ମନମୋହନଙ୍କ ବିୟୋଗରେ କଂଗ୍ରେସର ଶୋକ

କେନ୍ଦୁଝର,୨୭।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ଗୁରୁବାର ରାତିରେ ନୂଆଦିଲ୍ଲୀ ସ୍ଥିତ ଏମ୍ସ ହସ୍ପିଟାଲରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମନମୋହନଙ୍କ ବିୟୋଗରେ ଦେଶରେ ୭ ଦିନିଆ ରାଷ୍ଟ୍ରୀୟ ଶୋକ ପ୍ରକାଶ କରାଯାଇଛି। ଏଭଳିସ୍ଥିତିରେ ଶୁକ୍ରବାର କେନ୍ଦୁଝର କଂଗ୍ରେସ ଭବନରେ କେନ୍ଦୁଝର ଜିଲା ଯୁବ କଂଗ୍ରେସ କମିଟି ପକ୍ଷରୁ ଜିଲା ସଭାପତି ସୁନେଶ ଧୀରଙ୍କ ସଭାପତିତ୍ୱରେ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି l

ଏହି ଅବସରରେ ୨ ମିନିଟ ନୀରବ ପ୍ରାର୍ଥନା କରାଯାଇଥିଲା। ରାଜ୍ୟ କଂଗ୍ରେସ ସମ୍ପାଦକ ସଂଗ୍ରାମ ଦାସ, ରାଜ୍ୟ ମହିଳା କଂଗ୍ରେସ ଉପସଭାନେତ୍ରୀ ସଂଗୀତା ସିଂହ, ପୂର୍ବତନ ବିଧାୟକ ଇଂ.ସୁବର୍ଣ୍ଣ ନାୟକ, ପିସିସି ସଦସ୍ୟ ଲଳିତ ମୋହନ ନାୟକ, ଜିଲା କଂଗ୍ରେସ ମିଡ଼ିଆ ଅଧ୍ୟକ୍ଷ ଦିଲୀପ କୁମାର ସାହୁ, ସଦର ବିଧାନସଭା ଯୁବ କଂଗ୍ରେସ ସଭାପତି ସୌମ୍ୟରଞ୍ଜନ ରାଉତ, ସଦର ବ୍ଲକ କଂଗ୍ରେସ ସଭାପତି ଉତ୍ତମ କୁମାର ସାହୁ, ଜିଲା କଂଗ୍ରେସ ସୋସିଆଲ ମିଡ଼ିଆ ସଭାପତି ସୁଢଳ କୁମାର ସେଠୀ, କଂଗ୍ରେସ ନେତା ରତ୍ନାକର ଜେନା, ରଘୁନାଥ ପାତ୍ର, ଯୁବ କଂଗ୍ରେସ ନେତା ଅମିତ କୁମାର ରାଉତ, ସୁନୀଲ କୁମାର ମୁଣ୍ଡା, ସୁକୁମାର ପାଣିଗ୍ରାହୀ ପ୍ରମୁଖ ଉପସ୍ଥିତ ରହି ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚତୁର୍ଥ ବିବାହ କରିବେ ଶୋଏବ ମଲ୍ଲିକ! ଏହି ଅଭିନେତ୍ରୀଙ୍କୁ…

ଇସଲାମାବାଦ୍‌,୨୧।୨: ପୂର୍ବତନ ପାକିସ୍ତାନୀ ବ୍ୟାଟ୍ସମ୍ୟାନ ଶୋଏବ ମାଲିକ ତାଙ୍କ ବ୍ୟକ୍ତିଗତ ଜୀବନ ପାଇଁ ପ୍ରାୟତଃ ଚର୍ଚ୍ଚାରେ ଥାନ୍ତି। ମଲିକ ୨୦୨୪ ଆରମ୍ଭରେ ତୃତୀୟ ଥର ପାଇଁ ପାକିସ୍ତାନୀ…

ରାଜଧାନୀକୁ ପୁଣି ଦୋହଲାଇ ଦେବାକୁ ଟାର୍ଗେଟ କଲେଣି ଆତଙ୍କବାଦୀ, ଆଲର୍ଟରେ ସୁରକ୍ଷା ଏଜେନ୍ସି

ନୂଆଦିଲ୍ଲୀ,୨୧।୨: ସୁରକ୍ଷା ଏଜେନ୍ସିଗୁଡ଼ିକ ପୁଣି ଥରେ ଜାତୀୟ ରାଜଧାନୀ ଦିଲ୍ଲୀରେ ସମ୍ଭାବ୍ୟ ଆତଙ୍କବାଦୀ ଆକ୍ରମଣ ସମ୍ପର୍କରେ ସତର୍କ ସୂଚନା ଜାରି କରିଛନ୍ତି। ଗୁଇନ୍ଦା ସୂତ୍ରରୁ ସୂଚନା ଦିଆଯାଇଛି…

୧୫ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ଆଲର୍ଟ, ଝଡବର୍ଷା ହେବା ନେଇ ଚେତାଇଲା IMD

ନୂଆଦିଲ୍‌ଲୀ,୨୧।୨: ସାରା ଦେଶରେ ଗ୍ରୀଷ୍ମ ଋତୁ ଆସିସାରିଛି, ଏବଂ ଏବେ, ଖରା ପାଗ ସତ୍ତ୍ୱେ, ପ୍ରବଳ ଗରମ ଅନୁଭୂତ ହେବା ଆରମ୍ଭ ହୋଇଛି। ଦିଲ୍ଲୀ, ପଞ୍ଜାବ ଏବଂ…

ବୁଲେଟକୁ ଧକ୍କା ଦେଲା ବାଇକ: ଆଉ ତା’ପରେ…

ଭଞ୍ଜନଗର,୨୧।୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ସମ୍ମୁଖରେ ଶନିବାର ସକାଳେ ଏକ ବୁଲେଟ ଗାଡ଼ି ସହ ବାଇକ ମଧ୍ୟରେ ଧକ୍କା ହୋଇଛି।…

୫ ବର୍ଷ ବିତିଗଲା, ଅର୍ଦ୍ଧନିର୍ମିତ ଅବସ୍ଥାରେ ପଡ଼ିରହିଛି ଏମଏସଏମଇ ପାର୍କ

କେସିଙ୍ଗା,୨୧।୨(ତୁମେଶ୍ୱେର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର କୁର୍ଲୁପଡାଗ୍ରାମସ୍ଥିତ ଅଣୁ କ୍ଷୁଦ୍ର ଓ ମଧ୍ୟମ ଶିଳ୍ପ ଉଦ୍ୟାନ (ଏମଏସଏମଇ) ନିର୍ମାଣ କରିବା ପାଇଁ ୧୨ କୋଟି ଟଙ୍କା…

ଜମିରେ ପଡ଼ିଛି ମୃତଦେହ, ଉପରେ ପଡ଼ିଛି ସାଇକେଲ, ହତ୍ୟା ଅଭିଯୋଗ ଆଣି…

ଦେବଗଡ଼,୨୧ା୨(ଶଶାଙ୍କ ଶେଖର ଝାଙ୍କର ): ଦେବଗଡ଼ ଜିଲା ବାରକୋଟ ଥାନା ଦଣ୍ଡାସିଂହା ଗ୍ରାମ ନିକଟ ରାସ୍ତାକଡ଼ରୁ ଏକ ମୃତଦେହ ଜବତ ହୋଇଛି। ମୃତକ ଦଣ୍ଡାସିଂହା ଗ୍ରାମର ଶଙ୍କର…

ଗାଁରେ ଭୂତ ଭୟ ଘଟଣା, ଜିଲା ପ୍ରଶାସନ ସଚେତନ…..

ରାୟଗଡ଼ା,୨୧।୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଶୁକ୍ରବାର ଜିଲାସ୍ତରୀୟ ଡାହାଣୀ ପ୍ରଥା ନିଷେଧ ଓ ସଚେତନତା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଏହି…

କିସ୍‌ ହଷ୍ଟେଲ୍‌ରୁ ମିଳିଲା ଜଣେ ଛାତ୍ରଙ୍କ ମୃତଦେହ: ବଢୁଛି ସନ୍ଦେହ

ଭୁବନେଶ୍ୱର,୨୧।୨(ତ୍ରିନାଥ ମହାନ୍ତି):ଇନ୍‌ଫୋସିଟି ଥାନା ଅନ୍ତର୍ଗତ କିସ୍‌(କଳିଙ୍ଗ ଇନ୍‌ଷ୍ଟଚ୍ୟୁଟ୍‌ ଅଫ୍‌ ସୋସିିଆଲ ସାଇନ୍ସ)ରେ ଜଣେ ଛାତ୍ରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ଛାତ୍ର ହେଲେ ଚନ୍ଦନ ସବର। ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri