ସାଇକେଲରେ ବିଧାନସଭା ଆସିଲେ କଂଗ୍ରେସ ବିଧାୟକ

ଭୁବନେଶ୍ବର, ୨୩।୨(ବ୍ୟୁରୋ): ପେଟ୍ରୋଲ ଓ ଡିଜେଲ ଦରରେ ପୁଣି ବୃଦ୍ଧି ଘଟିଛି । ଯାହା ସାଧାରଣ ଜନତାଙ୍କ ଉପରେ ବେଶ ପ୍ରଭାବ ପକାଉଛି । ଏନେଇ କଂଗ୍ରେସ ବିଧାୟକମାନେ ପେଟ୍ରୋଲ ଓ ଡିଜେଲ ବୃଦ୍ଧିର ପ୍ରତିବାଦ କରିଛନ୍ତି ।

ବିଧାନସଭାର ବଜେଟ ଅଧିବେଶନ ଚାଲିଥିବା ବେଳେ ମଙ୍ଗଳବାର କଂଗ୍ରେସ ବିଧାୟକମାନେ ସାଇକେଲରେ ବିଧାନସଭା ଆସିଥିବା ଦେଖିବାକୁ ମିଳିଛି । କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତି, ଅଧିରାଜ ପାଣିଗ୍ରାହୀ ଓ ସୁର ରାଉତରାୟ ସାଇକେଲରେ ବିଧାନସଭା ଆସିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବିମାନ ଯାତ୍ରୀଙ୍କୁ ଝଟ୍‌କା! ୨୨% ଘରୋଇ ଉଡ଼ାଣ ବନ୍ଦ କଲା ଏୟାର ଇଣ୍ଡିଆ

ନୂଆଦିଲ୍ଲୀ,୨୮ା୫: ଇନ୍ଧନ ମୂଲ୍ୟ ଅତ୍ୟଧିକ ବୃଦ୍ଧି ଯୋଗୁ କ୍ଷତିରେ ଚାଲୁଥିବା ଏୟାର ଇଣ୍ଡିଆ ଏହାର ଘରୋଇ ବିମାନ ଉଡ଼ାଣ ଅସ୍ଥାୟୀ ଭାବେ ୨୨ ପ୍ରତିଶତ ହ୍ରାସ କରିଛି।…

ରାସ୍ତା ନ ଥିବାରୁ ୩ କିମି ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ ମହିଳା: ପ୍ରଶଂସା ସାଉଁଟିଲେ ଆମ୍ବୁଲାନ୍ସ କର୍ମଚାରୀ

କେସିଙ୍ଗା/ଖପ୍ରାଖୋଲ,୨୮/୫(ତୁମେଶ୍ୱର ସାହୁ/ଅଭୟ ତ୍ରିପାଠୀ): ଖପ୍ରାଖୋଲ ବ୍ଳକ ଅନ୍ତର୍ଗତ ଜାନିପଡା ପାହାଡ଼ ପାଖରେ ରହୁଥିବା ରୋହିତ ଧରୂଆଙ୍କ ସ୍ତ୍ରୀ ସୀମା ମାଝୀଙ୍କ ଗର୍ଭଯନ୍ତ୍ରଣା ହେଉଥିବାରୁ ତାଙ୍କୁ ଡାକ୍ତରଖାନା ଆଣିବା…

୯ମ ଶ୍ରେଣୀ ପାଇଁ CBSEର ତ୍ରିଭାଷୀ ନିୟମ: କେନ୍ଦ୍ର, ଏନ୍‌ସିଇଆର୍‌ଟିକୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୮ା୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଜୁଲାଇ ୧ରୁ ନବମ ଶ୍ରେଣୀ ପିଲାଙ୍କ ପାଇଁ ୩ ଭାଷା ପଢ଼ିବା ବାଧ୍ୟତାମୂଳକ ନୀତି ଲାଗୁ କରିଥିବାରୁ ଏହାକୁ…

୨ଦିନ ପରେ ପାଗ ବଦଳିବ: ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର,୨୮ା୫ (ସୌମ୍ୟରଞ୍ଜନ ରାଉତ):ପ୍ରବଳ ଗରମ ଓ ଗୁଳୁଗୁଳିରୁ ଓଡ଼ିଶାବାସୀଙ୍କୁ ଆଶ୍ବସ୍ତି ମିଳିଛି। ରାଜ୍ୟ ତାପମାତ୍ରାରେ ସାମାନ୍ୟ ହ୍ରାସ ପାଇଥିଲେ ମଧ୍ୟ ବୁଧବାର ଦିନସାରା ଗୁଳୁଗୁଳି ଜାରି ରହିଥିଲା।…

ଜୁଲାଇ ୨ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା, ଜୁଲାଇ ୨ରୁ ୧୦ ପର୍ଯ୍ୟନ୍ତ ଚାଲିବ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

କଟକ,୨୭ା୫ (କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତ ବର୍ଷର ସପ୍ଲିମେଣ୍ଟାରୀ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ଆଗାମୀ ଜୁଲାଇ ୨ ତାରିଖରୁ ଆରମ୍ଭ…

ଡେଣ୍ଟାଲ ସର୍ଜନ ପରୀକ୍ଷା ବିଜ୍ଞପ୍ତି ପ୍ରତ୍ୟାହାର କଲା ଓପିଏସ୍‌ସି, ଆଶାୟୀଙ୍କ ସମସ୍ତ ଆବେଦନ ବାତିଲ

କଟକ,୨୭ା୫(କାର୍ତ୍ତିକ ସାହୁ) ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ଡେଣ୍ଟାଲ ସର୍ଜନ ପଦବୀରେ ନିଯୁକ୍ତି ପରୀକ୍ଷା ନିମନ୍ତେ ୨୦୨୫-୨୬ରେ ପ୍ରକାଶ କରିଥିବା ବିଜ୍ଞପ୍ତି ନଂ-୭କୁ ପ୍ରତ୍ୟାହାର କରିଛି।…

କେନ୍ଦୁଝରରେ କାଳବୈଶାଖୀ ତାଣ୍ଡବ; ଛିଣ୍ତିଲା ବିଦ୍ୟୁତ୍ ତାର, ଗଛ ପଡ଼ି ବୃଦ୍ଧା ଗୁରୁତର

କେନ୍ଦୁଝର,୨୭।୫ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକରେ ତାଣ୍ତବ ରଚିଛି କାଳବୈଶାଖୀ । ବୁଧବାର ସନ୍ଧ୍ୟାରେ ଜୋରରେ ପବନ ହେବାରୁ ପନିପରିବା ଫସଲ ସମେତ ଗଛ ଉପୁଡିଵା…

ତୈଳଦର ବୃଦ୍ଧି; ପାରଳାଖେମୁଣ୍ଡିରେ ବିଜେଡିର ବିକ୍ଷୋଭ ପ୍ରଦର୍ଶନ, ଟାୟାର ଜାଳି….

ଗଜପତି,୨୭।୫(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଠାରେ ପେଟ୍ରୋଲ ଓ ଡିଜେଲର ବର୍ଦ୍ଧିତ ଦର ପ୍ରତିବାଦରେ ଆଜି ବିଜେଡି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଜିଲା ସଭାପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri