହେବ କଡା ଟକ୍କର!

ଓ୍ବାଶିଂଟନ,୮।୭: ତୁର୍କୀର ରାଜଧାନୀ ଅଙ୍କାରାରେ ଅନୁଷ୍ଠିତ ନାଟୋ ଶିଖର ସମ୍ମିଳନୀରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଥିଲେ। ଗଣମାଧ୍ୟମ ସହିତ…

ପାହାଡ଼ରୁ ନିଖୋଜ ହୋଇଥିବା ୨ ଯୁବକ ୨୦ ଘଣ୍ଟା ପରେ ଉଦ୍ଧାର

ବରଗଡ଼,୮ା୭(ପ୍ରେମାନନ୍ଦ ଖମାରୀ/ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଝାଞ୍ଜ ପାହାଡ଼ରୁ ନିଖୋଜ ହୋଇଥିବା ୨ଯୁବକ ପ୍ରାୟ ୨୦ ଘଣ୍ଟାର ସନ୍ଧାନ ପରେ ସୁରକ୍ଷିତ ଉଦ୍ଧାର…

କୋଟିଆ ପଞ୍ଚାୟତରେ ଆନ୍ଧ୍ର ତହସିଲଦାର, SIR ସର୍ଭେକୁ ନେଇ…

ପଟାଙ୍ଗି,୮ା୭(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ଗ୍ରାମଗୁଡିକରେ ପଡ଼ୋଶୀ ଆନ୍ଧ୍ର ପ୍ରଶାସନିକ ଅଧିକାରୀ ଓ କର୍ମଚାରୀ ଅନୁପ୍ରବେଶ…

ଭିଜିଲାନ୍ସ ଜାଲରେ ରେଞ୍ଜର, ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୪ ସ୍ଥାନରେ ଚଢାଉ

କେନ୍ଦ୍ରାପଡା, ୮।୭ (ଜଗନ୍ନାଥ ଧଳ): କଟକସ୍ଥ ଭିଜିଲାନ୍ସ ବିଭାଗ ସ୍ବତନ୍ତ୍ର ଜଜ୍‌ଙ୍କ ନିର୍ଦ୍ଦେଶକ୍ରମେ କେନ୍ଦ୍ରାପଡା ରେଞ୍ଜର ରବିନ୍ଦ୍ର କୁମାର ନାୟକଙ୍କ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri