Posted inଜାତୀୟ

‘କର୍ତ୍ତବ୍ୟ ପଥ’ ନାମକରଣକୁ ସ୍ବାଗତ କଲେ କଂଗ୍ରେସ ବିଧାୟକ

ଶିମ୍‌ଲା,୯।୯: ହିମାଚଳ ପ୍ରଦେଶର ଶିମଲା ଗ୍ରାମ୍ୟର କଂଗ୍ରେସ ବିଧାୟକ ବିକ୍ରମଦିତ୍ୟ ସିଂ ମୋଦି ସରକାରଙ୍କ ଦ୍ୱାରା ଦିଲ୍ଲୀର ରାଜପଥର ନାମ ପରିବର୍ତ୍ତନକୁ ସ୍ବାଗତ କରିଛନ୍ତି। ୟ ଫେସବୁକ ପୋଷ୍ଟରେ ସେ ଲେଖିଛନ୍ତି, ରାଜପଥରୁ କର୍ତ୍ତବ୍ୟ ପଥ ନାମ ପରିବର୍ତ୍ତନ କରିବା ଏକ ସ୍ବାଗତଯୋଗ୍ୟ ନିଷ୍ପତ୍ତି।
ସ୍ବର୍ଗତ ହିମାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀ ବିରଭଦ୍ର ସିଂ ଏବଂ ରାଜ୍ୟ କଂଗ୍ରେସ ସଭାପତି ପ୍ରତିଭା ସିଂଙ୍କ ପୁଅ ବିକ୍ରମଦିତ୍ୟ ଲେଖିଛନ୍ତି, ବ୍ରିଟିଶ ଶାସନ ଚାଲିଯାଇଛି, ପ୍ରତ୍ୟେକ କୋଠାରେ ସେମାନଙ୍କ ନାମ ମଧ୍ୟ ପରିବର୍ତ୍ତନ କରାଯିବା ଉଚିତ।
ଶହେ ବର୍ଷର ଇତିହାସରେ ତୃତୀୟ ଥର ପାଇଁ ରାଜପଥର ନାଁ ପରିବର୍ତ୍ତନ କରାଯାଇଛି। ପ୍ରଥମେ ଏହି ରାସ୍ତାକୁ କିଙ୍ଗ୍ସ ୱେ ବୋଲି କୁହାଯାଉଥିଲା। ଦେଶ ସୱାଧୀନ ହେବା ପରେ ୧୯୫୫ରେ ଏହାର ନାଁ ବଦଳାଯାଇ ରାଜପଥ ରଖାଯାଇଥିଲା। ଆଉ ଏବେ ଏହାର ନାଁ କର୍ତ୍ତବ୍ୟପ ଥକୁ ପରିବର୍ତ୍ତନ କରାଯାଇଛି। ଏ ସମ୍ପର୍କରେ ପ୍ରଧାନମନ୍ତ୍ରୀ ମୋଦି ସ୍ବାଧୀନତା ଦିବସ ଦିନ ମଧ୍ୟ ସୂଚନା ଦେଇଥିଲେ। ସେହିପରି ଇଣ୍ଡିଆ ଗେଟ କର୍ତ୍ତବ୍ୟ ପଥରେ ତିଆରି କରାଯାଇଥିବା ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୨୮ ଫୁଟ ଉଚ୍ଚ ପ୍ରତିମୂର୍ତ୍ତିକୁ ମଧ୍ୟ ମୋଦି ଅନାବରଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫୦%କୁ ବଢ଼ିବ ଅକ୍ଷୟ ଶକ୍ତି କ୍ଷମତା

ନୂଆଦିଲ୍ଲୀ, (ନ୍ୟୁ ଇଣ୍ଡିଆ ସମାଚାର) ୧୪ା୧୨: ସଦ୍ୟ ଶେଷ ହୋଇଥିବା ଗ୍ଲାସ୍‌ଗୋ ଜଳବାୟୁ ସମ୍ମିଳନୀରେ ଭାରତ ବ୍ୟକ୍ତିଗତ ସ୍ବାର୍ଥ ପରିବର୍ତ୍ତେ ସମଗ୍ର ବିଶ୍ୱର ହିତକୁ ଦୃଷ୍ଟି...

ଗୋଟିଏ ଭିଡିଓ ବଦଳାଇଥିଲା ପ୍ରଦୀପଙ୍କ ଭାଗ୍ୟ

ନୋଏଡା, ୨୩।୩: କିଛିଦିନ ତଳେ ଦିଲ୍ଲୀର ଏକ ମ୍ୟାକଡୋନାଲଡ ଷ୍ଟୋରରେ କାମ କରୁଥିବା ପ୍ରଦୀପ ମେହରାଙ୍କ ଏକ ଭିଡିଓକୁ ନେଇ ସାରା ଦେଶରେ ଚର୍ଚ୍ଚା ହୋଇଥିଲା।...

ରାହୁଲଙ୍କ ନାଗରିକତ୍ୱକୁ ନେଇ ପ୍ରଶ୍ନ

ନୂଆଦିଲ୍ଲୀ,୨୧ା୪(ପି.ଟି.): କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ନାଗରିକତା ଏବଂ ଶିକ୍ଷାଗତ ଯୋଗ୍ୟତାକୁ ନେଇ ପ୍ରଶ୍ନ ଉଠିଛି। ଏହି ପ୍ରସଙ୍ଗରେ ରାହୁଲ ନିଜକୁ ସ୍ବଚ୍ଛ ପ୍ରମାଣିତ କରନ୍ତୁ...

ବସ୍‌ରେ ନିଆଁ ଲାଗି ଜଳିଗଲେ ୭ ଯାତ୍ରୀ

କଲାବୁର୍ଗି,୩।୫: କର୍ନାଟକର କମଲାପୁରା ସହରରେ ଶୁକ୍ରବାର ଏକ ବସ୍‌ ଦୁର୍ଘଟଣା ଗସ୍ତ ହୋଇ ନିଆଁ ଲାଗି ଯାଇଥିଲା। ଫଳରେ ୭ ଜଣ ଯାତ୍ରୀ ପୋଡି ମୃତ୍ୟୁ...

ହାଇଦ୍ରାବାଦ୍‌ ଏନ୍‌କାଉଣ୍ଟର: ଏସ୍‌ଆଇଟି ଗଠନ ପାଇଁ ସୁପ୍ରିମ୍‌କୋର୍ଟରେ ଆବେଦନ; ଜୟା ବଚ୍ଚନ ଏବଂ ସ୍ବାତୀ ମାଲିଓ୍ବାଲଙ୍କ ବିରୋଧରେ ମାମଲା

ନୂଆଦିଲ୍ଲୀ,୭।୧୨: ହାଇଦ୍ରାବାଦ୍‌ ଏନ୍‌କାଉଣ୍ଟର ସପକ୍ଷରେ ମତାମତ ଦେଇଥିବା ରାଜ୍ୟ ସଭା ଏମ୍‌ପି ଜୟା ବଚ୍ଚନ ଏବଂ ଦିଲ୍ଲୀ ମହିଳା କମିଶନ ମୁଖ୍ୟ ସ୍ବାତୀ ମାଲିଓ୍ବାଲଙ୍କ ପାଇଁ...

କରୋନା ବାହାନାରେ ସରକାରୀ କାର୍ଯ୍ୟାଳୟରେ କର୍ମଚାରୀଙ୍କ ସଂଖ୍ୟା କମାଉଛନ୍ତି ସରକାର: ରାହୁଲ

ନୂଆଦିଲ୍ଲୀ, ୫।୯: କେନ୍ଦ୍ର ସରକାରଙ୍କ ଉପରେ ପୁଣିଥରେ ବର୍ଷିଛନ୍ତି ରାହୁଲ ଗାନ୍ଧୀ। ଶନିବାର ରାହୁଲ ଟୁଇଟ୍‌ କରି କହିଛନ୍ତି ଯେ, କରୋନା ବାହାନାରେ କେନ୍ଦ୍ର ସରକାରଙ୍କ...

କରାଚିରେ ଜରୁରୀ ଅବତରଣ କଲା ବିମାନ

ନୂଆଦିଲ୍ଲୀ,୫।୭: ଦିଲ୍ଲୀରୁ ଦୁବାଇ ଯାଉଥିବା ସ୍ପାଇସ୍‌ଜେଟ ବିମାନରେ ଯାନ୍ତ୍ରିକ ତ୍ରୁଟି ଦେଖାଯିବା ପରେ ବିମାନଟି ପାକିସ୍ତାନର କରାଚିରେ ମଙ୍ଗଳବାର ଜରୁରୀ ଅବତରଣ କରିଛି। ତେବେ ଏଥିରେ...

ସବୁ ଏକ୍‌ଜିଟ୍‌ ପୋଲ୍‌ ଭୁଲ୍‌: ଶଶି ଥରୁର

ନୂଆଦିଲ୍ଲୀ,୨୦।୫: ବରିଷ୍ଠ କଂଗ୍ରେସ ନେତା ଶଶି ଥରୁର ସୋମବାର ସମସ୍ତ ଏକ୍‌ଜିଟ୍‌ ପୋଲ୍‌ର ଆକଳନକୁ ଭୁଲ୍‌ ବୋଲି କହିଛନ୍ତି। ସେ କହିଛନ୍ତି, ମେ ୨୩ ପର୍ଯ୍ୟନ୍ତ...

Advertisement
Archives

Model This Week