କଂଗ୍ରେସ କ୍ୟାମ୍ପରେ ହଲଚଲ୍‌ : ଯୋଗଦେଲେ ସମସ୍ତ ବିଧାୟକ, ଚାଲିଛିକି….

ଭୁବନେଶ୍ୱର,୨୨।୨: ପିସିସି ସଭାପତି ନିୁଯୁକ୍ତ ପରେ ରାଜ୍ୟରେ କଂଗ୍ରେସ ଆକ୍ସନ ମୋଡକୁ ଆସିଛି। କଂଗ୍ରେସ କ୍ୟାମ୍ପରେ ହଲଚଲ୍‌ ମିଶନ ଘର ସଜଡା। ପ୍ରଥମେ ଦଳରୁ ବହିଷ୍କୃତ ଏବଂ ଦଳ ଛାଡିଥିବା ନେତାଙ୍କୁ ଘରବାହୁଡ଼ା ପାଇଁ ଅନୁରୋଧ କରାଗଲା । ପରେ ଭୁବନେଶ୍ୱରୁ ପୁରୀ ଯାଏ ଆା ସଂକଳ୍ପ ପଦଯାତ୍ରା ବି ହେଲା । ଆଉ ଏବେ ଦଳ ଏବଂ ବିଧାୟକଙ୍କ ମଧ୍ୟରେ ସମନ୍ବୟ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଛି ।
ଶନିବାର ରାଜ୍ୟ କଂଗ୍ରେସ ଭବନରେ ଏହି ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଛି। ପିସିସି ସଭାପତିଙ୍କ ଅଧ୍ୟକ୍ଷତାରେ ବୈଠକ ବସିଥିବା ବେଳେ ରାଜ୍ୟର ନୂଆ ପ୍ରଭାରୀ ଭାବେ ନିଯୁକ୍ତ ହୋଇଥିବା ଅଜୟ ଲଲ୍ଲୁ ମଧ୍ୟ ଏଥିରେ ସାମିଲ ହୋଇଛନ୍ତି । ବାକି ବୈଠକରେ ଦଳର ସମସ୍ତ ବିଧାୟକ ଉପସ୍ଥିତ ରହିଛନ୍ତି । ଆଗାମୀ ଦିନରେ କିପରି ଦଳ ଓ ବିଧାୟକଙ୍କ ମଧ୍ୟରେ ସମନ୍ବୟ ରହିପାରିବ । ସେନେଇ ବୈଠକରେ ଆଲୋଚନା ଚାଲିଛି ।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ ରାସ୍ତାରୁ ଖସିଗଲା ବାଇକ୍, ଯୁବକଙ୍କ ଉପରେ ପଡ଼ିଗଲା…

କେନ୍ଦ୍ରାପଡ଼ା,୭।୭(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ କଜଳା ରାସ୍ତାରେ ସୋମବାର ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣା ହୋଇଛି । ଏହି ଦୁର୍ଘଟଣାରେ ଜଣେ ଅଚିହ୍ନା…

ମାଛ ଧରିବାକୁ ଯାଇ ବୈତରଣୀ ନଦୀରେ ଭାସିଗଲେ ଯୁବକ, ତାପରେ….

ପାଟଣା,୭।୭(ବୀର କିଶୋର ଦାଶ): ମାଛ ମାରିବାକୁ ଯାଇ ବୈତରଣୀ ନଦୀ ମୁହାଣରେ ଭାସି ଜଣେ ଯୁବକ ନିଖୋଜ ହୋଇଛନ୍ତି । ନିଖୋଜ ଯୁବକ ହେଉଛନ୍ତି ଟାଙ୍ଗରପଡ଼ା ପଂଚାୟତ…

ଚାକିରି ଛାଡ଼ି ଏବେ ଏହି କାମ କରିବେ ଡିସିପି ଜଗମୋହନ ମୀନା! ଜାଣନ୍ତୁ କେମିତି ଗ୍ରହଣ ହୁଏ ଆଇପିଏସ୍‌ ଅଧିକାରୀଙ୍କ ଇସ୍ତଫା:

ଭୁବନେଶ୍ୱର,୭।୭(ତ୍ରିନାଥ ମହାନ୍ତି):୨୦୧୩ ବ୍ୟାଚ୍‌ର ଆଇପିଏସ୍‌ ଅଧିକାରୀ ତଥା ଭୁବନେଶ୍ୱର ଡିସିପି ଜଗମୋହନ ମୀନା ସରକାରୀ ଚାକିରି ଛାଡ଼ିବାକୁ ନିଷ୍ପତ୍ତି ନେଇଛନ୍ତି। ସେ ପୋଲିସ ଡିଜିଙ୍କ ମାଧ୍ୟମରେ ରାଜ୍ୟ…

ନାବାଳିକା ବଳାତ୍କାର, ହତ୍ୟା ଅଭିଯୋଗରେ ଜଣଙ୍କୁ ପିଟି ମାରିଦେଲେ

ବାରୁଇପୁର(ପଶ୍ଚିମବଙ୍ଗ),୭।୭: ପଶ୍ଚିମବଙ୍ଗର ଦକ୍ଷିଣ ୨୪ ପ୍ରଗଣା ଜିଲା ଅନ୍ତର୍ଗତ ବାରୁଇପୁର ଅଞ୍ଚଳରେ ଜଣେ ୧୧ ବର୍ଷୀୟା ବାଳିକାଙ୍କ ମୃତଦେହ ରବିବାର ମିଳିବା ପରେ ତାଙ୍କୁ ବଳାତ୍କାର ପରେ…

ରୋନାଲ୍ଡୋଙ୍କ ବିଶ୍ୱକପ୍‌ ସ୍ବପ୍ନ ଶେଷ: ବିଶ୍ୱକପ୍‌ରୁ ବିଦା ହେଲା ପର୍ତ୍ତୁଗାଲ

ଆର୍ଲିଂଟନ,୭ା୭:ଇଞ୍ଜୁରି ଟାଇମ୍‌ରେ ମିକେଲ ମେରିନୋଙ୍କ ଗୋଲ ବଳରେ ସୋମବାର ରାତିରେ ଅନୁଷ୍ଠିତ ଚଳିତ ବିଶ୍ୱକପ୍‌ର ଏକ ପ୍ରି-କ୍ୱାର୍ଟର ଫାଇନାଲରେ ସ୍ପେନ ୧-୦ ଗୋଲରେ ପର୍ତ୍ତୁଗାଲକୁ ପରାସ୍ତ କରି…

ପ୍ରବଳ ବର୍ଷାରେ ମୁମ୍ବାଇ ବେହାଲ;ଟ୍ରେନ୍‌ ଚଳାଚଳ ବାଧାପ୍ରାପ୍ତ, ୧୩ ମୃତ

ମୁମ୍ବାଇ,୭।୭: ମୁମ୍ବାଇ ଓ ଆଖପାଖ ଜିଲାରେ ୩/୪ ଦିନ ହେଲା ପ୍ରବଳ ବର୍ଷା ଲାଗିରହିଥିବାବେଳେ ଦେଶର ଆର୍ଥିକ ରାଜଧାନୀ ଏକପ୍ରକାର ଅଚଳ ହୋଇଯାଇଛି। ବର୍ଷାଜନିତ ଘଟଣାରେ ୧୩ଜଣଙ୍କ…

ଝାଡ଼ଖଣ୍ଡ ଉପରେ ଅବପାତ ସକ୍ରିୟ: ଆଜିଠୁ କମିବ ବର୍ଷା

ଭୁବନେଶ୍ୱର,୭।୭(ବନ୍ଦନା ସେଠୀ):ଦକ୍ଷିଣ ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ଉପରେ ସୃଷ୍ଟି ହୋଇଥିବା ଅବପାତ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଘଣ୍ଟାପ୍ରତି ପ୍ରାୟ ୨୫କି.ମି. ବେଗରେ ଗତି କରି…

ଜେଲରେ ୨ ବିରୋଧୀ ଗୋଷ୍ଠୀ ମଧ୍ୟରେ ସଂଘର୍ଷ: ୨୫ ମୃତ

କଲମ୍ବୋ,୬ା୭(ପି.ଟି.):ଶ୍ରୀଲଙ୍କାର ପଶ୍ଚିମ ଉପକୂଳ ସହର ନେଗୋମ୍ବୋରସ୍ଥିତ ଏକ ଜେଲରେ ସଂଘର୍ଷ ଘଟି ୨୫ ଜଣଙ୍କ ମୃତ୍ୟୁ ଘଟିଥିବା କର୍ତ୍ତୃପକ୍ଷ ସୋମବାର କହିଛନ୍ତି। ସାମର୍ଥ୍ୟଠାରୁ ଅଧିକ ବନ୍ଦୀ ରହିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri