କଂଗ୍ରେସ ରାଲିରେ ଅଘଟଣ: ଅସୁସ୍ଥ ହୋଇପଡ଼ିଲେ ବରିଷ୍ଠ ନେତା ନରସିଂହ ମିଶ୍ର

ଭୁବନେଶ୍ୱର,୨୮।୧୨(ବ୨୍ୟୁରୋ): କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ଅସୁସ୍ଥ। ଗୁରୁତର ଅବସ୍ଥାରେ ତାଙ୍କୁ ସୋମବାର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ପୂର୍ବାହ୍ନରେ ସିବିଆଇ ଅଫିସ ସମ୍ମୁଖରେ କଂଗ୍ରେସ ପ୍ରତିଷ୍ଠା ଦିବସ ଉପଲକ୍ଷେ ଅନୁଷ୍ଠିତ ରାଲିରେ ଉଦ୍‌ବୋଧନ ଦେଇ ସାରିବା ପରେ ହଠାତ ଛାତିରେ ଯନ୍ତ୍ରଣା ଅନୁଭବ କରି ନରସିଂହ ବସି ପଡ଼ିଥିଲେ। ତାଙ୍କୁ ତୁରନ୍ତ ଡାକ୍ତରଖାନା ନିଆଯାଇ ସ୍ବାସ୍ଥ୍ୟପରୀକ୍ଷା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂତନ ଆର୍‌ଡିସି କାର୍ଯ୍ୟାଳୟ ଖୋଲିବାକୁ ନେଇ ମନ୍ତ୍ରୀଙ୍କୁ ଘେରିଲେ ବିରୋଧୀ, ଏ ବିଷୟରେ ଅନୁଧ୍ୟାନ କରିବାକୁ ରାଜସ୍ବମନ୍ତ୍ରୀଙ୍କୁ ବାଚସ୍ପତିଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୨୫।୭(ବ୍ୟୁରୋ): ୧୩ଟି ଜିଲା ଥିଲା, ସେଥିପାଇଁ ୩ଟି ରାଜସ୍ବ ଡିଭିଜନ କମିଶନର(ଆର୍‌ଡିସି) ଖୋଲାଯାଇଥିଲା। ୧୩ରୁ ୩୦ ଜିଲା ହେଲା ମାତ୍ର କୌଣସି ନୂଆ ଆର୍‌ଡିସି କାର୍ଯ୍ୟାଳୟ...

ରାଜ୍ୟରେ ନୂଆ ରୂପରେ ଲାଗୁ ହେବ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା, ସାଢ଼େ ୩ କୋଟି ଲୋକଙ୍କୁ ମିଳିବ ସ୍ମାର୍ଟ ହେଲ୍ଥ କାର୍ଡ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୫।୮(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରର ପ୍ରଦର୍ଶନୀ ପଡ଼ିଆଠାରେ ରବିବାର ୭୫ତମ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ପାଳନ ହୋଇଯାଇଛି। ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ...

ଘରେ ରଖିଥିଲେ ୧ ଟନ୍‌ ୩ କୁଇଣ୍ଟାଲ ଗଞ୍ଜେଇ

କୋରାପୁଟ,୨୭।୧୨(ସ୍ବ.ପ୍ର.): କୋରାପୁଟ ଜିଲା ପୋଲିସକୁ ସୋମବାର ବଡ ସଫଳତା ମିଳିଛି। ମାଛକୁଣ୍ଡ ପୋଲିସ ଦ୍ୱାରା ଲମତାପୁଟ ବ୍ଲକର ବାଲେଲ ଗ୍ରାମରେ ଥିବା ଏକ ବିଜୁ ପକ୍କା...

ପରପାରିରେ କବି ପ୍ରମୋଦ କୁମାର ମହାନ୍ତି

ଭୁବନେଶ୍ୱର,୨।୨(ବ୍ୟୁରୋ): କବି ପ୍ରମୋଦ କୁମାର ମହାନ୍ତିଙ୍କ ବୁଧବାର ପରଲୋକ ହୋଇଛି। ୧୯୬୭ଠାରୁ ସେ ତାଙ୍କର କାବ୍ୟଯାତ୍ରା ଆରମ୍ଭ କରିଥିଲେ । କିନ୍ତୁ ୧୯୮୨ରେ ‘ଦେବୀପାଦ’ ହିଁ...

‘କାମ କରିବାକୁ ଶପଥ ନେଉ ବିଏମ୍‌ସି’

ଭୁବନେଶ୍ୱର,୩୧ା୮: ସାରା ରାଜ୍ୟରେ ଶନିବାର ପାଳନ ହେବ ସ୍ବାୟତ୍ତ ଶାସନ ଦିବସ। ଏହି ଅବସରରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‌ଘାଟନ ହେବ। ରାଜଧାନୀ ଭୁବନେଶ୍ୱରରେ...

ବମିଖାଲ ଓଭରବ୍ରିଜ୍‌ ତଳେ ଚାଲିଛି ଖୁଲମଖୁଲା ନିଶା କାରବାର: ତାରିଣୀ ମା’ ଡାକିଲେ ମିଳେ ବ୍ରାଉନ ସୁଗାର

ଭୁବନେଶ୍ୱର,,୧୭ା୧୨(ବ୍ୟୁରୋ): ନିଶା କାରବାର ରୋକିବାକୁ ପୋଲିସ ପକ୍ଷରୁ ବିଭିନ୍ନ ଉଦ୍ୟମ ଚଳାଉଥିବାବେଳେ ବେପାରୀମାନେ ମଧ୍ୟ ନୂଆ ନୂଆ ତରିକା ଆପଣାଉଛନ୍ତି। କିଛିଦିନ ବ୍ୟବଧାନ ପରେ ପୁଣି...

ବାପାଙ୍କୁ ନୂଆ ଜୀବନ ଦେଲା ପୁଅ

ଭୁବନେଶ୍ୱର, ୭ା୩ (ବ୍ୟୁରୋ): ସମ୍‌ ହସ୍ପିଟାଲରେ ରାଜ୍ୟର ପ୍ରଥମ ଲିଭର ପ୍ରତିରୋପଣ ହୋଇଛି। ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳର ୫୫ବର୍ଷ ବୟସ୍କ ଜୟନ୍ତ ବିଶ୍ୱାଳଙ୍କ ଶରୀରରେ...

ସଞ୍ଜୀବ ପାଣିଗ୍ରାହୀ ଓଡ଼ିଶା ହାଇକୋର୍ଟ ବିଚାରପତି ନିଯୁକ୍ତ

କଟକ ଅଫିସ,୭।୨: ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ସଞ୍ଜୀବ ପାଣିଗ୍ରାହୀଙ୍କୁ ଶୁକ୍ରବାର ନିଯୁକ୍ତି ମିଳିଛି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ତାଙ୍କୁ ଜଜ୍‌ ଭାବେ ନିଯୁକ୍ତି ଦେଇଥିବା...

Advertisement
Archives

Model This Week