Posted inଜାତୀୟ

ରାହୁଲ ଗାନ୍ଧୀଙ୍କ ଲୋକ ସଭା ସଦସ୍ୟତାକୁ ନେଇ ସୁପ୍ରିମକୋର୍ଟ ଯିବାକୁ ପ୍ରସ୍ତୁତ ହେଉଛି କଂଗ୍ରେସ

ନୂଆଦିଲ୍ଲୀ,୭।୮: ରାହୁଲ ଗାନ୍ଧୀଙ୍କ ଲୋକ ସଭା ସଦସ୍ୟତାକୁ ଫେରାଇ ଆଣିବାକୁ ନେଇ ନେଇ କଂଗ୍ରେସ ଦଳ ସୁପ୍ରିମକୋର୍ଟ ଯିବାକୁ ପ୍ରସ୍ତୁତ ହେଉଛି। ଯଦି ସୋମବାର ସନ୍ଧ୍ୟା ସୁଦ୍ଧା ତାଙ୍କର ସଦସ୍ୟତାକୁ ଫେରାଇ ଦିଆ ନ ଯାଏ ତେବେ ମଙ୍ଗଳବାର କଂଗ୍ରେସ ପକ୍ଷରୁ ସୁପ୍ରିମକୋର୍ଟରେ ଅପିଲ କରାଯିବ। ସମାଚାର ଏଜେନ୍ସି ଏଏନଆଇ ଏହି ସୂଚନା ଦେଇଛି। ସୂଚନାଯୋଗ୍ୟ, ମୋଦି ଉପନାମ ବା ସରନେମ ମାମଲାରେ ସୁପ୍ରିମକୋର୍ଟ ରାହୁଲଙ୍କ ଦଣ୍ଡକୁ ସ୍ଥଗିତ ରଖିଥିଲେ।
ରାହୁଲ ଗାନ୍ଧୀଙ୍କ ଲୋକ ସଭା ସଦସ୍ୟତା ପୁଣି ଥରେ ଫେରାଇବାକୁ ନେଇ କଂଗ୍ରେସ ସାଧାରଣ ସମ୍ପାଦକ କେ.ସି ଭେନୁଗୋପାଲ ଟୁଇଟ କରିଛନ୍ତି। ସେ କହିଛନ୍ତି ଯେ ସୁପ୍ରିମକୋର୍ଟ ଏହି ଦଣ୍ଡାଦେଶ ଶୁଣାଇ ସାରିବା ପରେ ଲୋକ ସଭା ସଚିବାଳୟରେ ବିଜ୍ଞପ୍ତି ପ୍ରକାଶ କରିବାରେ କୌଣସି ଅସୁବିଧା ନାହିଁ (ତାଙ୍କ ସଦସ୍ୟତା ଫେରାଇ ଆଣିବା)। ମୁଁ ଭାବୁଛି, ଆଜି ସ୍ପିକର ଏଥିରେ ହସ୍ତକ୍ଷେପ କରିବେ ଏବଂ ଏହା ଘଟିବାକୁ ଯାଉଛ।


Enter your email to get our daily news in your inbox.

All Right Reserved By Dharitri.Com

ହାତୀ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ରାସ୍ତାରୋକ

ଖୋର୍ଦ୍ଧା,୭।୨(ପ୍ରଭାତ ପାଣିଗ୍ରାହୀ): ଦନ୍ତା ହାତୀ ନେଲା ଜଣେ ଯୁବକଙ୍କ ଜୀବନ। ଦନ୍ତାହାତୀ ଆକ୍ରମଣରେ ମୃତ୍ୟୁ ହୋଇଥିବା ଯୁବକ ହେଲେ ଖଡିପଦର ଗ୍ରାମର ଶଙ୍କର ରାଉତରାୟ ବୋଲି ଜଣାପଡିଥିବା।…

Jasprit Bumrah: ଟିମ୍ ଇଣ୍ଡିଆକୁ ଆଉ ଏକ ଝଟକା, ପ୍ରଥମ ମ୍ୟାଚରୁ ଜସପ୍ରିତ ବୁମରା ବାଦ!

ନୂଆଦିଲ୍ଲୀ,୭।୨: ୨୦୨୬ ଟି-୨୦ ବିଶ୍ୱକପ୍ ଆରମ୍ଭ ନହେଉଣୁ ଟିମ୍ ଇଣ୍ଡିଆକୁ ଝଟକା ଲାଗିଛି । ବିଶ୍ୱକପ୍ ଆରମ୍ଭ ହେବାର ଗୋଟିଏ ଦିନ ପୂର୍ବରୁ ଯୁବ ଦ୍ରୁତ ବୋଲର…

BCCI ସେଣ୍ଟ୍ରାଲ୍‌ କଣ୍ଟ୍ରାକ୍ଟରେ ସର୍ବାଧିକ ଦରମା ପାଇବେ ଏହି ୩ ଖେଳାଳି: ତଳକୁ ଖସିବେ ରୋହିତ-କୋହଲି

ନୂଆଦିଲ୍ଲୀ,୭।୨: ଭାରତୀୟ କ୍ରିକେଟ ଦଳର ତାରକାମାନେ ଏହି ବର୍ଷ କେତେ ଟଙ୍କା ପାଇବେ ତାହା ସ୍ଥିର ହୋଇସାରିଛି। ସବୁଦିନ ପରି ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (BCCI)…

ଆଉ U19 ବିଶ୍ୱକପରେ ଖେଳିପାରିବେ ନାହିଁ ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ: ଜାଣନ୍ତୁ ଆଶ୍ଚର୍ଯ୍ୟଜନକ କାରଣ

ନୂଆଦିଲ୍ଲୀ,୭।୨: ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ୨୦୨୬ର ୧୯ ବର୍ଷରୁ କମ ବିଶ୍ୱକପରେ ଇତିହାସ ରଚିଥିଲେ। ଫାଇନାଲରେ ୮୦ ବଲ ରୁ ୧୭୫ ରନ କରି ଭାରତକୁ…

ଟ୍ରମ୍ପଙ୍କୁ ଧନ୍ୟବାଦ ଜଣାଇଲେ ମୋଦି, କହିଲେ…

ନୂଆଦିଲ୍ଲୀ,୭।୨: ବାଣିଜ୍ୟ ଏବଂ ଶିଳ୍ପ ମନ୍ତ୍ରୀ ପୀୟୁଷ ଗୋୟଲ ଗୁରୁବାର କହିଛନ୍ତି ଯେ ଭାରତ ଏବଂ ଆମେରିକା ମାର୍ଚ୍ଚ ମାସରେ ଏକ ବହୁ ପ୍ରତୀକ୍ଷିତ ଦ୍ୱିପାକ୍ଷିକ ବାଣିଜ୍ୟ…

ଟାରିଫ୍‌ ହ୍ରାସ ଦ୍ୱାରା ଉଭୟ ଦେଶ କ’ଣ ଫାଇଦା ପାଇବେ? ବୁଝନ୍ତୁ ପୂରା ଗଣିତ…

ନୂଆଦିଲ୍ଲୀ,୭।୨: ଭାରତ ଏବଂ ଆମେରିକା ପାରସ୍ପରିକ ବାଣିଜ୍ୟକୁ ସୁଦୃଢ଼ କରିବା ଦିଗରେ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ଉଭୟ ଦେଶ ଏକ ଅନ୍ତରୀଣ ବାଣିଜ୍ୟ ଚୁକ୍ତିନାମା ପାଇଁ…

ହୋମଗାର୍ଡ ପରୀକ୍ଷାବେଳେ ଯୁବକ ଗୁରୁତର: ଗଞ୍ଜାମର ୪ ସ୍ଥାନରେ ଚାଲିଛି ପରୀକ୍ଷା

ଭଞ୍ଜନଗର,୭।୨(ବାବୁଲା ପ୍ରଧାନ): ଗଞ୍ଜାମ ପୋଲିସ ଜିଲା ପକ୍ଷରୁ ଶନିବାର ଖାଲିଥିବା ୧୩୫ ଟି ଗୃହରକ୍ଷୀ (ହୋମଗାର୍ଡ) ପଦବୀ ପୂରଣ ପାଇଁ ବିଭିନ୍ନ କେନ୍ଦ୍ରରେ ସାଧାରଣ ଡ୍ୟୁଟି ପାଇଁ…

ରୁଷିଆ ତେଲ କ୍ରୟ ଉପରେ ହଟିଲା ଟାରିଫ, ଭାରତ -ଆମେରିକା ମଧ୍ୟରେ ମଧ୍ୟବର୍ତ୍ତୀକାଳୀନ ବାଣିଜ୍ୟ ଚୁକ୍ତି ଜାରି

ନୂଆଦିଲ୍ଲୀ,୭।୨: ଆମେରିକା ଏବଂ ଭାରତ ଏକ ମଧ୍ୟବର୍ତ୍ତୀ ବାଣିଜ୍ୟ ଚୁକ୍ତିନାମା ପାଇଁ ଶୁକ୍ରବାର ଢାଞ୍ଚା ପ୍ରକାଶ କରିଛନ୍ତି। ଏହି ଚୁକ୍ତିନାମା ଦୁଇ ଦେଶ ମଧ୍ୟରେ ଏକ ବ୍ୟାପକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri