Posted inଜାତୀୟ

ରାହୁଲ ଗାନ୍ଧୀଙ୍କୁ ହତ୍ୟା ଧମକ ଦେଲେ ଭାଜପା ନେତା, କହିଲେ…

ନୂଆଦିଲ୍ଲୀ,୧୨।୯: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ‘ଶିଖ’ ସମ୍ପ୍ରଦାୟ ସହ ଜଡିତ ବିବୃତ୍ତି ଉପରେ ଦେଶର ରାଜନୀତିରେ ଉତ୍ତେଜନା ଦେଖାଦେଇଛି। ଏହି ସମୟରେ ରାହୁଲ ଗାନ୍ଧୀଙ୍କ ବିବୃତ୍ତିକୁ ନେଇ ବୁଧବାର ସୋନିଆ ଗାନ୍ଧୀଙ୍କ ଦିଲ୍ଲୀର ବାସଭବନ ବାହାରେ ଭାଜପା ସମର୍ଥିତ ଶିଖ ପ୍ରକୋଷ୍ଠ ବିରୋଧ ପ୍ରଦର୍ଶନ କରିଛନ୍ତି। ଏହି ପ୍ରଦର୍ଶନ ସମୟରେଭଜେପା ନେତା ତରବିନ୍ଦର ସିଂ ମାରୱା ଉପରେ ରାହୁଲ ଗାନ୍ଧୀଙ୍କୁ ହତ୍ୟା କରିବାକୁ ଧମକ ଦେଇଥିବା ଅଭିଯୋଗ ହୋଇଛି। ଏହି ସମୟରେ ରାହୁଲ ଗାନ୍ଧୀଙ୍କୁ ହତ୍ୟା କରିବାକୁ ଧମକ ଦେଇଥିବା ଭାଜପା ନେତା ତରବିନ୍ଦର ସିଂ ମାରୱାଙ୍କ ବିରୋଧରେ କଂଗ୍ରେସ ଆଇନଗତ କାର୍ଯ୍ୟାନୁଷ୍ଠାନ ଉପରେ ବିଚାର କରୁଛି। ଦଳ ଭାଜପା ନେତା ତରବିନ୍ଦର ସିଂ ମାରୱାଙ୍କ ବିରୋଧରେ ଏଫଆଇଆର ଦାଖଲ କରିପାରେ।

ଏହି ପ୍ରଦର୍ଶନ ସମୟରେ ଭାଜପା ନେତା କହିଥିଲେ, ରାହୁଲ ଗାନ୍ଧୀ, ବନ୍ଦ କର, ନଚେତ୍‌ ଭବିଷ୍ୟତରେ ତୁମର ସେହି ଅବସ୍ଥା ହେବ, ଯାହା ତୁମ ଜେଜେମା’ଙ୍କ ସହ ହୋଇଥିଲା। ଏହି ସମୟରେ ଭାଜପା ଶିଖ ପ୍ରକୋଷ୍ଠ କହିଛି ଯେ ରାହୁଲ ଗାନ୍ଧୀ ଆମେରିକାରେ ଭାରତ ଏବଂ ଶିଖମାନଙ୍କୁ ଅପମାନିତ କରିଛନ୍ତି। ସେ ଆମ ଦେଶକୁ ବିଦେଶୀ ମାଟିରେ ବଦନାମ କରିଛନ୍ତି , ଏଥିପାଇଁ ସେ କ୍ଷମା ମାଗିବା ଉଚିତ୍‌।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦେଶ ଆମେରିକାକୁ ଦେଲା ଝଟକା, ହକ୍ ବଦଳରେ ଭାରତରୁ ଆକାଶ କ୍ଷେପଣାସ୍ତ୍ର କିଣିବ

ନୂଆଦିଲ୍ଲୀ,୭ା୧୨: ଫିଲିପାଇନ୍ସ ଭାରତ ସହିତ ମଧ୍ୟମ ଦୂରଗାମୀ ସର୍ଫେସ ଟୁ ଏୟାର ମିସାଇଲ (SAM) ସିଷ୍ଟମ୍ କିଣିବାକୁ ଆନୁଷ୍ଠାନିକ ଆଲୋଚନା ଆରମ୍ଭ କରିଛି। ଏହି କ୍ଷେପଣାସ୍ତ୍ର...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri