Posted inଜାତୀୟ

ପଶ୍ଚିମବଙ୍ଗରେ କଂଗ୍ରେସକୁ ବଡ ଝଟକା, ଜଣେ ମାତ୍ର ବିଧାୟକ ବାୟରନ ବିଶ୍ୱାସ ଧରିଲେ ଟିଏମସିର ହାତ

କୋଲକାତା,୨୯।୫: ଗୋଟିଏ ପଟେ ଦେଶର କିଛି ରାଜ୍ୟରେ କଂଗ୍ରେସକୁ ବହୁମତ ମିଳିଥିବା ବେଳେ ଏବେ କିନ୍ତୁ ପଶ୍ଚିମବଙ୍ଗରେ କଂଗ୍ରେସକୁ ବଡ ଝଟକା ଲାଗିଛି। ସାଗରଦିଘିର ଏକମାତ୍ର କଂଗ୍ରେସ ବିଧାୟକ ବାୟରନ ବିଶ୍ୱାସ ତ୍ରୁଣମୂଳ କଂଗ୍ରେସ(ଟିଏମସି)ରେ ଯୋଗ ଦେଇଛନ୍ତି। ସେ ବିଜୟୀ ହେବାର ୩ ମାସ ପରେ ଟିଏମସିରେ ଯୋଗ ଦେଇଛନ୍ତି। ବାୟରନ ସୋମବାର ପଶ୍ଚିମ ମେଦିନିପୁରର ଘାଟଲରେ ଟିଏମସି ମହାସଚିବ ଅଭିଷେକ ବାନାର୍ଜୀଙ୍କ ଉପସ୍ଥିତିରେ ଦଳରେ ସାମିଲ ହୋଇଛନ୍ତି।

ବାୟରନ ବିଧାନସଭାରେ ଏକମାତ୍ର କଂଗ୍ରେସ ବିଧାୟକ ଥିଲେ। ଏମିତି ବି ସେ ଦଳ ବଦଳ ବିରୋଧୀ ଆଇନର ପରିସରରେ ଆସିବେ ନାହିଁ। କଂଗ୍ରେସ ବିଧାୟକ ସାମିଲ ହେବାକୁ ନେଇ ଟିଏମସି ତାଙ୍କୁ ସହୃଦୟ ଦଳକୁ ସ୍ବାଗତ କରିଛି। ଟିଏମସି କହିଛି, ଭାଜପାର ବିଭାଜନକାରୀ ଓ ଭେଦଭାବପୂର୍ଣ୍ଣ ରାଜନୀତି ବିରୋଧରେ ଲଢିବାର ସଂକଳ୍ପକୁ ମଜଭୁତ କରିବାକୁ ଆପଣ ଠିକ ମଞ୍ଚ ବାଛିଛନ୍ତି, ଏକାଠି ଆମେ ଜିତିବା।


Enter your email to get our daily news in your inbox.

All Right Reserved By Dharitri.Com

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

‘ବିଶ୍ୱବାସୀଙ୍କୁ ଭାରତ ଆସିବା ଉଚିତ ବୋଲି ଅନୁଭବ କରିବା ଦରକାର,’ ମହାକାଶ ଷ୍ଟାର୍ଟଅପ୍ସର ପ୍ରତିଷ୍ଠାତାମାନଙ୍କୁ ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ମହାକାଶ କ୍ଷେତ୍ରକୁ ବିଶ୍ୱ ଆକର୍ଷଣର କେନ୍ଦ୍ର କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ମହାକାଶ ଷ୍ଟାର୍ଟଅପଗୁଡ଼ିକର ସିଇଓ ଏବଂ ପ୍ରତିଷ୍ଠାତାମାନଙ୍କ ସହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri