Posted inଜାତୀୟ

କଂଗ୍ରେସ ନେତାଙ୍କ ଦାବି, ରାୟବରେଲି ନୁହେଁ ଏହି ଆସନରୁ ନିର୍ବାଚନ ଲଢିବେ ପ୍ରିୟଙ୍କା

ନୂଆଦିଲ୍ଲୀ,୩।୩: ଲୋକ ସଭା ନିର୍ବାଚନକୁ ନେଇ ସମସ୍ତ ଦଳ ଆକ୍ସନ ମୋଡକୁ ଆସିଛନ୍ତି। ଏପରିକି ଭାଜପା ଏହାର ପ୍ରାର୍ଥୀଙ୍କ ପ୍ରଥମ ତାଲିକା ପ୍ରକାଶ କରିଛି। ଭାଜପା ପ୍ରଥମ ତାଲିକାରେ ୧୯୫ ଜଣ ପ୍ରାର୍ଥୀଙ୍କ ନାମ ପ୍ରକାଶ କରିଛି। ଏହି ସମୟରେ କଂଗ୍ରେସ ମଧ୍ୟ ପ୍ରଥମ ତାଲିକା ପ୍ରକାଶ କରିପାରେ। ଏଥି ସହିତ କଂଗ୍ରେସ ନେତା ପ୍ରିୟଙ୍କା ଗାନ୍ଧୀ ମଧ୍ୟ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ନେଇ ଏକ ବଡ ଅପଡେଟ ଆସିଛି।
ଏଥର ପ୍ରିୟଙ୍କା ଗାନ୍ଧୀ ରାୟବରେଲି ନୁହେଁ ବରଂ ଦାମନ ଏବଂ ଡିୟୁରୁ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିପାରନ୍ତି। କଂଗ୍ରେସର ଦାମନ ଏବଂ ଡିୟୁ ଅଧ୍ୟକ୍ଷ କେତନ ପଟେଲ ଏହି ଦାବି କରିଛନ୍ତି। ସେ କହିଛନ୍ତି ଯେ ଦଳର ନେତା ପ୍ରିୟଙ୍କା ଗାନ୍ଧୀ ଏହି କେନ୍ଦ୍ର ଶାସିତ ଅଞ୍ଚଳର ଜଣେ ସମ୍ଭାବ୍ୟ ପ୍ରାର୍ଥୀ ହୋଇପାରନ୍ତି ଏବଂ ଏଥିପାଇଁ ତଥ୍ୟ ସଂଗ୍ରହ କରିବାକୁ ପାର୍ଟି ହାଇକମାଣ୍ଡ ତାଙ୍କୁ କହିଛନ୍ତି।
କେତନ ପଟେଲ କହିଛନ୍ତି ଯେ ପ୍ରିୟଙ୍କା ଗାନ୍ଧୀ ଦାମନ ଏବଂ ଡିୟୁର ସମ୍ଭାବ୍ୟ ପ୍ରାର୍ଥୀ ହୋଇପାରନ୍ତି। ମୁଁ ଏହି ପ୍ରସ୍ତାବକୁ ସ୍ବାଗତ କରୁଛି ହାଇ କମାଣ୍ଡ ଆମକୁ ତଥ୍ୟ ସଂଗ୍ରହର ଦାୟିତ୍ୱ ଦେଇଛନ୍ତି। ପ୍ରିୟଙ୍କା ଜିଙ୍କ ଆଗମନ ସହିତ ସମଗ୍ର ଦକ୍ଷିଣ ଗୁଜୁରାଟ ଯାହା ସର୍ବଦା କଂଗ୍ରେସ ଏବଂ ସ୍ବରାଷ୍ଟ୍ର ସହିତ ରହିଆସିଛି ଯାହା ଡିୟୁ ନିକଟରେ ଅଛି, ଏହାଂକୁ ଏଥିରେ ଲାଭ ମିଳିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ବର ପରେ ପୁଣି କଟକରେ ବିଜେଡି ମେଳି, ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

ୟୁକ୍ରେନ୍‌କୁ ବଡ଼ ଚେତାବନୀ ଦେଲେ ପୁଟିନ୍‌

ମସ୍କୋ,୨୮ା୧୨: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧକୁ ୪ ବର୍ଷ ପୂରିବାକୁ ଯାଉଛି। ଏହାର ପରିସମାପ୍ତି ପାଇଁ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଫ୍ଲୋରିଡ଼ାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ଭୁବନେଶ୍ୱରରେ ରକ୍ତରଞ୍ଜିତ ହେଲା ଭୋଜି: ସାମାନ୍ୟ ଯୁକ୍ତିତର୍କରୁ ବୁଲିଲା ଖଣ୍ଡା, ୨ ଗୁରୁତର

ଭୁବନେଶ୍ୱର,୨୮ା୧୨: ରାଜଧାନୀରେ ପୁଣି ଥରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଶନିବାର ବିଳମ୍ବିତ ରାତିରେ ଖାରବେଳ ନଗର ଥାନା ଅନ୍ତର୍ଗତ ବିଗ୍ ବଜାର ନିକଟରେ ସାମାନ୍ୟ...

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...

୨୦୨୫ରେ ବଦଳିଲା ଚାକିରିର ରୂପରେଖ: ଜାଣନ୍ତୁ କେଉଁ କ୍ୟାରିୟରକୁ ଅଧିକ ବାଛିଲେ ଜେନ ଜି?

ନୂଆଦିଲ୍ଲୀ,୨୮ା୧୨: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ପ୍ରଭାବ ଏବଂ ଅର୍ଥନୈତିକ ଅସ୍ଥିରତା ଯୋଗୁଁ ୨୦୨୫ ମସିହାରେ ନୂତନ ଗ୍ରାଜୁଏଟମାନେ ନିଜର କର୍ମକ୍ଷେତ୍ର ବାଛିବା ଶୈଳୀରେ ବ୍ୟାପକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri