Posted inଜାତୀୟ

କଂଗ୍ରେସକୁ ବଡ଼ ଝଟ୍‌କା: ୨ ବରିଷ୍ଠ ବିଧାୟକ ଭାଜପାରେ ସାମିଲ

ନୂଆଦିଲ୍ଲୀ,୧୭।୮: ହିମାଚଳ ପ୍ରଦେଶରେ କଂଗ୍ରେସକୁ ଏକ ବଡ଼ ଝଟ୍‌କା ଲାଗିଛି। ବୁଧବାର ଦୁଇ କଂଗ୍ରେସ ବିଧାୟକ ଭାଜପାରେ ଯୋଗ ଦେଇଛନ୍ତି। ଆଜି ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ଜୟ ରାମ ଠାକୁରଙ୍କ ଉପସ୍ଥିତିରେ କଙ୍ଗରା ବିଧାୟକ ପୱନ କାଜଲ ଏବଂ ନାଲାଗଡ ବିଧାୟକ ଲକ୍ଷ୍ମୀନ୍ଦର ସିଂ ରାଣା ଭାଜପାରେ ଯୋଗ ଦେଇଛନ୍ତି।
ମୁଖ୍ୟମନ୍ତ୍ରୀ ଜୟ ରାମ ଠାକୁର କହିଛନ୍ତି, କଂଗ୍ରେସର ବରିଷ୍ଠ ନେତା ତଥା କାର୍ଯ୍ୟକାରୀ ସଭାପତି ପୱନ କାଜଲ ଏବଂ ଉପାଧ୍ୟକ୍ଷ ଲକ୍ଷ୍ମୀନ୍ଦର ସିଂ ରାଣା ଭାଜପାରେ ଯୋଗ ଦେଇଛନ୍ତି, ଆମେ ତାଙ୍କୁ ସ୍ବାଗତ କରୁଛୁ। ଭାଜପାରେ ଏହି ୨ ବିଧାୟକ ଯୋଗଦାନ ଦଳକୁ ଆହୁରି ମଜଭୁତ କରିବ।
ଉଭୟ ବିଧାୟକଙ୍କ ଏହି ନିଷ୍ପତ୍ତି ପରେ ଏବେ କଂଗ୍ରେସ ନେତୃତ୍ୱକୁ ନେଇ ପ୍ରଶ୍ନ ଉଠିଛି। କଂଗ୍ରେସରେ ସବୁକିଛି ଠିକ ଅଛି ବୋଲି ଦଳ ଦାବି କରୁଥିବାବେଳେ ଏହାର ବିପରୀତ ଘଟଣା ଘଟୁଛି। ଜଣେ ପରେ ଜଣେ ବଡ଼ ନେତା ଦଳ ଛାଡୁଛନ୍ତି। ଆଗକୁ ହିମାଚଳ ପ୍ରଦେଶ ନିର୍ବାଚନ ଥିବାବେଳେ ବରିଷ୍ଠ ବିଧାୟକ ଦଳ ଛାଡିବା ଚିନ୍ତାର ବିଷୟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଜେଟ ଉପସ୍ଥାପନ ପୂର୍ବରୁ କଶ୍ମୀର କବିତା ପଢିଲେ ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୧।୨: କେନ୍ଦ୍ରୀୟ ବଜେଟକୁ ଶନିବାର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଉପସ୍ଥାପନ କରିଛନ୍ତି। ଅର୍ଥମନ୍ତ୍ରୀ ଭାବେ ସେ ତାଙ୍କର ଦ୍ୱିତୀୟ ବଜେଟ ଉପସ୍ଥାପନ କରିବା ପୂର୍ବରୁ ଏକ...

କେବଳ ପୁରୀରେ ହେବ ରଥଯାତ୍ରା, ସୁପ୍ରିମ୍‌କୋର୍ଟଙ୍କ ନିର୍ଦ୍ଦେଶ…

ନୂଆଦିଲ୍ଲୀ,୬।୭: ଚଳିତ ବର୍ଷ କେବଳ ପୁରୀରେ ହିଁ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ରଥଯାତ୍ରା ଅନୁଷ୍ଠିତ ହେବ। ଓଡ଼ିଶାର ଅନ୍ୟ କୌଣସି ସ୍ଥାନରେ ରଥଯାତ୍ରା ହେବନାହି ବୋଲି...

ଜ୍ଞାନବାପି ମାମଲା: ଶୁକ୍ରବାର ଗଠନ ହେବ ଖଣ୍ଡପୀଠ

ନୂଆଦିଲ୍ଲୀ,୧୦।୧୧: ଜ୍ଞାନବାପି ମାମଲାର ଶୁଣାଣି ନେଇ ପ୍ରଧାନ ବିଚାରପତି ଡି.ଓ୍ବାଇ. ଚନ୍ଦ୍ରଚୂଡ଼ଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ ଶୁକ୍ରବାର ଅପରାହ୍ନରେ ଏକ ଖଣ୍ଡପୀଠ ଗଠନ କରାଯିବ ବୋଲି...

ଅପରେଶନ ଦୋସ୍ତ: ସହାୟତା ପାଇଁ ‘ଦୋସ୍ତ’ ଭାରତୀୟଙ୍କୁ ଧନ୍ୟବାଦ ଦେଲା ତୁର୍କୀ, ରାଷ୍ଟ୍ରଦୂତ କହିଲେ ହୃଦୟକୁ ଛୁଇଁଲା

ନୂଆଦିଲ୍ଲୀ,୨୨ ।୨: ତୁର୍କୀରେ ଆସିଥିବା ବିନାଶକାରୀ ଭୂକମ୍ପ ସମୟରେ ଏହାକୁ ସହଯୋଗର ହାତ ବଢାଇଥିଲା ଭାରତ । ରିଲିଫ ସାମଗ୍ରୀ ସହ ଉଦ୍ଧାରକାରୀ ଦଳ ତୁର୍କୀରେ...

ବଳାତ୍କାର ପୀଡ଼ିତାଙ୍କ ଜାତକରେ ମାଙ୍ଗଳିକ ଦୋଷ ଅଛି କି ନାହିଁ ଯାଞ୍ଚ୍‌ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ…

ଲକ୍ଷ୍ନୌ,୩।୬ : ବଳାତ୍କାର ପୀଡିତାଙ୍କ ଜାତକ ଯାଞ୍ଚ୍‌ କରିବାକୁ ଲକ୍ଷ୍ନୌ ବିଶ୍ୱବିଦ୍ୟାଳୟର ଜ୍ୟୋତିଷ ବିଭାଗକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଅଭିଯୁକ୍ତ ଗୋବିନ୍ଦ ରାୟ ଛଦ୍ମନାମ ମୋନୁଙ୍କ...

ମହିଳା ଡାକ୍ତର ବଳାତ୍କାର ହତ୍ୟା ପ୍ରସଙ୍ଗକୁ ନେଇ ସଂସଦରେ ଝଡ଼: ଅପରାଧୀଙ୍କୁ ପିଟି ମାରିଦେବାକୁ ଦାବି

ନୂଆଦିଲ୍ଲୀ,୩ା୧୨(ପି.ଟି.): ହାଇଦ୍ରାବାଦରେ ୨୬ ବର୍ଷୀୟା ମହିଳା ପ୍ରାଣୀ ଚିକିତ୍ସକଙ୍କୁ ଗଣବଳାତ୍କାର ଓ ହତ୍ୟା ପ୍ରସଙ୍ଗକୁ ନେଇ ସୋମବାର ପାର୍ଲାମେଣ୍ଟର ଉଭୟ ଗୃହରେ ବିରୋଧୀ ହଙ୍ଗାମା କରିଥିଲେ।...

ମାଲିକାଣୀଙ୍କ ଶେଷ ଇଚ୍ଛା ପୂରଣ କଲେ ସରକାର

ଚଣ୍ଡିଗଡ଼,୧୩।୧: ସାଙ୍ଗୁରୁର ଜିଲାର ମଲେରକୋଟଲାରେ ଅବସ୍ଥିତ ମୁବାରିକ ମଞ୍ଜିଲ ପ୍ୟାଲେସର ଅଧିଗ୍ରହଣ, ସଂରକ୍ଷଣ ଏବଂ ଉପଯୋଗକୁ ପଞ୍ଜାବ କ୍ୟାବିନେଟ ଅନୁମୋଦନ କରିଛି। ରାଜପ୍ରାସାଦର ମାଲିକାଣୀ ୯୭...

୧ ନିୟୁତ ଡଲାର ଦେବ ଏସ୍‌ଏଫ୍‌ଜେ

ନୂଆଦିଲ୍ଲୀ, ୩୦।୧୧(ଆଇଏଏନ୍‌ଏସ୍‌): ହଜାର ହଜାର କୃଷକ ଦିଲ୍ଲୀର ତିନୋଟି ଆନ୍ତଃରାଜ୍ୟ ସୀମାରେ ଆନ୍ଦୋଳନ ଚଳାଇଥିବାବେଳେ ବେଆଇନ ପୃଥକବାଦୀ ସଂଗଠନ ‘ଶିଖ୍‌ସ ଫର୍‌ ଜଷ୍ଟିସ୍‌’ (ଏସ୍‌ଏଫ୍‌ଜେ) ଗୋଳିଆ...

Advertisement
Archives

Model This Week