କରୋନାରେ କଂଗ୍ରେସ ବିଧାୟକଙ୍କ ପରଲୋକ

ମୁମ୍ବାଇ,୧୦।୪: ମହାରାଷ୍ଟ୍ରରେ କରୋନା ମହାମାରୀ ଆତଙ୍କ ସୃଷ୍ଟି କରିଛି। କରୋନାରେ ଆକ୍ରାନ୍ତ ହୋଇ ରାଜ୍ୟର ନାନ୍ଦେଦ୍‌ ଜିଲାର ଡେଗଲୋରର ବିଧାୟକ ରାଓସାହେବ ଅଣ୍ଟାପୁରକାରଙ୍କ ପରଲୋକ ଘଟିଛି। ଶୁକ୍ରବାର ବିଳମ୍ବିତ ରାତ୍ରରେ ମୁମ୍ବାଇର ଏକ ହସ୍ପିଟାଲରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୫୫ ବର୍ଷ ହୋଇଥିଲା। ତାଙ୍କଠାରେ କରୋନା ଲକ୍ଷଣ ପ୍ରକାଶ ପାଇବା ପରେ ନମୁନା ପରୀକ୍ଷା କରାଯାଇଥିଲା। ନମୁନା ରିପୋର୍ଟ କରୋନା ପଜିଟିଭ୍‌ ଆସିବାରୁ ତାଙ୍କୁ ତାଙ୍କ ବିଧାନସଭା କ୍ଷେତ୍ରର ଏ ହସ୍ପିଟାଳରେ ଚିକିତ୍ସା ଲାଗି ଭର୍ତ୍ତି କରାଯାଇଥିଲା। ତେବେ ସେଠାରେ ସ୍ବାସ୍ଥ୍ୟାବସ୍ଥା ଅଧିକ ଖରାପ ହେବାରୁ ମୁମ୍ବାଇ ସ୍ଥାନାନ୍ତର କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅନନ୍ତନାଗରେ ଗଡ଼ିଲା ଜଣେ ଆତଙ୍କବାଦୀଙ୍କ ମୁଣ୍ଡ: ୩ଯବାନ,ଜଣେ ନାଗରିକ ଆହତ

ଅନନ୍ତନାଗ,୪।୬: ଜମ୍ମୁ-କଶ୍ମୀରର ଅନନ୍ତନାଗରେ ଶନିବାର ସୁରକ୍ଷାକର୍ମୀଙ୍କୁ ଏକ ବଡ଼ ସଫଳତା ମିଳିଛି। ପୋଲିସ ଏନ୍‌କାଉଣ୍ଟରରେ ଜଣେ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଛି। ଏଥିସହ ୩ଜଣ ଯବାନ ଓ...

କରୋନାରେ ଗୁଜରାଟ ବିଚାରପତିଙ୍କ ଦେହାନ୍ତ

ଅହମ୍ମଦାବାଦ, ୬ା୧୨: କରୋନାରେ ସଂକ୍ରମିତ ହୋଇ ଚିକିତ୍ସାଧୀନ ଥିବା ଗୁଜରାଟ ହାଇକୋର୍ଟ ବିଚାରପତି ଜଷ୍ଟିସ୍‌ ଜି. ଆର୍‌ ଉଦ୍‌ଓ୍ବାନି(୫୯)ଙ୍କର ଶନିବାର ଦେହାନ୍ତ ହୋଇଛି। ଗତ ନଭେମ୍ବର...

ପାଇଲଟଙ୍କୁ ମନାଇବେ ପ୍ରିୟଙ୍କା

ନୂଆଦିଲ୍ଲୀ,୧୩।୭: ରାଜସ୍ଥାନ ଉପମୁଖ୍ୟମନ୍ତ୍ରୀ ସଚିନ ପାଇଲଟ୍‌ ହୁଏତ ଅଶୋକ ଗେହଲଟଙ୍କ ସରକାର ପାଇଁ ସମସ୍ୟା ସୃଷ୍ଟି କରିପାରନ୍ତି। କିନ୍ତୁ ଦଳ ତାଙ୍କୁ ହରାଇବାକୁ ଚାହୁଁନାହିଁ। ରାଜନୈତିକ...

ପଞ୍ଚମ ସ୍ଥାନରେ ଭାରତ: ମାସକରେ ଗଲାଣି ୧୮ ହଜାରରୁ ଉର୍ଦ୍ଧ୍ୱ ଜୀବନ

ନୂଆଦିଲ୍ଲୀ,୩୧।୭: ଦେଶରେ କରୋନା ସଂକ୍ରମଣର ସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଗୋଟିଏ ଦିନରେ ୫୫ ହଜାରରୁ ଅଧିକ ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ ଏବେ...

ବ୍ରିଟେନ ପ୍ରଧାନମନ୍ତ୍ରୀ ପଦର ଦାୟିତ୍ୱ ନେବେ ବିଦେଶ ସଚିବ

ଲଣ୍ଡନ,୨୮।୩: ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ ଜନ୍‌ସନ୍‌ ଏବେ କରୋନାରେ ପୀଡିତ। ଶୁକ୍ରବାର ତାଙ୍କ ରିପୋର୍ଟରେ କରୋନା ପଜିଟିଭ୍‌ ଆସିବା ପରେ ସେ ସେଲ୍ଫ ଆଇସୋଲେଶନ୍‌ରେ ରହିଛନ୍ତି।...

ସ୍କୁଲ ବନ୍ଦକୁ ନେଇ ପ୍ରଶ୍ନ ଉଠାଇଲେ ବିଶ୍ୱ ବ୍ୟାଙ୍କ ଶିକ୍ଷା ନିର୍ଦ୍ଦେଶକ

ନୂଆଦିଲ୍ଲୀ,୧୬ା୧: କରୋନା ମହାମାରୀ ମଧ୍ୟରେ ସ୍କୁଲ ବନ୍ଦକୁ ନେଇ ବିଶ୍ୱ ବ୍ୟାଙ୍କ ଶିକ୍ଷା ନିର୍ଦ୍ଦେଶକ ଜେମ୍‌ ସାଭେଦ୍ରା ଅନେକ ପ୍ରଶ୍ନ ଉଠାଇଛନ୍ତି। ଏକ ସାକ୍ଷାତକାରରେ ସେ...

ଟୁଇଟର୍‌କୁ ଆଉ ମିଳିବନି ଆଇନଗତ ସୁରକ୍ଷା…

ନୂଆଦିଲ୍ଲୀ,୧୬।୬: ଭାରତରେ ଏଣକି ଟୁଇଟର୍‌କୁ ଆଉ ଆଇନଗତ ସୁରକ୍ଷା ମିଳିବନି। ନୂଆ ଆଇଟି ଆଇନର ପାଳନ ନ କରିବାକୁ ଭାରତ ସରକାର ଉପଲବ୍ଧ ଆଇନଗତ ସୁରକ୍ଷା...

ଭାଜପା ନେତାଙ୍କ ବିବାଦୀୟ ବୟାନ: କରୋନା ସଂକ୍ରମିତ ହୋଇ ମମତାଙ୍କୁ କରିବେ ଆଲିଙ୍ଗନ

କୋଲକାତା,୨୮ ।୯: ପଶ୍ଚିମବଙ୍ଗରେ ଆସନ୍ତା ବର୍ଷ ହେବାକୁ ଯାଉଛି ବିଧାନସଭା ନିର୍ବାଚନ । ହେଲେ ଏବେଠାରୁ ସେଠାରେ ବିଭିନ୍ନ ରାଜନୈତିକ ଦଳ ସଜବାଜ ହେବା ଦେଖାଗଲାଣି...

Advertisement
Archives

Model This Week