Posted inଜାତୀୟ

କଂଗ୍ରେସ ପ୍ରବକ୍ତାଙ୍କ ଘୋର ଆପତ୍ତି ଜନକ ବୟାନ

କଲବୁର୍ଗି,୧୩ ।୮: ଦେଶରେ ପୁଣିଥରେ ମହିଳାଙ୍କୁ ନେଇ ଆପତ୍ତି ଜନକ ବୟାନ ସାମନାକୁ ଆସିଛି । ଏଥର କର୍ନାଟକର ପ୍ରଦେଶ କଂଗ୍ରେସ କମିଟି ପ୍ରବକ୍ତା ଓ ବିଧାୟକ ପ୍ରିୟାଙ୍କ ଖଡଗେ ଏହି ବୟାନ ଦେଇଛନ୍ତି । ବିଧାୟକ ପ୍ରିୟାଙ୍କ ଖଡଗେ ତାଙ୍କ ବୟାନରେ ରାଜ୍ୟରେ ଭାରତୀୟ ଜନତା ପାର୍ଟି(ଭାଜପା) ନେତୃତ୍ୱ ସରକାରଙ୍କ ଉପରେ ଗମ୍ଭିର ଅଭିଯୋଗ ଆଣିଛନ୍ତି । ସେ କହଛନ୍ତି, ରାଜ୍ୟରେ ସରକାରୀ ଚାକିରି ପାଇଁ ପୁରୁଷଙ୍କୁ ଟଙ୍କା ଦେବାକୁ ପଡୁଛି ଓ ଯୁବତୀମାନଙ୍କୁ କାହାସହ ଶୋଇବାକୁ ପଡୁଛି ।
କଂଗ୍ରେସର ପ୍ରଦେଶ ପ୍ରବକ୍ତା ଓ ବିଧାୟକ ଖଡଗେ ବେକାରୀ ସମସ୍ୟାକୁ ନେଇ ଭାଜପା ନେତୃତ୍ୱରେ ଥିବା ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିବାକୁ ପ୍ରୟାସ କରୁଥିଲେ । ଏତିକି ବେଳେ ସେ ଏହି ଘୋର ଆପତ୍ତିଜନକ ବୟାନ ଦେଇଛନ୍ତି । ଏହାସହ ଖଡଗେ ନିଯୁକ୍ତି ଘୋଟାଲର ଆଇନଗତ ଯାଞ୍ଚ ଅଥବା ବିଶେଷ ଯାଞ୍ଚ ଦଳ(ଏସଆଇଟି) ଦ୍ୱାରା ଯାଞ୍ଚ କରିବାକୁ ଦାବି କରିଛନ୍ତି ଓ ସରକାର ଫାଷ୍ଟ ଟ୍ରାକ କୋର୍ଟ କରନ୍ତୁ ବୋଲି ଦାବି କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଖୁବ୍‌ଶୀଘ୍ର ଲାଗୁ ହେବ ‘ୱାନ୍‌ ନେଶନ ୱାନ୍‌ ହେଲ୍‌ଥ’ ଯୋଜନା

ଭୁବନେଶ୍ୱର,୨୪ା୮(ବନ୍ଦନା ସେଠୀ): ଦେଶରେ ଖୁବ୍‌ଶୀଘ୍ର ଲାଗୁ ହେବ ‘ୱାନ୍‌ ନେଶନ ୱାନ୍‌ ହେଲ୍‌ଥ’ ବା ଏକ ଦେଶ, ଏକ ସ୍ବାସ୍ଥ୍ୟ ଯୋଜନା। ଏଥିସହ ଡାକ୍ତରମାନେ କିଭଳି ଡିଜିଟାଲ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଏଣିକି ପ୍ରତିବର୍ଷ ଯୋଗାଇ ଦିଆଯିବ ୩ଟି ମାଗଣା ଗ୍ୟାସ ସିଲିଣ୍ଡର

ଚେନ୍ନାଇ,୨୪।୮: ବିଧାନସଭାରେ ଏକ ବଡ଼ ଘୋଷଣା କରି ତାମିଲନାଡୁ ମୁଖ୍ୟମନ୍ତ୍ରୀ ଯୋଶେଫ ବିଜୟ କହିଛନ୍ତି ଯେ ‘ଅନ୍ନପୂର୍ଣ୍ଣି ସୁପର ସିକ୍ସ’ ଯୋଜନା ଅଧୀନରେ ପ୍ରତିବର୍ଷ ତିନୋଟି ମାଗଣା…

ଗୁପଚୁପ ଖାଇବା ପରେ ଆସିଲା ନିଦ; ବାକ୍ସ ଉପରେ ଶୋଇପଡ଼ିଲା ହନୁ ମାଙ୍କଡ଼, ଭାଇରାଲ ହେଉଛି Video

ପାଟଣା,୨୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଷ୍ଟେଟବ୍ୟାଙ୍କ ସମ୍ମୁଖରେ ରବିବାର ଏକ ରୋଚକ ଦୃଶ୍ୟ ଦେଖିବାକୁ ମିଳିଥିଲା। ବଜାର ଅଞ୍ଚଳର ବିଭିନ୍ନ ଦୋକାନରୁ ଖାଦ୍ୟ ମାଗି…

ହୀରାକୁଦ ଡ୍ୟାମର ଖୋଲିଲା ଆଉ ୩ ଗେଟ୍‌, ୮ ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସିତ

​ସମ୍ବଲପୁର,୨୪।୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ମୁଣ୍ଡରେ ବର୍ଷା ପରିମାଣ ବୃଦ୍ଧି ଯୋଗୁଁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ବନ୍ୟା ଜଳ ପ୍ରବେଶ ବୃଦ୍ଧି ପାଇଛି । ଫଳରେ…

ବିନା ଲାଇସେନ୍ସରେ ବିଭିନ୍ନ ବ୍ରାଣ୍ଡ୍‌ର ମଦ ବିକ୍ରି, ୩ ବ୍ୟବସାୟୀଙ୍କୁ ଗିରଫ କରି…

ଦିଗପହଣ୍ଡି,୨୪ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଚାନ୍ଦପୁର ଗ୍ରାମ ବଜାରରେ ଚିକିଟି ଏସ୍‌ଡିପିଓ ବିଶ୍ୱାମିତ୍ର ହରପାଲ, ଚିକିଟି ଫାଣ୍ଡି ଅଧିକାରୀ ଏସ୍‌ଆଇ…

ପରଘର ବାରଣ୍ଡାରେ ଚାଲିଛି ପାଠପଢ଼ା: ଅନ୍ଧକାରରେ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ

ଜୁନାଗଡ଼,୨୪ା୮(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ୍‌ର ଅନେକ ପ୍ରାଥମିକ ବିଦ୍ୟାଳୟର ଭିତ୍ତିଭୂମି ଦୟନୀୟ ଅବସ୍ଥାରେ ରହିଛି। ଫଳରେ ସେଠାକାର ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଅନ୍ଧକାର ମଧ୍ୟକୁ…

ପାରାଦୀପ ଜାହାଜ ବୁଡ଼ି ଘଟଣା: ଏବେ ବି ୨୨ ନାବିକଙ୍କର ମିଳିନି ପତ୍ତା, ଚାଲିଛି ଖୋଜା

ପାରାଦୀପ/ଭୁବନେଶ୍ୱର,୨୪।୮(ଶରତ ରାଉତ/ପି.ଟି.): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଅଭିମୁଖେ ଯାଉଥିବା ପାନାମା-ପତାକାବାହୀ ଜାହାଜ ‘ଏମ୍‌ଭି ଓସେନ ୱିନର୍‌’ ବଙ୍ଗୋପସାଗରରେ ବୁଡ଼ିଯାଇଛି। ପାରାଦୀପ ଉପକୂଳରୁ ପ୍ରାୟ…

ଅସ୍ଥିର ହେଲାଣି ବଙ୍ଗୋପସାଗର, ଅନେକ ରାଜ୍ୟରେ ହେବ ପ୍ରବଳ ବର୍ଷା IMD ଜାରି କଲା ସତର୍କତା

ନୂଆଦିଲ୍ଲୀ,୨୪।୮: ବିଶ୍ୱବ୍ୟାପୀ ପାଣିପାଗ ବିଜ୍ଞାନୀମାନେ ବର୍ତ୍ତମାନ ଏଲ ନିନୋର ସକ୍ରିୟତା ବିଷୟରେ ଆଲୋଚନା କରୁଛନ୍ତି; କିନ୍ତୁ ଏପର୍ଯ୍ୟନ୍ତ ଭାରତରେ କୌଣସି ଗୁରୁତ୍ୱପୂର୍ଣ୍ଣ ପ୍ରଭାବ ପରିଲକ୍ଷିତ ହୋଇନାହିଁ। ମୌସୁମୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri