କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତିଙ୍କ ପ୍ରତିକ୍ରିୟା, ସରକାରୀ ଦଳ ଇଚ୍ଛା ପ୍ରକାଶ….

ଭୁବନେଶ୍ବର,୨୩।୨: ଚାଷୀ ପ୍ରସଙ୍ଗରେ ଗୃହ ହୁଲସ୍ତୁଲ ହୋଇଛି । ବିଧାନସଭା ଠିକ ଭାବେ ଚାଲିପାରୁ ନାହିଁ । ଗୃହ ମୁଲତବୀ ରଖି ସର୍ବଦଳୀୟ ବୈଠକ ଡାକିଲେ ବାଚସ୍ପତି।  କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି ଶାସକ ଦଳକୁ କଡ଼ା ଟାର୍ଗେଟ କରିଛନ୍ତି । ବିଧାନସଭା ଚଳାଇବା ପାଇଁ ସରକାରୀ ଦଳ ଇଚ୍ଛା ପ୍ରକାଶ କରୁନି ବୋଲି ସେ କହିଛନ୍ତି ।

ଆଲୋଚନା ପାଇଁ ସରକାରୀ ଦଳ ପ୍ରସ୍ତୁତ ନୁହେଁ । ମୁକାବିଲା ପାଇଁ ପ୍ରସ୍ତୁତ ନଥିବାରୁ ପଛଘୁଞ୍ଚା ଦେଉଛନ୍ତି । ଚାଷୀମାନଙ୍କ ସମସ୍ୟା ନେଇ ସରକାର କିଛି କରୁନାହାଁନ୍ତି ।  ମଣ୍ଡିରେ ହଜାର ହଜାର ବସ୍ତା ଧାନ ପଡିଛି। ସରକାର ଏହା ଦେଖୁ ନାହାଁନ୍ତି। ବଜେଟ୍ ବେଳେ ଆଲୋଚନା କରି ଗୃହ ଚଳାଇଲେ। ଆମେ ମଣ୍ଡି ସମସ୍ୟାକୁ ନେଇ ମୁଲତବୀ ଦେଇଥିଲୁ। ହେଲେ ସରକାର ଆଲୋଚନାକୁ ଗଲେ ନାହିଁ।

ସାରା ବିଶ୍ୱରେ ଏପଷ୍ଟିନ ଫାଇଲ୍ସ ପ୍ରସଙ୍ଗ ନେଇ ଚର୍ଚ୍ଚା ହେଉଛି । ଏଥିରେ ପ୍ରଧାନମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀଙ୍କ ଲିଙ୍କ ଅଛି। ବିଶ୍ୱର ଅନେକ ଦେଶରେ କାର୍ଯ୍ୟାନୁଷ୍ଠାନ ହେଉଛି। ଭାରତରେ କାହିଁକି କାର୍ଯ୍ୟାନୁଷ୍ଠାନ ହେବ ନାହିଁ ବୋଲି ସେ ପ୍ରଶ୍ନ କରିଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମାର୍ଚ୍ଚ ୩୧ ସୁଦ୍ଧା ସମ୍ପତ୍ତି ତାଲିକା ନିର୍ଦ୍ଦେଶ, ଗ୍ରୁପ୍‌ ‘ଏ’ ଠାରୁ ଆରମ୍ଭ କରି…

ଭୁବନେଶ୍ୱର,୨୩ା୨: ଚଳିତ ବର୍ଷ ମାର୍ଚ୍ଚ ୩୧ ସୁଦ୍ଧା ସମ୍ପତ୍ତି ତାଲିକା ଦାଖଲ ପାଇଁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଗ୍ରୁପ ‘ଏ’ ଠାରୁ ଆରମ୍ଭ କରି ଗ୍ରୁପ…

ସାଇକେଲରେ ଚାରିଧାମ ଯାତ୍ରା କରି ଚର୍ଚ୍ଚାରେ ଶଙ୍କର, ଦୀର୍ଘ ୬ ମାସ ପରେ….

ଦାରିଙ୍ଗବାଡି,୨୩।୨(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ଏକ ପର୍ଯ୍ୟଟନକ୍ଷେତ୍ର। ଏହାର ପ୍ରଚାର କରିବା ଲକ୍ଷ୍ୟ ରଖିବା ସହ ସାରା ଭାରତ ବର୍ଷକୁ ସ୍ବଚ୍ଛତା ଓ ପରିବେଶ ସୁରକ୍ଷା…

ଧାନକିଣାର ଦୁର୍ନୀତି, ଜିଲାପାଳଙ୍କ କାର୍ଯ୍ଯାଳୟରେ ଧସେଇ ପଶିଲା ନବନିର୍ମାଣ କୃଷକ ସଂଗଠନ

ଖୋର୍ଦ୍ଧା,୨୩।୨: (ପ୍ରଭାତ ପାଣିଗ୍ରାହୀ) ଖୋର୍ଦ୍ଧା ଜିଲାରେ ଚାଲିଥିବା ଧାନକିଣାରେ ଚରମ ଅବ୍ୟବସ୍ଥା ନେଇ ପ୍ରତିବାଦ କରିଛି ନବନିର୍ମାଣ କୃଷକ ସଂଗଠନ । ଜିଲାପାଳଙ୍କ କାର୍ଯ୍ୟାଳୟକୁ ଧସେଇ ପଶିଛନ୍ତି…

କମବ୍ୟାକ କରିବେ Sanju Samson?ଅଭିଷେକ-ତିଲକ ଫ୍ଲପ ହେବା ପରେ କୋଚ ଦେଲେ…

ନୂଆଦିଲ୍ଲୀ,୨୩।୨: ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ୭୬ ରନର ଲଜ୍ଜିତ ପରାଜୟ ଟିମ ଇଣ୍ଡିଆର ଟେନସନକୁ ବୃଦ୍ଧି କରିଛି। ଏହି ପରାଜୟ ସହିତ…

ଫାଇନାଲରେ କେଉଁ ଟିମ ସହ ଖେଳିବ ଭାରତ? ରାହୁଲ ଦ୍ରାଭିଡ଼ କଲେ ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ,୨୩।୨: ୨୦୨୪ ଟି-୨୦ ବିଶ୍ୱକପ ଟାଇଟଲ ଜିତିଥିବା ଟିମ ଇଣ୍ଡିଆର ମୁଖ୍ୟ ପ୍ରଶିକ୍ଷକ ରାହୁଲ ଦ୍ରାବିଡ ଆଇସିସି ଟି-୨୦ ବିଶ୍ୱକପ ୨୦୨୬ ପାଇଁ ଏକ ସାହସିକ ଭବିଷ୍ୟବାଣୀ…

ରାଜ୍ୟରେ ସବୁଠି ବିକ୍ରି ହେଉଛି ଅପମିଶ୍ରିତ ଖାଦ୍ୟ, ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୨୩ା୨: ସୋମବାର ଗୃହରେ ଜୟପୁରର କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀ ପ୍ରତି ଖାଦ୍ୟର ମାନକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ ପ୍ରଶ୍ନ କରିଥିଲେ। ତାରା କହିଛନ୍ତି, ରାଜ୍ୟରେ ସବୁଠି…

ଗୁରୁତର ଅଭିଯୋଗ, ୟୁନୁସଙ୍କ ପୋଲ୍‌ ଖୋଲିଲେ ବାଂଲାଦେଶ ରାଷ୍ଟ୍ରପତି, କହିଲେ…

ଢାକା,୨୩।୨: ବାଂଲାଦେଶରେ ସରକାର ପରିବର୍ତ୍ତନ ପରେ ଏକ ଆଶ୍ଚର୍ଯ୍ୟଜନକ କଥା ହୋଇଛି। ରାଷ୍ଟ୍ରପତି ମହମ୍ମଦ ଶାହାବୁଦ୍ଦିନ ଏପରି ବୟାନ ଦେଇଛନ୍ତି ଯାହା ରାଜନୈତିକ ଝଡ଼ ସୃଷ୍ଟି କରିପାରେ।…

ଭୁବନେଶ୍ୱର କୋର୍ଟ ସାମ୍ମାରେ ଦୁର୍ଘଟଣା, ମହିଳାଙ୍କ ମୁଣ୍ଡ ଉପରେ ଚଢିଗଲା ଇନୋଭା

ଭୁବନେଶ୍ବର,୨୩।୨: ରାଜଧାନୀ ଭୁବନେଶ୍ବରରେ ସଡ଼କ ଦୁର୍ଘଟଣା । ମହିଳାଙ୍କୁ ଧକ୍କା ଦେଇ ମୁଣ୍ଡ ଉପରେ ଚଢି଼ଗଲା କାର୍ । ଭୁବନେଶ୍ୱର କୋର୍ଟ ସମ୍ମୁଖରେ ଏହି ଦୁର୍ଘଟଣା ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri