କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ ୩ ବର୍ଷ ଜେଲ୍‌

ଭୁବନେଶ୍ୱର,୨୯ା୯(ବ୍ୟୁରୋ): କଂଗ୍ରେସ ବିଧାୟକ ତଥା ମେଟ୍ରୋ ବିଲ୍ଡର୍ସର ଏମ୍‌ଡି ମହମ୍ମଦ ମୋକିମଙ୍କୁ ଗୁରୁବାର ୩ ବର୍ଷ ଜେଲ୍‌ ଦଣ୍ଡାଦେଶ ଶୁଣାଇଛନ୍ତି ଭୁବନେଶ୍ୱର ଭିଜିଲାନ୍ସ କୋର୍ଟ। ଓଡ଼ିଶା ଗ୍ରାମ୍ୟ ଗୃହ ନିର୍ମାଣ ଓ ଉନ୍ନୟନ ନିଗମ  ଦୁର୍ନୀତି ମାମଲାରେ ତାଙ୍କୁ ଏହି ଦଣ୍ଡାଦେଶ ହୋଇଛି।

 

ଏଥିସହିତ ପୂର୍ବତନ ଆଇଏଏସ୍‌ ଅଫିସର ବିନୋଦ କୁମାର, କମ୍ପାନୀ ସେକ୍ରେଟାରୀ ସ୍ବସ୍ତିରଞ୍ଜନ ମହାନ୍ତି ଓ ମେଟ୍ରୋ ବିଲ୍ଡର୍ସର ନିର୍ଦ୍ଦେଶକ ପୀୟୂଷ ମହାନ୍ତିଙ୍କୁ ମଧ୍ୟ ୩ ବର୍ଷ ଲେଖାଏ ଜେଲ୍‌ ଦଣ୍ଡାଦେଶ ହୋଇଛି। ସମସ୍ତଙ୍କ ଉପରେ ୫୦ ହଜାର ଟଙ୍କା ଲେଖାଏ ଜରିମାନା କରାଯାଇଛି। ଅନାଦେୟ ହେଲେ ଅଧିକ ୬ ମାସ ଜେଲ୍‌ଦଣ୍ଡ ଭୋଗିବେ ବୋଲି କୋର୍ଟ ତାଙ୍କ ରାୟରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

BCCI Central Contract 2025-26: ଗିଲଙ୍କ ସମେତ ଏହି ଖେଳାଳିଙ୍କୁ  ଗ୍ରେଡ୍‌ A, ହେଲେ କୋହଲି-ରୋହିତଙ୍କୁ B; ନିରାଶ ହେଲେ…

ନୂଆଦିଲ୍ଲୀ,୯।୨: BCCI ୨୦୨୫-୨୬ ବର୍ଷ ପାଇଁ ସେଣ୍ଟ୍ରାଲ କଣ୍ଟ୍ରାକ୍ଟ ଲିଷ୍ଟ(କେନ୍ଦ୍ରୀୟ ଚୁକ୍ତି ତାଲିକା) ପ୍ରକାଶ କରିଛି। ଏଥିରେ ବଡ଼ ପରିବର୍ତ୍ତନ ହୋଇଛି। ତାଲିକାରୁ ଏ ପ୍ଲସ୍‌ (A+)…

ପ୍ରେମ ସପ୍ତାହରେ ରକ୍ତରଂଜିତ କାହାଣୀ: ତ୍ରିକୋଣୀୟ ପ୍ରେମକୁ ନେଇ ଜଘନ୍ୟ ହତ୍ୟାକାଣ୍ଡ

ଭୁବନେଶ୍ୱର,୯।୨: ରାଜଧାନୀ ଭୁବନେଶ୍ୱରରେ ଏକ ସିନେମା ଷ୍ଟାଇଲ୍‌ରେ ଘଟିଛି ଜଘନ୍ୟ ହତ୍ୟାକାଣ୍ଡ। ‘ଚକୋଲେଟ୍ ଡେ’ ପାଳନ ପରେ ପ୍ରେମିକର ବେକ କାଟି ହତ୍ୟା କରିବା ସହ ପ୍ରମାଣ…

ଚୁଟ୍‌କିରେ ଉଠାଇପାରିବେ PFରୁ ଟଙ୍କା: UPIରୁ ସିଧା ଆକାଉଣ୍ଟକୁ ଆସିବ, EPFO ଆଣୁଛି…

ନୂଆଦିଲ୍ଲୀ,୯।୨: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (ଇପିଏଫଓ)ର ପ୍ରାୟ ୮ କୋଟିରୁ ଅଧିକ ସଦସ୍ୟଙ୍କ ପାଇଁ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଶ୍ରମ ମନ୍ତ୍ରଣାଳୟ ଏକ…

ଗୁରୁବାର ଭାରତ ବନ୍ଦ ଡାକରା: କ’ଣ ରହିବ ଖୋଲା, କ’ଣ ବନ୍ଦ, ଜାଣନ୍ତୁ…

ନୂଆଦିଲ୍ଲୀ,୯।୨: କେନ୍ଦ୍ରୀୟ ଟ୍ରେଡ ୟୁନିଅନ ଦ୍ୱାରା କୃଷକ ସଂଗଠନଗୁଡ଼ିକର ଦୃଢ଼ ସମର୍ଥନ ସହିତ ଦେଶବ୍ୟାପୀ ଧର୍ମଘଟ ଡାକରା ଦିଆଯାଇଛି। ଫେବୃଆରୀ ୧୨ ତାରିଖ ଅର୍ଥାତ୍‌ ଗୁରୁବାର ଭାରତରେ…

ଆଇସକ୍ରିମ୍‌ ଖାଇ ୧୮ ପିଲା ଅସୁସ୍ଥ, ଡାକ୍ତରଖାନାରେ ଭର୍ତ୍ତି

ବାଙ୍କି , ୯।୨( ଶୁଭେନ୍ଦୁ ମହାପାତ୍ର): ଆଇସକ୍ରିମ୍‌ ଖାଇ ୧୮ ପିଲା ଅସୁସ୍ଥ । ଏଭଳି ଘଟଣା ବାଙ୍କି ଥାନା ଅନ୍ତର୍ଗତ ଭେଡା ରାମଚନ୍ଦ୍ରପୁର ପଞ୍ଚାୟତସ୍ଥିତ କୁମୁସର…

ଉପାସନାଙ୍କ ତେରଛା ବାଣର ଜବାବ ରଖିଲେ ସଞ୍ଜୟ ଦାସବର୍ମା, କହିଲେ ବିଜେଡି କିଣା ବିକାରେ…

ଭୁବନେଶ୍ୱର,୯।୨: ବିଧାୟିକା ଉପାସନାଙ୍କ ତେରଛା ବାଣର ଜବାବ ରଖିଲେ ସଞ୍ଜୟ ଦାସବର୍ମା। ଦାସବର୍ମା କହିଛନ୍ତି, ବିଜେଡି କିଣାବିକାରେ ବିଶ୍ୱାସ କରେନି।ସେଠାକାର ଜନପ୍ରତିନିଧି ପ୍ରଥମେ ବ୍ରହ୍ମଗିରିବାସୀଙ୍କ ଆକାଂକ୍ଷା ପୂରଣ…

ଚର୍ଚ୍ଚାରେ ପ୍ରଶାସନ, ଡାକ୍ତରଙ୍କୁ ମିଳିଲା ହସ୍ପିଟାଲରୁ କୁକୁର ଘଉଡ଼ାଇବା ପାଇଁ ଦାୟିତ୍ୱ

ଜୟପୁର,୯।୨: ରାଜସ୍ଥାନର ଜୟସଲମେର ଜିଲ୍ଲାର ସବୁଠାରୁ ବଡ଼ ସରକାରୀ ହସ୍ପିଟାଲ ସରକାରୀ ଜବାହାର ହସ୍ପିଟାଲରେ କୁକୁର ହଟାଇବା ଅଭିଯାନ ଚାଲିଛି । ହସ୍ପିଟାଲ ପ୍ରଶାସନ ଦ୍ୱାରା ଜାରି…

୧୦୦ ଟପିବ ପେଟ୍ରୋଲ ଦର? ଟ୍ରମ୍ପଙ୍କ ଯୋଗୁ ଗୋଟିଏ ଝଟକାରେ ହୁ ହୁ ହୋଇ ବଢ଼ିବାକୁ ଯାଉଛି ମୂଲ୍ୟ…!

ନୂଆଦିଲ୍ଲୀ,୯।୨: ଭାରତ ଏବଂ ଆମେରିକା ମଧ୍ୟରେ ନିକଟରେ ହୋଇଥିବା ଟ୍ରେଡ୍‌ ଡିଲ(ବାଣିଜ୍ୟ ଚୁକ୍ତି) ନେଇ ଜୋରଦାର ଚର୍ଚ୍ଚା ହେଉଛି। କାରଣ ଏହା ଭାରତର ସାଧାରଣ ନାଗରିକଙ୍କୁ ମହଙ୍ଗା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri