Posted inଜାତୀୟ

ଏପ୍ରିଲ ୫ରେ ଜାରି ହେବ କଂଗ୍ରେସର ଘୋଷଣାପତ୍ର

ନୂଆଦିଲ୍ଲୀ,୩୧।୩: ଆଗାମୀ ଲୋକ ସଭା ନିର୍ବାଚନ ପାଇଁ ସମସ୍ତ ରାଜନୈତିକ ଦଳ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ସେପଟେ, ଏପ୍ରିଲ ୫ରେ କଂଗ୍ରେସ ଏହାର ମନିଫେଷ୍ଟ ପ୍ରକାଶ କରିବାକୁ ଘୋଷଣା କରିଛି। ଏହା ବ୍ୟତୀତ ଭାଜପାର ଶେଷ ମୁହୂର୍ତ୍ତରେ ମନିଫେଷ୍ଟୋ କମିଟି ଗଠନ ଉପରେ କଂଗ୍ରେସ ମଧ୍ୟ ଖୋଳତାଡ଼ କରିଥିଲା।
ସୂଚନାଯୋଗ୍ୟ ଯେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ନେତୃତ୍ୱରେ ଭାଚପା ୨୭ ଜଣିଆ କମିଟି ଘୋଷଣା କରିଛି ଯେଉଁଥିରେ ଅନେକ କେନ୍ଦ୍ର ମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ ମଧ୍ୟ ରହିଛନ୍ତି।
କଂଗ୍ରେସର ସାଧାରଣ ସମ୍ପାଦକ ଜୟରାମ ରମେଶ ଶନିବାର କହିଛନ୍ତି ଯେ ମାର୍ଚ୍ଚ ୧୬ରେ ଆମେ ଆମର ପାଞ୍ଚ ନ୍ୟାୟ ଏବଂ ପଚିଶଟି ଗ୍ୟାରେଣ୍ଟି ପ୍ରଦାନ କରିଛୁ। ସମଗ୍ର ଦେଶରେ ଆଠ କୋଟି ଗ୍ୟାରେଣ୍ଟି କାର୍ଡ ବଣ୍ଟନ କରିବା ପାଇଁ ଆମେ ଏପ୍ରିଲ ୩ ରୁ ଏକ ଘର-ଘର ଗ୍ୟାରେଣ୍ଟି ଅଭିଯାନ ଆରମ୍ଭ କରିବୁ।
ଏହି ମନିଫେଷ୍ଟୋ ବା ଘୋଷଣା ପତ୍ର ଏପ୍ରିଲ ୫ରେ ପ୍ରକାଶ ପାଇବ। ଦେଶବ୍ୟାପୀ ଆଲୋଚନା ପରେ କଂଗ୍ରେସ ଘୋଷଣାପତ୍ର ପ୍ରସ୍ତୁତ କରାଯାଇଛି ବୋଲି ସେ କହିଛନ୍ତି। ଆମେ ଆମର ମନିଫେଷ୍ଟୋରେ ହଜାରେ ପରାମର୍ଶ ମଧ୍ୟ ଅନ୍ତର୍ଭୂକ୍ତ କରିଛୁ ଯାହା ଆମକୁ ଇ-ମେଲ ଏବଂ ଆୱାଜ ଭାରତ ୱେବସାଇଟ ମାଧ୍ୟମରେ ପଠାଯାଇଛି। କଂଗ୍ରେସ ମନିଫେଷ୍ଟୋରେ ଲୋକଙ୍କ ସ୍ବର ପ୍ରତିଫଳିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଦମ୍‌ଦାର ବିଜୟ: ୨-୧ରେ ସିରିଜ କବଜା କଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୬।୧୨: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା...

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri