Posted inଜାତୀୟ

ମଧ୍ୟପ୍ରଦେଶ ବିଧାନସଭା ନିର୍ବାଚନ: କମଲ ନାଥଙ୍କୁ ମୁଖ୍ୟମନ୍ତ୍ରୀ ଚେହେରା ଘୋଷଣା କରିପାରେ କଂଗ୍ରେସ

ଭୋପାଳ,୨୯।୫: କର୍ନାଟକ ବିଧାନସଭା ନିର୍ବାଚନରେ କଂଗ୍ରେସର ବିଜୟ ପରେ ଏବେ ଆଗାମୀ ମଧ୍ୟପ୍ରଦେଶ ନିର୍ବାଚନକୁ ନେଇ ଦଳ ପ୍ରସ୍ତୁତ ଆରମ୍ଭ କରିଦେଇଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀ କହିଛନ୍ତି, ମଧ୍ୟପ୍ରଦେଶରେ କଂଗ୍ରେସ ୧୫୦ଟି ଆସନ ଜିତିବାକୁ ଯାଉଛି। ଏଥି ସହିତ ମଧ୍ୟପ୍ରଦେଶରେ ମୁଖ୍ୟମନ୍ତ୍ରୀ ଚେହେରାକୁ ନେଇ ପାର୍ଟି ସୂତ୍ର ଏକ ବଡ଼ ଦାବି କରିଛି। ସୂତ୍ରରୁ ପ୍ରକାଶ ଯେ, ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ କମଲ ନାଥଙ୍କ ନାମରେ ସମସ୍ତ ନେତା ଏକମତ ହୋଇଛନ୍ତି। ବିଶ୍ୱାସ ରହିଛି ଯେ, ନିର୍ବାଚନ ପୂର୍ବରୁ କଂଗ୍ରେସ ଆନୁଷ୍ଠାନିକ ଭାବେ କମଲ ନାଥଙ୍କୁ ମୁଖ୍ୟମନ୍ତ୍ରୀ ବୋଲି ଘୋଷଣା କରିବ।
ସୋମବାର ମଧ୍ୟପ୍ରଦେଶରେ ବିଧାନସଭା ନିର୍ବାଚନ ସମ୍ପର୍କରେ ଦଳର ଜାତୀୟ ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କ ଅଧ୍ୟକ୍ଷତାରେ କଂଗ୍ରେସ ମୁଖ୍ୟାଳୟରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକ ପରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ପ୍ରତିକ୍ରିୟା ଦେଇ କହିଛନ୍ତି, ଆମେ କର୍ନାଟକର ପୁନରାବୃତ୍ତି କରିବୁ। କର୍ନାଟକରେ ୧୩୬ ଟି ସିଟ ପାଇଛୁ। ଆଉ ମଧ୍ୟପ୍ରଦେଶରେ ମଧ୍ୟ ୧୫୦ ସିଟ୍‌ ପାଇବାକୁ ଯାଉଛୁ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧର ପ୍ରଭାବ: ବେଳକୁ ବେଳ ମହଙ୍ଗା ହେଉଛି ରାସ୍ତା କଡ଼ର ଖାଦ୍ୟ, ସାଧାରଣ ଜନତା ଚିନ୍ତାରେ

ନୂଆଦିଲ୍ଲଈ,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଙ୍କଟ ଯୋଗୁ, ରାଜଧାନୀ ଦିଲ୍ଲୀ ଏବଂ ଏନସିଆରର ବାସିନ୍ଦାମାନେ ଗ୍ୟାସ ସିଲିଣ୍ଡର କିଣିବା ପାଇଁ ସଂଘର୍ଷ କରୁଛନ୍ତି; ଲୋକମାନେ ଲମ୍ବା ଧାଡ଼ିରେ ଠିଆ…

ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ, ରାଷ୍ଟ୍ରପତିଙ୍କୁ ଭେଟିବା ପରେ…

ଭୁବନେଶ୍ୱର,୨୮ା୩: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ୨ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯାଇଛନ୍ତି। ନୂଆଦିଲ୍ଲୀରେ ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ସେ ଯୋଗଦେବେ ବୋଲି ଜଣେ…

ହର୍ମୁଜର ନାଁ ବଦଳେଇଦେଲେ ଟ୍ରମ୍ପ! କଲେ ବଡ଼ ଘୋଷଣା; ବିଶ୍ୱରେ ପଡିଲା ଚହଳ

ଓ଼୍ବାଶିଂଟନ,୨୮।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ହର୍ମୁଜ ପ୍ରଣାଳୀକୁ ନେଇ ଏକ ବିବାଦ ଦେଖାଦେଇଛି। ଆମେରିକାର ରାଷ୍ଟ୍ରପତି ଟ୍ରମ୍ପ କହିଛନ୍ତି ଯେ ଇରାନକୁ ହର୍ମୁଜ ପ୍ରଣାଳୀକୁ…

ଜଳସ୍ତର ନିମ୍ନଗାମୀ: ବଢ଼ିଲାଣି ତାତି,ସଙ୍କଟ ହେଲାଣି ପାନୀୟ ଜଳ

ମହାକାଳପଡ଼ା,୨୮ା୩(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ଦୀର୍ଘଦିନଧରି ପାନୀୟ ଜଳ ସଙ୍କଟ ଦେଖାଦେଇଛି। ଅଞ୍ଚଳରେ ଜଳସ୍ତର ନିମ୍ନଗାମୀ ଯୋଗୁ ନଳକୂପରୁ ଅଧିକାଂଶ ସମୟରେ…

IPL 2026 ର ପ୍ରାରମ୍ଭିକ ମ୍ୟାଚରୁ ବାଦ ପଡ଼ିଲେ ଧୋନୀ, ଜାଣନ୍ତୁ ଏହା ପଛର ବଡ଼ କାରଣ

ନୂଆଦିଲ୍ଲୀ,୨୮।୩: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସିଜିନ ଆଜି ଅର୍ଥାତ୍‌ ଶନିବାର, ୨୮ ମାର୍ଚ୍ଚରେ ଆରମ୍ଭ ହେବାକୁ ଯାଉଛି। ଟୁର୍ଣ୍ଣାମେଣ୍ଟର ଉଦଘାଟନୀ ମ୍ୟାଚ ଶନିବାର RCB ଏବଂ…

କାର ଉପରେ ପଡ଼ିଲା ଗଛ: ଆଉ ତା’ପରେ ଘଟିଲା…

ପାଟଣା,୨୮।୩(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ ପାଟଣା ପଞ୍ଚାୟତ ଗୁଳୁଦିପଶି ଗ୍ରାମର କ୍ଷେତ୍ରବାସୀ ବାରିକଙ୍କ ଘର ବାହାରେ ଥିବା ଏକ କୋଳି ଗଛ କାର…

କେସିଙ୍ଗା ରେଳ ଷ୍ଟେଶନ ପରିଦର୍ଶନ କଲେ ସମ୍ବଲପୁର ରେଳ ପ୍ରବନ୍ଧକ: ସମସ୍ୟା ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

କେସିଙ୍ଗା,୨୮।୩(ତୁମେଶ୍ୱର ସାହୁ): ସମ୍ବଲପୁର ରେଳ ପ୍ରବନ୍ଧକ କେସିଙ୍ଗା ରେଳ ଷ୍ଟେଶନକୁ ଶନିବାର ପରିଦର୍ଶନ କରି ଷ୍ଟେଶନର ବିଭିନ୍ନ ସମସ୍ୟା ଉପରେ ତଦନ୍ତ କରିଥିଲେ। ଏହି ଷ୍ଟେଶନରେ ଯାତ୍ରୀଙ୍କ…

ଘରକୁ ଫେରୁଥିଲେ ଶ୍ରମିକ, ଧକ୍କା ଦେଲା ଟ୍ରାଭେଲର: ଆଉ ତା’ପରେ…

ଲୋଇସିଂହା,୨୮।୩(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବାଦିମୁଣ୍ଡା- ବଲାଙ୍ଗୀର ରାସ୍ତାର ସରଗାଡରେ ଏକ ଅଜଣା ଗାଡ଼ି ଧକ୍କାରେ ଶନିବାର ଭୋର ସକାଳୁ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri