ହାତ ଛାଡ଼ି ପଦ୍ମ ଧରିଲେ ପୁରୁଖା ନେତା

କେନ୍ଦୁଝର,୧୮।୧୧(ସ୍ବ.ପ୍ର.): ନଗର ସଭାପତି ବିଶ୍ୱଜିତ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଭାଜପା କେନ୍ଦୁଝର ନଗରମଣ୍ଡଳର ଚତୁର୍ଥ ପରିବର୍ଦ୍ଧିତ କାର୍ଯ୍ୟକରିଣୀ ବୈଠକ ଶୁକ୍ରବାର ସ୍ଥାନୀୟ ସଂସ୍କୃତି ଭବନଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ କଂଗ୍ରେସ ଦଳର ପୁରୁଖା ନେତା ସୋମନାଥ ସାହୁ ତାଙ୍କର ୧୦ଜଣ ସହଯୋଗୀଙ୍କ ସହିତ ଭାଜପାର ଯୋଗଦେଇଥିଲେ। ଭାଜପା କର୍ମକର୍ତ୍ତା ସୋମନାଥଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ବାଗତ କରିଥିଲେ।

ବୈଠକରେ ମୁଖ୍ୟ ଅତିଥି ଭାବେ ମୋହନ ଚରଣ ମାଝି, ପୌରାଧ୍ୟକ୍ଷ ନୀକୁ ସାହୁ, ରାଣୀ ସୁନଦିନି ଭଞ୍ଜଦେଓ, ନଗର ପ୍ରଭାରୀ ଦିଲ୍ଲୀପ ପଣ୍ଡା, ସଦର ପ୍ରଭାରୀ ରାମଚନ୍ଦ୍ର ସାହୁ, ସଦର ସଂଯୋଜକ ବିବେକା ମହାନ୍ତ, ଜିଲା ଉପସଭାପତି ଗୋପୀନାଥ ରାମ, ଗଣେଶ୍ୱର ମହାନ୍ତ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ କିରଣବାଳା ନାୟକ, ଜିଲା ସମ୍ପାଦକ ଦୀପକ ଜେନା, ସାବିତ୍ରୀ ବିଶ୍ୱାଳ, କଳ୍ପନା ରାଉତ, ଶିବ କୁମାର ରାଠୋର, ପୂର୍ବତନ ଜିଲା ସଭାପତି ଅଶ୍ୱିନୀ ପଟ୍ଟନାୟକ, ଜିଲା ସାଧାରଣ ସମ୍ପାଦକ ଅନୁବ୍ରତ ବେହେରା, କାଉନସିଲର ଓ ନଗର ମଣ୍ଡଳର ପ୍ରିୟବ୍ରତ ଜେନା, ପ୍ରିୟଙ୍କା ସିଂ, ବବିତା ରାମ, ଅଜୟ ପାତ୍ର, ଦୁର୍ଗା ବାରିକଙ୍କ ସହ ସମସ୍ତ କାର୍ଯ୍ୟକର୍ତ୍ତା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସରପଞ୍ଚଙ୍କ ଗାଁ ରାସ୍ତା ଶୋଚନୀୟ: ପାଦ ଚଲା ରାସ୍ତା ପାଇଁ ବି ନୁହେଁ ଉପଯୋଗୀ

ଗଞ୍ଜାମ,୨।୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତର ବିଭିନ୍ନ ଗ୍ରାମଗୁଡିକ ଅବହେଳିତ ଅବସ୍ଥାରେ ଥିବାବେଳେ ଖୋଦ ସରପଞ୍ଚଙ୍କ ଗାଁ ନୀଳାଦ୍ରିପୁର ରାସ୍ତା ଶୋଚନୀୟ ହୋଇପଡ଼ିଥିବା ଅଭିଯୋଗ ହୋଇଛି…

ଟିମ ଇଣ୍ଡିଆରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ସ୍ଥାନ, କାନ୍ଦିଲେ ବଡ଼ ବଡ଼ ଖେଳାଳି!

ନୂଆଦିଲ୍ଲୀ,୨।୯: ଆଫଗାନିସ୍ତାନ ବିପକ୍ଷ ଟି-୨୦ ସିରିଜ ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଟିମ ଇଣ୍ଡିଆ ଘୋଷଣା କରିଛି। ଦଳରେ ଗୋଟିଏ କିମ୍ବା…

ଫାଇନ୍‌ରେ ଟ୍ରାଫିକ ନିୟନ୍ତ୍ରଣ, ହେଉନି ସ୍ଥାୟୀ ପ୍ରତିକାର

ବରଗଡ଼,୨।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ସମେତ ଜିଲାରେ ଟ୍ରାଫିକ ସମସ୍ୟା ଚରମସୀମାରେ ପହଞ୍ଚତ୍ଛି। ସହରସ୍ଥିତ ଯେଉଁ ରାସ୍ତାକୁ ଦେଖିଲେ ଏହା ଜଳଜଳ ହୋଇ ଦିଶୁଛି। କେଉଁଠି ବେଆଇନ ପାର୍କିଂ…

ବୁଧବାରଠୁ ମଙ୍ଗଳଙ୍କ ରାଶି ପରିବର୍ତ୍ତନ: ୪ ରାଶିଙ୍କ ଭାଗ୍ୟ ଚମକିବ, ଏମାନେ ରୁହନ୍ତୁ ସାବଧାନ

ବୁଧବାର ଦିନ ମେଷଠାରୁ ମୀନ ପର୍ଯ୍ୟନ୍ତ ସମସ୍ତ ୧୨ଟି ରାଶି ପାଇଁ ଗ୍ରହ-ନକ୍ଷତ୍ର ଦୃଷ୍ଟିରୁ ଗୁରୁତ୍ୱପୂର୍ଣ୍ଣ ରହିବ। ୨ ସେପ୍ଟେମ୍ବର ୨୦୨୬ରେ ଭାଦ୍ରବ କୃଷ୍ଣ ପକ୍ଷ ପଞ୍ଚମୀ…

ଚମକାଇଲା BCCIର ନିଷ୍ପତ୍ତି: ଆଫଗାନିସ୍ତାନ ସିରିଜ୍‌ରୁ ୮ ଷ୍ଟାର୍‌ ଖେଳାଳି ଆଉଟ୍‌, ପଛରେ ରହିଛି ଏହି ବଡ଼ କାରଣ!

ନୂଆଦିଲ୍ଲୀ,୨।୯: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ୩ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳାଯିବ। ସେପ୍ଟେମ୍ବର ୧ରେ ବିସିସିଆଇ ଏହି ସିରିଜ ପାଇଁ ଭାରତୀୟ ଦଳ ଘୋଷଣା…

ଦାଦନ ଖଟିବାକୁ ପୁଣେ ଯାଇଥିଲେ ରୂପଧର: ହଠାତ୍‌ ଘଟିଲା…

ନୂଆପଡ଼ା,୨ା୯ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ଥାନା ତରବୋଡ ଗଁାର ଜଣେ ଶ୍ରମିକ ମହାରାଷ୍ଟ୍ରର ପୁଣେକୁ ଦାଦନ ଖଟିବାକୁ ଯାଇଥିବାବେଳେ ସେଠାରେ ତାଙ୍କର ମୃତ୍ୟୁ ଘଟିଛି। ସେ…

ଫେମ୍‌ ଇଣ୍ଡିଆର ଟପ୍‌ ୨୫ରେ ଝାରସୁଗୁଡ଼ା ଏସ୍‌ପି: ଓଡ଼ିଶା ପୋଲିସ ପାଇଁ ଆଣିଲେ ଗୌରବ

ଝାରସୁଗୁଡ଼ା,୨ା୯(ଆଶିଷ ରଞ୍ଜନ ଦାଶ):ଫେମ୍‌ ଇଣ୍ଡିଆ ଏସିଆ ପୋଷ୍ଟ ପକ୍ଷରୁ ପ୍ରକାଶିତ ଦେଶର ୨୫ ଜଣ ପ୍ରମୁଖ ପୋଲିସ ଅଧିକାରୀଙ୍କ ତାଲିକାରେ ଝାରସୁଗୁଡ଼ା ଏସ୍‌ପି ଗୁଣ୍ଡାଲା ରେଡ୍ଡୀ ରାଘବେନ୍ଦ୍ରଙ୍କ…

ତଳେ ଘଣ୍ଟାଏ ଜଗିରହିଲା ଦନ୍ତା: ଗଛରେ ଚଢ଼ି ଜୀବନ ବଞ୍ଚାଇଲେ ବନ କର୍ମଚାରୀ

ଛେଣ୍ଡିପଦା,୨ା୯(ଅଜିତ ଧଳ):ଗଁାରେ ପଶିଥିବା ହାତୀ ଘଉଡ଼ାଇବାକୁ ଯାଇଥିବା ହାତୀ ସ୍କ୍ବାଡ୍‌ଙ୍କୁ ମାରି ଗୋଡ଼ାଇଲା ଦନ୍ତା। ଏପରି କି ଜୀବନ ବଞ୍ଚାଇବାକୁ ସ୍କ୍ବାଡ୍‌ର ଜଣେ ସଦସ୍ୟ ଆମ୍ବ ଗଛ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri