କୋରାପୁଟ ଏମ୍‌ପି ଛତିଶଗଡ଼ ଇନ୍‌ଚାର୍ଜ

ଭୁବନେଶ୍ୱର,୩।୬: କୋରାପୁଟ ଏମ୍‌ପି ସପ୍ତଗିରି ଉଲାକାଙ୍କୁ ଛତିଶଗଡ଼  ଦାୟିତ୍ୱ ଦେଇଛନ୍ତି କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ। ଏପରିକି ତାଙ୍କୁ ରାଷ୍ଟ୍ରୀୟ ସମ୍ପାଦକ ଭାବେ ନିଯୁକ୍ତ କରାଯାଇଛି।

ମିଳିଥିବା ସୂଚନା ଅନୁଯାୟୀ, କେନ୍ଦ୍ର ସରକାରଙ୍କ ବୈଦେଶିକ, ଅର୍ଥନୀତି ଏବଂ ସୁରକ୍ଷା ନୀତିର ସମୀକ୍ଷା ପାଇଁ ୨୦୨୦ରେ କଂଗ୍ରେସ ଅଧ୍ୟକ୍ଷା ତିନୋଟି କମିଟି ଗଠନ କରିଥିଲେ। ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ଏହି ସମସ୍ତ କମିଟିର ଅଧ୍ୟକ୍ଷ ରହିଥିଲେ। ଅର୍ଥନୈତିକ ପ୍ରସଙ୍ଗରେ ଗଠିତ କମିଟିରେ ପି. ଚିଦମ୍ବରମ, ମଲ୍ଲିକାର୍ଜୁନ ଖାଡଗେ ଓ ଦିଗ୍‌ବିଜୟ ସିଂହ ସଦସ୍ୟ ରହିଥିବା ବେଳେ ଜୟରାମ ରମେଶ ଆବାହକ ଭାବେ ରହିଥିଲେ।

ସେହିଭଳି ବୈଦେଶିକ ବ୍ୟାପାର କମିଟିରେ ଆନନ୍ଦ ଶର୍ମା, ଶଶୀ ଥରୁର୍‌ ଓ କୋରାପୁଟର ଏମ୍‌ପି ସପ୍ତଗିରି ଉଲାକାଙ୍କୁ ସ୍ଥାନ ମିଳିଥିଲା। ସପ୍ତଗିରିଙ୍କୁ ନୂଆ ଦାୟିତ୍ୱ ତାଙ୍କ ପାଇଁ ବେଶ ଗୁରତ୍ୱପୂର୍ଣ୍ଣ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋହନଙ୍କ ପ୍ରାର୍ଥିତ୍ୱ ରଦ୍ଦ, ବିନୋଦ କଂଗ୍ରେସ ଏମ୍‌ପି ପ୍ରାର୍ଥୀ

କେନ୍ଦୁଝର,୨୦ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଘୋଷଣା ହେବାର କିଛି ଦିନ ପରେ ଶନିବାର ଏଆଇସିସି କେନ୍ଦୁଝର ଲୋକ ସଭା ପ୍ରାର୍ଥୀ ମୋହନ ହେମ୍ବ୍ରମଙ୍କ ନାମ ପରିବର୍ତ୍ତନ କରି...

ଏହି ଆସନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୦ା୪: ଶନିବାର କଂଗ୍ରେସ ୧୬ ବିଧାନସଭା ଏବଂ ୩ ଲୋକ ସଭା ପାଇଁ ପ୍ରାର୍ଥୀ ଘୋଷଣା କରିଛି। ତେବେ କଂଗ୍ରେସ ୩ଟି ବିଧାନସଭା ଆସନରେ ଆଜି...

ନିମାପଡ଼ାରୁ ସୁରଙ୍କ ବଡ଼ପୁଅକୁ ଟିକେଟ୍ ଦେଲା କଂଗ୍ରେସ

ନୂଆଦିଲ୍ଲୀ,୨୦ା୪: ଓଡ଼ିଶାର ଚର୍ଚ୍ଚିତ ରାଜନେତା ସୁରେଶ ରାଉତରାୟଙ୍କ ବଡ଼ ପୁଅ ସିଦ୍ଧାର୍ଥ ରାଉତରାୟଙ୍କୁ ପୁରୀ ନିମାପଡ଼ାରୁ ପ୍ରାର୍ଥୀ କରିଛି କଂଗ୍ରେସ। ନିର୍ବାଚନ ତାରିଖ ଘୋଷଣା ହେବା...

୩ ଲୋକ ସଭା ପ୍ରାର୍ଥୀଙ୍କ ନାମ ଘୋଷଣା କଲା କଂଗ୍ରେସ

ଭୁବନେଶ୍ୱର,୨୦ା୪: ଶନିବାର କଂଗ୍ରେସ ଆଉ ୩ ଲୋକ ସଭା ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ସମ୍ବଲପୁରରୁ ଦୁଲାଲ ଚନ୍ଦ୍ର ପ୍ରଧାନଙ୍କୁ କଂଗ୍ରେସ ଲୋକ ସଭା ପ୍ରାର୍ଥୀ...

ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କଲା କଂଗ୍ରେସ, ଜାଣନ୍ତୁ କେଉଁ ଆସନରୁ କାହାକୁ ମିଳିଲା ଟିକେଟ୍‌

ଭୁବନେଶ୍ୱର,୨୦ା୪: ଶନିବାର କଂଗ୍ରେସ ତା’ର ଆଉ ୧୬ଟି ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଝାରସୁଗୁଡ଼ାରୁ ଅମିତା ବିଶ୍ୱାଳଙ୍କୁ କଂଗ୍ରେସ ପ୍ରାର୍ଥୀ କରିଥିବା ବେଳେ ବଡ଼ସାହିରୁ...

ବର୍ତ୍ତମାନ ସୁଦ୍ଧା କେଉଁ ଦଳ କେତେ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି, ଆଉ ରହିଲା କେତେ ଜାଣନ୍ତୁ…

ଭୁବନେଶ୍ୱର,୨୦ା୪: ସାଧାରଣ ନିର୍ବାଚନ ଯେତିକି ପାଖେଇ ଆସୁଛି ସମସ୍ତଙ୍କ ମଧ୍ୟରେ ଉତ୍ସାହ ସେତିକି ବଢ଼ି ଚାଲିଛି। ବିଶେଷକରି ଭୋଟରଙ୍କ ନଜର ତିନି ପ୍ରମୁଖ ଦଳ ଯଥା...

ବାରବାଟୀରେ ଗର୍ଜିଲେ ସମୀର ଦାଶ; ହଜାର ହଜାର ସମର୍ଥକ କହିଲେ ‘ସମୀର ନାହିଁ ତ ଶଙ୍ଖ ନାହିଁ’ 

ନିମାପଡ଼ା,୨୦।୪: ବିଜେଡି ପକ୍ଷରୁ ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ଟିକେଟ ମିଳିନାହିଁ। ଏହାକୁ ନେଇ ତାଙ୍କର ସମର୍ଥକଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି।...

ଜଙ୍ଗଲରେ ନିଆଁ: ସହରମୁହାଁ ଭାଲୁ, ଧରିବା ପାଇଁ ବନ ବିଭାଗ ନାକେଦମ୍‌

କୋରାପୁଟ,୨୦ା୪(ଅମିତାଭ ବେହେରା): ବର୍ତ୍ତମାନ କୋରାପୁଟର ବିଭିନ୍ନ ଜଙ୍ଗଲରେ ଲୋକେ ନିଆଁ ଲଗାଇଥିବା ବେଳେ ଏଥିଯୋଗୁ ଜଙ୍ଗଲରେ ଥିବା ବନ୍ୟପ୍ରାଣୀ ଏବେ ଖାଦ୍ୟ ଅନ୍ବେଷଣରେ ସହରମୁହାଁ ହେଉଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri