ବନ୍ଦ ପାଳନବେଳେ ବ୍ୟାନରରୁ କାଟି ବାହାର କରିଦେଲେ କଂଗ୍ରେସ ବିଧାୟକଙ୍କ ଫଟୋ, କମିଟିର ଅବହେଳା ପାଇଁ…

ଦାରିଙ୍ଗବାଡ଼ି,୧୭ା୭(ଅରୁଣ ସାହୁ): ସାରା ରାଜ୍ୟରେ ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ବନ୍ଦ ପାଳନ କରାଯାଉଥିବା ବେଳେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କଂଗ୍ରେସ କମିଟି ପକ୍ଷରୁ ମଧ୍ୟ ବନ୍ଦ ପାଳନ କରାଯାଉଛି। ତେବେ ବନ୍ଦ ପାଳନ ବେଳେ ଏକ ଅଭାବନୀୟ ପରିସ୍ଥିତି ଦେଖିବାକୁ ମିଳିଛି। ବ୍ଲକ କଂଗ୍ରେସ ପକ୍ଷରୁ ଦାରିଙ୍ଗବାଡ଼ି ଚାରି ଛକରେ ଦଉଡ଼ି ବାନ୍ଧି ରାସ୍ତା ଉପରେ ବାଇକ ରଖି ରାସ୍ତା ଅବରୋଧ କରାଯାଇଥିବା ବେଳେ ଦଳ ପକ୍ଷରୁ ଏକ ବ୍ୟାନର ଲଗାଯାଇ ବନ୍ଦ ପାଳନ କରାଯାଉଛି। ତେବେ ବ୍ୟାନରରେ ଜି. ଉଦୟଗିରି ବିଧାୟକ ପ୍ରଫୁଲ ପ୍ରଧାନଙ୍କ ଫଟୋକୁ କାଟି ବାହାର କରି ଦିଆଯାଇଛି।

ଏ ସମ୍ପର୍କରେ କଂଗ୍ରେସ କମିଟି ର ଦାରିଙ୍ଗବାଡ଼ି ବ୍ଲକ ସଭାପତି ସନ୍ତୋଷ ପ୍ରଧାନ, ବରିଷ୍ଠ କର୍ମୀ ସୁରେନ୍ଦ୍ର କୁମାର ସାହୁ, ସମ୍ପାଦକ ଶରତ ପ୍ରଧାନ, ତିଆଡ଼ି ନାୟକ, ପିଟର ଦିଗାଲଙ୍କ ସମେତ ବହୁ କଂଗ୍ରେସ କର୍ମୀ ବିଧାୟକଙ୍କ ଦାରିଙ୍ଗବାଡ଼ି କର୍ମୀଙ୍କୁ ଅବହେଳା କରୁଥିବା ଓ ଦଳକୁ ୨ ଫାଳ କରୁଥିବା ସହ ଦାରିଙ୍ଗବାଡ଼ି ପ୍ରତି ଉନ୍ନୟନ କାର୍ଯ୍ୟର ମଧ୍ୟ ବିଧାୟକ ଗୁରୁତ୍ୱ ଦେଉ ନ ଥିବା ବ୍ଲକ କଂଗ୍ରେସ କମିଟି ଅଭିଯୋଗ କରିବା ସହ ଦଳର ବରିଷ୍ଠ ତଥା ରାଜ୍ୟ ସଭାପତି ଭକ୍ତ ଚରଣ ଦାସ, ରାହୁଲ ଗାନ୍ଧୀ, ସୋନିଆ ଗାନ୍ଧୀ ରାଷ୍ଟ୍ରୀୟ ଅଧ୍ୟକ୍ଷ, କଂଗ୍ରେସ ନେତା ଅମିର ଚାନ୍ଦ ନାୟକ, ବ୍ଲକ ସଭାପତି ସନ୍ତୋଷ ପ୍ରଧାନଙ୍କ ସମେତ ବିଧାୟକ ପ୍ରଫୁଲ ଚନ୍ଦ୍ର ପ୍ରଧାନଙ୍କ ଫଟୋ ରହିଥିବା ବ୍ୟାନରରୁ କାଟି ବାହାର କରି ପ୍ରତିବାଦ କରାଯାଇଥିଲା। ବିଧାୟକଙ୍କ ଏଭଳି ଦାରିଙ୍ଗବାଡ଼ି ପ୍ରତି ଅବହେଳାକୁ ବ୍ଲକ କମିଟି ବରଦାସ୍ତ କରିବ ନାହିଁ ବୋଲି ବ୍ଲକ କମିଟି ଅଭିଯୋଗ କରିବା ସହ ଆମେ ପ୍ରଦେଶ କଂଗ୍ରେସ କମିଟିକୁ ଅଞ୍ଚଳବାସୀ ଭୋଟ୍‌ ଦେଇଥିଲୁ ଆମେ କଂଗ୍ରେସ ସହ ରହିଛୁ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ସବୁଠୁ ବିଶ୍ବାସଯୋଗ୍ୟ ଏହି ୩ଟି ବ୍ୟାଙ୍କ, RBI କଲା ବଡ଼ ଘୋଷଣା

ନୂଆଦିଲ୍ଲୀ,୫।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI), HDFC, ଏବଂ ICICI ବ୍ୟାଙ୍କକୁ ଦେଶର ସବୁଠାରୁ ସୁରକ୍ଷିତ ବ୍ୟାଙ୍କ ଭାବରେ...

ପୁଟିନଙ୍କ କାର୍‌ ଠାରୁ କେତେ ଦମଦାର୍‌ ମୋଦିଙ୍କ କାର୍‌? ଜାଣନ୍ତୁ ଦୁଇଟାଯାକର ଦାମ୍‌

ନୂଆଦିଲ୍ଲୀ,୫।୧୨: ଋଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ବିଶ୍ୱର ସବୁଠାରୁ ରହସ୍ୟମୟ ନେତାମାନଙ୍କ ମଧ୍ୟରୁ ଜଣେ ବୋଲି ବିବେଚନା କରାଯାଏ। ସେ ପ୍ରତ୍ୟେକ ଗସ୍ତରେ ଏକ ବୁଲେଟପ୍ରୁଫ...

ଫ୍ରାନ୍ସକୁ ହରାଇ ସେମିରେ ପହଞ୍ଚିଲା ଜର୍ମାନୀ

ଚେନ୍ନାଇ,୫ା୧୨: ସାତ ଥର ଚାମ୍ପିୟନ ଜର୍ମାନୀ ଶୁଟ୍‌ ଆଉଟ୍‌ରେ ଫ୍ରାନ୍ସକୁ ୩-୧ ଗୋଲ୍‌ରେ ପରାସ୍ତ କରି ଚଳିତ ଏଫ୍‌ଆଇଏଚ୍‌ ଜୁନିୟର ପୁରୁଷ ବିଶ୍ୱକପ୍‌ ହକି ଟୁର୍ନାମେଣ୍ଟର...

ଏହି ସବୁ ଅଞ୍ଚଳରେ ୯ ଘଣ୍ଟା ପାଇଁ ହେବ ବିଦ୍ୟୁତ୍‌ କାଟ, ସକାଳୁ…

ବରଗଡ଼,୪।୧୨(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ (ଓପିଟିସିଏଲ) ପକ୍ଷରୁ ୧୩୨/୩୩ କେ.ଭି. ପ୍ରଧାନପାଲି ଗ୍ରୀଡ ସବଷ୍ଟେସନରେ ବାର୍ଷିକ ରକ୍ଷଣାବେକ୍ଷଣ କାର୍ଯ୍ୟ ଲାଗି...

ପଡିବ ଶନିଙ୍କ ଭୟଙ୍କର ମହାଦଶା, ଏହି ରାଶି ଉପରେ ପଡିବ ଖରାପ ପ୍ରଭାବ

ଜ୍ୟୋତିଷ ଶାସ୍ତ୍ରରେ, ଶନି ଦେବଙ୍କୁ “କର୍ମଦାତା” ଏବଂ “ବିଚାରକ” ଭାବରେ ଜଣାଯାଏ। ସେ ବ୍ୟକ୍ତିମାନଙ୍କୁ ସେମାନଙ୍କ କାର୍ଯ୍ୟ ଆଧାରରେ ଶୁଭ କିମ୍ୱା ଅଶୁଭ ଫଳ ପ୍ରଦାନ...

ଶୀତ ପାଇଁ ସକାଳୁଆ ସ୍କୁଲ ବନ୍ଦ

କୋରାପୁଟ,୫ା୧୨(ଅମିତାଭ ବେହେରା)-କୋରାପୁଟ ଜିଲାରେ ଅସହ୍ୟ ଶୀତ ହେଉଥିବାରୁ ଫ୍ରେବୃଆରୀ ଯାଏ ସକାଳୁଆ କ୍ଲାସ ବନ୍ଦ ରଖିବାକୁ ଜିଲାପାଳ ମନୋଜ ସତ୍ୟବାନ ମହାଜନ ଏକ ନିର୍ଦ୍ଦେଶନାମା ଜାରି...

ପୁଟିନ୍‌ଙ୍କୁ ଗୀତା ଉପହାର ଦେଲେ ମୋଦି

ନୂଆଦିଲ୍ଲୀ,୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଗସ୍ତରେ ଭାରତ ଆସିଛନ୍ତି। ଏଡି ଅବସରରେ ରାଷ୍ଟ୍ରପତି ପୁଟିନ୍‌ଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଶ୍ରୀମଦ୍‌ଭଗବତ...

ପୂର୍ବତନ ଡିଏସ୍‌ପିଙ୍କ ଝିଅ ହାତ ଧରିଲେ ବୃନ୍ଦାବନର ପ୍ରବଚକ ଇନ୍ଦ୍ରେଶ ଉପାଧ୍ୟାୟ

ଜୟପୁର,୫ା୧୨: ପ୍ରବଚକ ଇନ୍ଦ୍ରେଶ ଉପାଧ୍ୟାୟ ଏବଂ ପୂର୍ବତନ ଡିଏସ୍‌ପିଙ୍କ ଝିଅ ସିପ୍ରା ଜୟପୁରର ଏକ ହୋଟେଲରେ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ପ୍ରସିଦ୍ଧ ମଥୁରାର ପ୍ରବଚକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri