Posted inଜାତୀୟ

ସଚିନ ତେନ୍ଦୁଲକରଙ୍କୁ ଅପମାନିତ କଲେ କଂଗ୍ରେସ କର୍ମୀ

କୋଚି,  ୬ା୨- ଦେଶରେ ନୂଆ ଚାଷୀ ଆଇନକୁ ପ୍ରବଳ ବିରୋଧ କରାଯାଉଥିବାବେଳେ ଏହି ଆଇନ ସପକ୍ଷରେ ବାହାରିଛନ୍ତି କିମ୍ବଦନ୍ତୀ କ୍ରିକେଟର ସଚିନ ତେନ୍ଦୁଲକର। ଏଥିନେଇ ଦେଶର ମହାନ କ୍ରିକେଟରଙ୍କୁ ଟାର୍ଗେଟ କରିଛି କଂଗ୍ରେସ। ସଚିନଙ୍କୁ ଅପମାନିତ କରିଛନ୍ତି କଂଗ୍ରେସ କର୍ମୀ। କେରଳର କୋଚିଠାରେ ସଚିନଙ୍କ କଟ୍‌ ଆଉଟ୍‌ରେ କଂଗ୍ରେସ କର୍ମୀ କାଳି ଢ଼ାଳିଛନ୍ତି। ଏହାର ଭିଡିଓ ସୋସିଆଲ ମିଡିଆରେ ଦେଖିବାକୁ ମିଳୁଛି।


Enter your email to get our daily news in your inbox.

All Right Reserved By Dharitri.Com

ମେ’ ୪ରୁ ସିବିଏସ୍‌ଇ ବୋର୍ଡ ପରୀକ୍ଷା

ନୂଆଦିଲ୍ଲୀ,୩୧।୧୨-ମେ’ ୪ରୁ ଆରମ୍ଭ ହେବ ସିବିଏସ୍‌ଇ ବୋର୍ଡ ପରୀକ୍ଷା। ଏ ନେଇ ଗୁରୁବାର କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ ପୋଖରିଆଲ ନିଶଙ୍କ ଘୋଷଣା କରିଛନ୍ତି। ମାର୍ଚ୍ଚ୧ରୁ ପ୍ରାକ୍ଟିକାଲ...

ଅଶୋକ ଚଭନଙ୍କୁ କରୋନା

ମୁମ୍ବାଇ,୨୬ା୫: ମହାରାଷ୍ଟ୍ର କ୍ୟାବିନେଟ ମନ୍ତ୍ରୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଅଶୋକ ଚଭନଙ୍କ ଠାରେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛି। ବରିଷ୍ଠ କଂଗ୍ରେସ ନେତା ଚଭନ ଏବେ...

ରାଜଧାନୀରେ ୧ଲକ୍ଷ ଅତିକ୍ରମ କଲା କରୋନା ସଂକ୍ରମିତଙ୍କ ସଂଖ୍ୟା

ନୂଆଦିଲ୍ଲୀ,୭।୭: ବେଳକୁ ବେଳ ଡରାଇ ଚାଲିଛି କରୋନା ମହାମାରୀ। ରାଜଧାନୀ ଦିଲ୍ଲୀରେ ଏବେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧ ଲକ୍ଷ ଅତିକ୍ରମ କରିଥିବା ବେଳେ ଏହାକୁ...

ଆସନ୍ତାକାଲି ବାରଣାସୀ ଗସ୍ତ କରିବେ ମୋଦି

ନୂଆଦିଲ୍ଲୀ,୧୫।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଫେବୃୟାରୀ ୧୬ରେ ନିଜ ନିର୍ବାଚନମଣ୍ଡଳୀ ବାରାଣସୀକୁ ଗସ୍ତ କରିବେ। ଚଳିତ ବର୍ଷ ମୋଦିଙ୍କର ଏହା ପ୍ରଥମ କାଶୀ ଗସ୍ତ। ରବିବାର...

ଜୀବିତ ବ୍ୟକ୍ତିଙ୍କୁ ମୃତ ଘୋଷଣା କରି ପୋଷ୍ଟମର୍ଟମ ପାଇଁ ପଠାଇଲେ ଡାକ୍ତର

ସାଗର,୨୨।୬: ମଧ୍ୟପ୍ରଦେଶର ସାଗର ଜିଲାରେ ଘଟିଛି ଏକ ଅଭାବନୀୟ ଘଟଣା। ଏଠାରେ ଡାକ୍ତରଙ୍କର ଏକ ଖାମଖିଆଲି ମନୋଭାବ ଦେଖିବାକୁ ମିଳିଛି। ଜଣେ ଜୀବିତ ବୃଦ୍ଧଙ୍କୁ ଡାକ୍ତର...

ଆପତ୍ତିଜନକ ଅବସ୍ଥାରେ ପ୍ରେମୀ ଯୁଗଳଙ୍କୁ ଦେଖି ତୁରନ୍ତ ବିବାହ କରାଇଦେଲେ ଗ୍ରାମବାସୀ

ପାଟନା,୧୦।୯: ବିହାରର ସୁପୌଲ ଜିଲାରେ ଏକ ପ୍ରେମୀ ଯୁଗଳଙ୍କୁ ଆପତ୍ତିଜନକ ସ୍ଥିତିରେ ଦେଖିବା ପରେ ଗ୍ରାମବାସୀ ରାଗି ଯାଇଥିଲେ। ଆଉ ଏହାର ଫଳ ସ୍ବରୂପ ସେମାନେ...

ପାଠପଢ଼ା ଛାଡ଼ିବେ ୪୩% ଦିବ୍ୟାଙ୍ଗ

ନୂଆଦିଲ୍ଲୀ,୧୯ା୭(ପି.ଟି.): କରୋନା ମହାମାରୀ ଯୋଗୁ ସାରା ବିଶ୍ୱରେ ଶିକ୍ଷାଦାନ ଗୁରୁତର ପ୍ରଭାବିତ ହୋଇଛି। ଭାରତରେ ମାର୍ଚ୍ଚ ମାସରୁ ଶିକ୍ଷାନୁଷ୍ଠାନଗୁଡ଼ିକ ବନ୍ଦ ରହିଥିବାବେଳେ ଅନ୍‌ଲାଇନ ଶିକ୍ଷାଦାନ ବ୍ୟବସ୍ଥା...

ଡାକ୍ତରଖାନାରେ କରୋନା ରୋଗୀଙ୍କୁ ମାଡ ମାରିବା ଭିଡିଓ ଭାଇରାଲ: ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକ

ରାଜକୋଟ,୧୮।୯-ଗୁଜୁରାଟର ରାଜକୋଟରେ ଥିବା ଏକ ସରକାରୀ ଡାକ୍ତରଖାନାରେ କରୋନା ରୋଗୀଙ୍କୁ ଆକ୍ରମଣ କରାଯାଉଥିବା ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ୫୫ ସେକେଣ୍ଡର ଏହି...

Advertisement

BGU

Archives

Model This Week

Why Dharitri