Posted inଜାତୀୟ

‘ମୋଦିଙ୍କ ଗ୍ୟାରେଣ୍ଟି ଚାଇନିଜ’, ପ୍ରଧାନମନ୍ତ୍ରୀଙ୍କ ଉପରେ ଅଭିଯୋଗ ଆଣିଲେ ଖାର୍ଗେ

ନୂଆଦିଲ୍ଲୀ ୨୦।୩: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ ବର୍ଷିଛନ୍ତି। ପ୍ରଧାନମନ୍ତ୍ରୀ ଲଦାଖର ଲୋକଙ୍କ ପ୍ରତି ବିଶ୍ୱାସଘାତକତା କରିଥିବା ଅଭିଯୋଗ କରିଛନ୍ତି। ସେ କହିଛନ୍ତି ଯେ, ସମ୍ବିଧାନର ଷଷ୍ଠ ସୂଚୀ ଅନୁଯାୟୀ ଲଦାଖର ଲୋକମାନେ ସୁରକ୍ଷା ଦାବି କରିଛନ୍ତି। କିନ୍ତୁ ଅନ୍ୟାନ୍ୟ ଗ୍ୟାରେଣ୍ଟି ପରି ସାମ୍ବିଧାନିକ ଅଧିକାର ସୁନିଶ୍ଚିତ କରିବାର ‘ମୋଦିଙ୍କ ଗ୍ୟାରେଣ୍ଟି’ ନକଲି ଏବଂ ଚାଇନିଜ ଅଟେ।

କେନ୍ଦ୍ର ଶାସିତ ଅଞ୍ଚଳରେ ଲଦାଖକୁ ରାଜ୍ୟ ମାନ୍ୟତା ଏବଂ ଷଷ୍ଠ ସୂଚୀ ଅନୁଯାୟୀ ସାମ୍ବିଧାନିକ ସୁରକ୍ଷା ଦାବିରେ ବିରୋଧ ପ୍ରଦର୍ଶନ କରାଯାଉଛି। ସମ୍ବିଧାନର ଷଷ୍ଠ ସୂଚୀ ଯେଉଁଥିରେ ସୁରକ୍ଷା ଦାବି କରାଯାଉଛି, ତାହା ହେଉଛି ଆଦିବାସୀ ସଂସ୍କୃତିର ସୁରକ୍ଷା ଏବଂ ସଂରକ୍ଷଣ ପାଇଁ । ୨୦୧୯ରେ ଜମ୍ମୁ -କଶ୍ମୀରରୁ ଧାରା ୩୭୦ ହଟାଯିବା ପରେ ଏହାକୁ ଦୁଇଟି ୟୁନିଅନ ଅଞ୍ଚଳରେ ବିଭକ୍ତ କରାଯାଇଥିଲା, ସେଥିମଧ୍ୟରୁ ଗୋଟିଏ ଜମ୍ମୁ-କଶ୍ମୀର ଏବଂ ଅନ୍ୟଟି ଲଦାଖ। ତେବେ ବର୍ତ୍ତମାନ ରାଜ୍ୟ ହେବା ପାଇଁ ଲୋକମାନେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଲଟି ଗଲେ କି ପଲଟୁରାମ! ନୀତି ଆୟୋଗ ବୈଠକରେ ଯୋଗ ଦେଲେନି ନୀତିଶ କୁମାର

ନୂଆଦିଲ୍ଲୀ,୨୭।୭: ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଧ୍ୟକ୍ଷତାରେ NITI ଆୟୋଗର ପରିଚାଳନା ପରିଷଦର ବୈଠକ ଆରମ୍ଭ ହୋଇଛି। ଏହି ବୈଠକରେ ରାଜ୍ୟର ଅନେକ ମୁଖ୍ୟମନ୍ତ୍ରୀ ଅଂଶଗ୍ରହଣ କରିଛନ୍ତି। ରାଷ୍ଟ୍ରପତି...

୨୩ ଅଗଷ୍ଟକୁ ୟୁକ୍ରେନ ଯାଇପାରନ୍ତି ପ୍ରଧାନମନ୍ତ୍ରୀ ମୋଦି, ରୁଷିଆ ସହିତ ଯୁଦ୍ଧ ମଧ୍ୟରେ ଏହା ପ୍ରଥମ ଗସ୍ତ

ନୂଆଦିଲ୍ଲୀ,୨୭।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି 23 ଅଗଷ୍ଟରେ ୟୁକ୍ରେନ ଗସ୍ତ କରିବେ। ଏହି ସମୟରେ ସେ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କିଙ୍କୁ ଭେଟିବେ। ରୁଷିଆ-ୟୁକ୍ରେନ ସହିତ...

ୟୁଟ୍ୟୁବରଙ୍କ ଉପରେ ଲଗାମ ଲଗାଇବାକୁ ଅଣ୍ଟା ଭିଡିଲେ ସରକାର, ଆଣିବେ ବିଲ୍‌

ନୂଆଦିଲ୍ଲୀ,୨୭।୭: ୟୁଟ୍ୟୁବରଙ୍କ ଉପରେ ଲଗାମ ଲଗାଇବା ପାଇଁ ଅଣ୍ଟା କଷିଲେଣି ମୋଦି ସରକାର। ଏନେଇ ସବୁ ପ୍ରସ୍ତୁତି ମଧ୍ୟ ଶେଷ କରି ସାରିଲେଣି। ଏଥିପାଇଁ ମୋଦି...

ଯଦି ବିଜେଡି ଇଣ୍ଡିଆ ମେଣ୍ଟରେ ସାମିଲ ହୁଏ, ରାଜ୍ୟ ସଭାରେ ପଲଟିଯିବ ନମ୍ବର ଗେମ୍‌, ଜାଣନ୍ତୁ କିପରି…

ନୂଆଦିଲ୍ଲୀ,୨୭।୭: ଏଥର ଲୋକ ସଭା ନିର୍ବାଚନ ପରେ ଦେଶର ରାଜନୈତିକ ପରିସ୍ଥିତି ଅନେକାଂଶରେ ବଦଳିଥିବା ପରି ମନେ ହେଉଛି। ପୂର୍ବରୁ ଭାରତୀୟ ଜନତା ପାର୍ଟି (ଭାଜପା)...

ମାୟାନଗରୀରେ ଭଶୁୁଡ଼ିଲା ୩ ମହଲା କୋଠା, ଚାପିହୋଇ ରହିଛନ୍ତି ଲୋକେ

ମୁମ଼୍ବାଇ,୨୭।୦୭: ମୟାନଗରୀ ମୁମ଼୍ବାଇ ସହରର ନିକଟବର୍ତ୍ତୀ ଶାହବାଜ ଗ୍ରାମରେ ଏକ ୩ ମହଲା ଘର ଭୁଶୁଡ଼ି ପଡ଼ିଥିବା ଜଣାପଡ଼ିଛି । ଭଙ୍ଗା ଛାତ ତଳେ କିଛି...

ବୈଠକ ପୂର୍ବରୁ ମମତାଙ୍କ ବଡ଼ ବୟାନ : ନୀତି ଆୟୋଗକୁ ରଦ୍ଦ କରି…

କୋଲକାତା,୨୭ା୭: ଆଉ କିଛି ସମୟ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଶନିବାର ନୂଆଦିଲ୍ଲୀରେ ନୀତି ଆୟୋଗର ୯ମ ଗଭର୍ନିଂ କାଉନସିଲ୍‌ ବୈଠକ ବସିବ। ୨୦୪୭...

କର୍ନାଟକରେ ୧,୬୦୦ ଟନ୍‌ର ଲିଥିୟମ ଖଣି ଠାବ

ନୂଆଦିଲ୍ଲୀ, ୨୭ା୭: କର୍ନାଟକର ମାଣ୍ଡ୍ୟା ଏବଂ ୟାଦଗିରି ଜିଲାରେ ଲିଥିୟମ୍‌ ଖଣିର ସନ୍ଧାନ ମିଳିଥିବା କେନ୍ଦ୍ର ଭୂବିଜ୍ଞାନ ରାଷ୍ଟ୍ରମନ୍ତ୍ରୀ ଜିତେନ୍ଦ୍ର ସିଂ ରାଜ୍ୟ ସଭାକୁ ସୂଚନା ଦେଇଛନ୍ତି।...

ମୋଦିଙ୍କ ‘ଅଗ୍ନିପଥ’ ମନ୍ତବ୍ୟକୁ ବିରୋଧୀଙ୍କ ନିନ୍ଦା

ନୂଆଦିଲ୍ଲୀ, ୨୭ା୭(ପି.ଟି.): କାର୍‌ଗିଲ ଯୁଦ୍ଧ ବିଜୟର ୨୫ତମ ବାର୍ଷିକୀ ପାଳନ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଡ୍ରାସ୍‌ଠାରେ ଶହୀଦମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବା ସହ ଜାତୀୟ ସୁରକ୍ଷା...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri