Posted inଜାତୀୟ

କଂଗ୍ରେସର ଅର୍ଥ ଦୁର୍ନୀତି-କମିଶନ-ସାମ୍ପ୍ରଦାୟିକ ଦଙ୍ଗା: ଶାହା…

ଭୋପାଳ,୪।୧୧ : ରାଜ୍ୟ ବିଧାନସଭା ନିର୍ବାଚନ ପୂର୍ବରୁ ମଧ୍ୟପ୍ରଦେଶରେ ଏକ ସାଧାରଣ ସଭାକୁ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ସମ୍ବୋଧିତ କରିଛନ୍ତି। ତାଙ୍କ ଭାଷଣରେ ସେ କଂଗ୍ରେସ ପାର୍ଟିକୁ କଡ଼ା ସମାଲୋଚନା କରିବା ସହ ଦୁର୍ନୀତି, କମିଶନ, ସାମ୍ପ୍ରଦାୟିକ ଦଙ୍ଗା ଏବଂ ଅପରାଧିକ ରାଜନୀତିକୁ ନେଇ ଗଠିତ “୪-ସି ଫର୍ମୁଲା” ଅନୁସରଣ କରିଥିବା ଦଳ ବୋଲି କହିଛନ୍ତି। ମଧ୍ୟପ୍ରଦେଶକୁ ଏକ ଅସୁସ୍ଥ ରାଜ୍ୟରୁ ଏକ ସମୃଦ୍ଧ ରାଜ୍ୟରେ ପରିଣତ କରିଥିବା ଡବଲ ଇଞ୍ଜିନ ସରକାରଙ୍କର ସଫଳତାକୁ ଦର୍ଶାଇ ସେ ଭୋଟରଙ୍କୁ ଭାଜପାକୁ ଭୋଟ ଦେବାକୁ ଅନୁରୋଧ କରିଛନ୍ତି।

ଅମିତ ଶାହା କମଲ ନାଥଙ୍କୁ ଟାର୍ଗେଟ କରି କହିଛନ୍ତି ଯଦି କଂଗ୍ରେସ କ୍ଷମତାକୁ ଆସେ ତେବେ ଲାଡଲି ବେହନା ଏବଂ କିଷାନ ସମ୍ମାନ ନିଧି ଭଳି ଯୋଜନା ବନ୍ଦ କରି ଜନ କଲ୍ୟାଣ ବଦଳରେ ସ୍ବାର୍ଥକୁ ପ୍ରାଧାନ୍ୟ ଦେବେ। ବିକାଶ ତଥା ଉତ୍ତମ ଶାସନ ପ୍ରତି ଭାଜପାର ପ୍ରତିବଦ୍ଧତା ଉପରେ ସେ ଆଲୋକପାତ କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର କ୍ରମାଗତ ଭାବରେ ଦଳିତ ତଥା ଆଦିବାସୀମାନଙ୍କ ପାଇଁ ବଜେଟ ବୃଦ୍ଧି କରିଛନ୍ତି। ମାତ୍ର କଂଗ୍ରେସ ସରକାର ଏହାକୁ ଅଣଦେଖା କରିଥିଲେ।

ରାଜ୍ୟରେ କମଲ ନାଥ ପ୍ରତ୍ୟାବର୍ତ୍ତନ କଲେ ସ୍ଥିତି ପୁଣି ସଙ୍କଟ ଜନକ ହେବ। ତେଣୁ ଲୋକେ ଭାବିଚିନ୍ତି ଭୋଟ ଦେବାକୁ ସେ ପରାମର୍ଶ ଦେଇଛନ୍ତି। ଯାହା ଦ୍ୱାରା ମଧ୍ୟପ୍ରଦେଶରେ ହାସଲ ହୋଇଥିବା ବିକାଶର ଗତି ବଜାୟ ରହିବ।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା, ଏଲପିଜି ବୁକିଂ ନିୟମରେ ହୋଇନି ପରିବର୍ତ୍ତନ

ନୂଆଦିଲ୍ଲୀ,୨୫।୩: ବିଭିନ୍ନ ମହଲରେ ରିପୋର୍ଟ ଆସିଛି ଯେ ସରକାର ଏଲପିଜି ବୁକିଂ ପାଇଁ ନିୟମ ପରିବର୍ତ୍ତନ କରିଛନ୍ତି। ଦୁଇଟି ସିଲିଣ୍ଡର କିମ୍ୱା ଡବଲ କନେକ୍ସନ ଥିବା ଗ୍ରାହକମାନଙ୍କୁ…

LPG ଅଭାବ ମଧ୍ୟରେ ଆହୁରି କଡ଼ାକଡ଼ି ହେଲା ନିୟମ: ବୁକିଂ ସମୟସୀମା ବଢିଲା, ଏଣିକି ଏତେ ଦିନ କରିବାକୁ ପଡିବ ଅପେକ୍ଷା

ନୂଆଦିଲ୍ଲୀ,୨୫।୩: ଏଲପିଜି ସିଲିଣ୍ଡରର ଅଭାବ ମଧ୍ୟରେ, ଗ୍ୟାସ କମ୍ପାନୀଗୁଡ଼ିକ ସେମାନଙ୍କର ବୁକିଂ ନିୟମରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛନ୍ତି। ଗ୍ରାହକମାନଙ୍କୁ ସେମାନଙ୍କର ପରବର୍ତ୍ତୀ ସିଲିଣ୍ଡର ବୁକ୍‌ କରିବା ପାଇଁ…

ଦେଶବାସୀଙ୍କ ପାଇଁ ଖୁସିଖବର: ଯୁଦ୍ଧ ମଧ୍ୟରେ ଏହି ୫ ବଡ଼ ନିଷ୍ପତ୍ତି ନେଲେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ କ’ଣ…

ନୂଆଦିଲ୍ଲୀ,୨୫।୩: ପଶ୍ଚିମ ଏସିଆରେ ଇରାନ, ଇସ୍ରାଏଲ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଭାରତ ସରକାର ଦେଶର ଅର୍ଥନୀତି ଏବଂ ସାଧାରଣ ଜନତାଙ୍କୁ ଏହାର ପ୍ରତିକୂଳ…

ଲକ୍ଷ୍ୟହୀନ ଯୁଦ୍ଧ

ଇରାନ୍‌ ଉପରେ ଆମେରିକା ଓ ଇସ୍ରାଏଲର ମିଳିତ ଆକ୍ରମଣ ପରେ ମଧ୍ୟପ୍ରାଚ୍ୟରେ ସୃଷ୍ଟି ହୋଇଥିବା ଯୁଦ୍ଧ ୨୩ ମାର୍ଚ୍ଚରେ ଭିନ୍ନ ମୋଡ଼ରେ ପହଞ୍ଚିଥିଲା। ଏହିଦିନ ଆମେରିକା ରାଷ୍ଟ୍ରପତି…

ଯୁଦ୍ଧ ପ୍ରଭାବ: ବଢ଼ିପାରେ ମଦ, ବିୟର ମୂଲ୍ୟ

ନୂଆଦିଲ୍ଲୀ,୨୫ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧକୁ ନେଇ ତୈଳ ଓ ଗ୍ୟାସ୍‌ ଆମଦାନୀ ବାଧାପ୍ରାପ୍ତ ହୋଇଥିବାରୁ ଭାରତରେ ଖାଉଟିଙ୍କ ଠାରୁ ଆରମ୍ଭ କରି ଶିଳ୍ପକ୍ଷେତ୍ର ପର୍ଯ୍ୟନ୍ତ ସମସ୍ୟା ବଢିବାରେ ଲାଗିଛି।…

ଇସ୍ରାଏଲର ବଡ଼ ଘୋଷଣା: ଏହି ସର୍ତ୍ତରେ ଇରାନ ସହିତ ବନ୍ଦ ହେବ ଯୁଦ୍ଧ, ବିଶ୍ୱରେ ପଡିଗଲା ଚହଳ

ନୂଆଦିଲ୍ଲୀ,୨୫।୩: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଯୁଦ୍ଧବିରତି ନେଇ ନିରନ୍ତର ପ୍ରଶ୍ନ ଉଠାଯାଉଛି। ଏହି ସମୟରେ, ଭାରତରେ ଇସ୍ରାଏଲର ରାଷ୍ଟ୍ରଦୂତ ରୁଭେନ ଆଜାର…

ଠିକଣା ପଚାରିବା ଆଳରେ ଅପହରଣ ଉଦ୍ୟମ: ରାୟଗଡ଼ାରେ ଅଳ୍ପକେ ବର୍ତ୍ତିଲା ୧୨ ବର୍ଷର ପିଲା, ସହରରେ ଚାଞ୍ଚଲ୍ୟ

ରାୟଗଡା, ୨୪।୩(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡା ସହର ଅଞ୍ଚଳରେ ଏକ ଚିନ୍ତାଜନକ ଘଟଣା ସାମ୍ନାକୁ ଆସିଛି। ଆଜି ରାତ୍ର ପ୍ରାୟ ସାଢେ ୮ଟା ସମୟରେ ଜଣେ ୧୨…

IPL ଇତିହାସର ସବୁଠାରୁ ବଡ଼ ଡିଲ: ରାଜସ୍ଥାନ ରୟାଲ୍ସ ପରେ ବିକ୍ରି ହୋଇଗଲା RCB, ରେକର୍ଡ ୧୬,୬୬୦ କୋଟିରେ କିଣିଲେ…

ନୂଆଦିଲ୍ଲୀ, ୨୪।୩: ଆଇପିଏଲ୍‌ ୧୯ତମ ସିଜନ ଆରମ୍ଭ ହେବାକୁ ମାତ୍ର ୪ ଦିନ ବାକି ଥିବା ବେଳେ କ୍ରିକେଟ ଜଗତରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri