Posted inଜାତୀୟ

ତେଲଙ୍ଗାନାରେ ମୁଖ୍ୟମନ୍ତ୍ରୀ କାହାକୁ କରାଯିବ ନିଷ୍ପତ୍ତି ନେବେ ଖାର୍ଗେ

ହାଇଦ୍ରାବାଦ,୪।୧୨: ୧୧୯ ଆସନ ବିଶିଷ୍ଟ ତେଲଙ୍ଗାନା ବିଧାନସଭା ନିର୍ବାଚନରେ କଂଗ୍ରେସ ୬୪ଟି ଆସନରେ ବିଜୟୀ ପରେ ସରକାର ଗଠନ କରିବା ନେଇ ସୋମବାର କଂଗ୍ରେସ ବିଧାୟକ ଦଳର ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଆଇସିସି ପର୍ଯ୍ୟବେକ୍ଷକ ତଥା କର୍ନାଟକ ଉପ ମୁଖ୍ୟମନ୍ତ୍ରୀ ଡିକେ ଶିବକୁମାର ଏବଂ ତେଲଙ୍ଗାନା ଦାୟିତ୍ୱରେ ଥିବା ଏଆଇସିସି ଇନ୍‌ଚାର୍ଜ ମାନିକରାଓ ଠାକରେଙ୍କ ଅଧ୍ୟକ୍ଷତାରେ ବୈଠକ ହୋଇଥିଲା।

ବୈଠକ ପରେ ତେଲଙ୍ଗାନାରେ କାହାକୁ ମୁଖ୍ୟମନ୍ତ୍ରୀ କରାଯିବ, ସେନେଇ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ନିଷ୍ପତ୍ତି ନିଅନ୍ତୁ ବୋଲି ନବନିର୍ବାଚିତ ବିଧାୟକମାନେ ପ୍ରକାଶ କରିଥିବା ଏଆଇସିସି ପର୍ଯ୍ୟବେକ୍ଷକ ତଥା କର୍ନାଟକା ଉପ-ମୁଖ୍ୟମନ୍ତ୍ରୀ ଡିକେ ଶିବକୁମାର ପ୍ରକାଶ କରିଛନ୍ତି। ତେଲଙ୍ଗାନା କଂଗ୍ରେସ ସଭାପତି ରେବନ୍ଥ ରେଡ୍ଡୀ ଏନେଇ ପ୍ରସ୍ତାବ ଦେଇଥିଲେ। ତାଙ୍କ ପ୍ରସ୍ତାବକୁ ଉପସ୍ଥିତ ସମସ୍ତ ବିଧାୟକ ସମର୍ଥନ ଜଣାଇଥିଲେ। ତେବେ କେବେ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେବ, ସେ ନେଇ ଦଳ ପକ୍ଷରୁ କୌଣସି ନିଷ୍ପତ୍ତି ହୋଇନାହିଁ।

ସୂଚନା ଯୋଗ୍ୟ, କେ. ଚନ୍ଦ୍ରଶେଖର ରାଓ (କେସିଆର)ଙ୍କ ଭାରତ ରାଷ୍ଟ୍ର ସମିତି ୩୯ଟି ଆସନରେ ବିଜୟୀ ହୋଇଥିବା ବେଳେ ଭାଜପା ୮ଟି ଆସନ ହାତେଇଛି। ଏପରିକି ଅନ୍ୟାନ୍ୟ ଦଳର ୮ ପ୍ରାର୍ଥୀ ବିଜୟୀ ହୋଇଛନ୍ତି। ଏଠାରେ ସରକାର ଗିବା ପାଇଁ ମ୍ୟାଜିକ ନମ୍ବର ୬୦ ରହିଥିବା ବେଳେ କଂଗ୍ରେସ ପାଖରେ ଏହି ସଂଖ୍ୟା ରହିଛି।

ଏପରି କି ମୁଖ୍ୟମନ୍ତ୍ରୀ ବାଛିବା ପୂର୍ବରୁ ଦଳର ସମସ୍ତ ୬୪ଜଣ ବିଧାୟକଙ୍କ ମତାମତ ନିଆଯିବ। ସମସ୍ତ ବିଧାୟକ ଯେପରି ନିଜ ପସନ୍ଦର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀଙ୍କ ସମ୍ପର୍କରେ କହିପାରିବେ, ସେଥିପାଇଁ ଶିବକୁମାର ନବନିର୍ବାଚିତ ବିଧାୟକଙ୍କୁ ଭେଟିବେ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଫୁଲବାଣୀରୁ ବ୍ରହ୍ମପୁର ଯାଉଥିଲା ଗୁରୁତର ରୋଗୀ, ଘନ ଜଙ୍ଗଲ ଭିତରେ ଅଚଳ ହୋଇଗଲା ୧୦୮ ଆମ୍ବୁଲାନ୍ସ,;ଆଉ ତା’ ପରେ…

ଭଞ୍ଜନଗର,୭।୭ (ବାବୁଲା ପ୍ରଧାନ): ରାଜ୍ୟରେ ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବାର ଆଉ ଏକ ବିକଳ ଚିତ୍ର ସାମ୍ନାକୁ ଆସିଛି। ଜଣେ ଗୁରୁତର ରୋଗୀଙ୍କୁ ମେଡିକାଲ ନେବା ସମୟରେ ଅଧା…

ପ୍ରଶାସନିକ ସ୍ତରରେ ବଡ଼ ଅଦଳବଦଳ: କେନ୍ଦୁଝର ଜିଲାର ୧୧ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବଦଳି

ବଞ୍ଚୋ, ୭।୭(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲାରେ ପ୍ରଶାସନିକ କାର୍ଯ୍ୟକୁ ଅଧିକ ସୁଚାରୁ ଓ ସୁଦୃଢ଼ ଭାବେ ପରିଚାଳନା କରିବା ପାଇଁ ଏକ ବଡ଼ଧରଣର ଅଦଳବଦଳ…

ନାଖରା ସେତୁରେ ଅଘଟଣ: ବୁଢ଼ାବଳଙ୍ଗ ନଦୀରେ ରିଲ୍ସ କରୁଥିବା ବେଳେ ଭାସିଗଲେ ଯୁକ୍ତ ୨ ଛାତ୍ର, ୪ ସାଙ୍ଗ ଉଦ୍ଧାର

ବୈଶିଙ୍ଗା,୭|୭(ରତନ ଦାଶ ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ସେତୁ ନିକଟରେ ଏକ ଦୁଃଖଦ ଅଘଟଣ ଘଟିଛି। ନଦୀର ବଢ଼ି ପାଣିରେ…

SPF 30 ନା SPF 50? ସନ୍‌ସ୍କ୍ରିନ୍ କିଣିବା ପୂର୍ବରୁ ଜାଣନ୍ତୁ ଆପଣଙ୍କ ତ୍ୱଚା ପାଇଁ କେଉଁଟି ଭଲ

ଆଜିକାଲିର ସମୟରେ ନାରୀମାନେ ନିଜର ତ୍ୱଚାକୁ ନେଇ ବେଶ ଯତ୍ନବାନ। ଖାସ୍‌ ସେଥିଲାଗି ଖରା, ବର୍ଷା କିମ୍ବା ଶୀତ ଆଦି ଋତୁରେ ସନ୍‌ସ୍କ୍ରିନର ବ୍ୟବହାର ଏବେ ଏକ…

ମାନସିକ ଭାରସାମ୍ୟ ହରାଇଲେ ଯୁବକ: ନେଲେ ଚରମ ନିଷ୍ପତ୍ତି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ଗୌଡ଼ସାହିର   ଜିତେନ୍ଦ୍ର ସେଠୀ (୪୦) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ…

ଆମେରିକାକୁ ହରାଇ କ୍ୱାର୍ଟର ପହଞ୍ଚିଲା ବେଲଜିୟମ

ସିଆଟେଲ,୭ା୭: ଚାଲର୍‌ସ ଡି କେଟେଲେରେଙ୍କ ଦ୍ୱିତୀୟ ଗୋଲ ବଳରେ ଫିଫା ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ପ୍ରି-କ୍ୱାର୍ଟର ଫାଇନାଲରେ ବେଲଜିୟମ ୪-୧ ଗୋଲରେ ଆମେରିକାକୁ ପରାସ୍ତ କରିଛି। ଡିଫେଣ୍ଡର…

ସମୁଦ୍ର କୂଳରେ ପଥର ବନ୍ଧ ନିର୍ମାଣ ଦାବି: ୭ ଦିନ ମଧ୍ୟରେ ପଦକ୍ଷେପ ନ ନେଲେ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ବଢ଼ି ଚାଲିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଭୟ…

ସମାଲୋଚକଙ୍କୁ ଗଡ଼କରୀଙ୍କ ଖୋଲା ଚ୍ୟାଲେଞ୍ଜ: E-୨୦ ପେଟ୍ରୋଲ୍‌ରେ ଗୋଟିଏ ହେଲେ ଗାଡ଼ି ଖରାପ ହେବାର ପ୍ରମାଣ ଦିଅ… 

ନୂଆଦିଲ୍ଲୀ,୭।୭: ୨୦ ପ୍ରତିଶତ ଏଥାନଲ ମିଶ୍ରିତ ପେଟ୍ରୋଲ (ଇ-୨୦) ବ୍ୟବହାର ଦ୍ୱାରା ଗାଡ଼ିର ମାଇଲେଜ କମିବା ଏବଂ ଇଞ୍ଜିନରେ ସମସ୍ୟା ଦେଖାଦେବା ଭଳି କେତେକ ଅଭିଯୋଗ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri