Posted inଜାତୀୟ

ବରିଷ୍ଠ କଂଗ୍ରେସ ନେତା ମନୀଷ ତିୱାରୀଙ୍କୁ କରୋନା: ଟୁଇଟ କରି ଦେଲେ ସୂଚନା

ନୂଆଦିଲ୍ଲୀ,୧୬।୧୧-ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ମନୀଷ ତିୱାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ସେ ସୋମବାର ଟୁଇଟ କରି ସୂଚନା ଦେଇଛନ୍ତି। ତାଙ୍କ କୋଭିଡ ରିପୋର୍ଟ ପଜିଟିଭ ଆସିଛି। ନିକଟରେ ଯେଉଁମାନେ ତାଙ୍କ ସଂସ୍ପର୍ଶରେ ଆସିଛନ୍ତି ସେମାନେ ନିଜକୁ ସତର୍କତା କରାନ୍ତୁ ବୋଲି ସେ ଅନୁରୋଧ କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ କମିଲା ସଂକ୍ରମଣ: ଆଜି ୩୬,୫୭୧ ଆକ୍ରାନ୍ତ ଚିହ୍ନଟ, ୫୪୦ ମୃତ

ନୂଆଦିଲ୍ଲୀ,୨୦ା୮: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୬,୫୭୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫୪୦ ଜଣଙ୍କ ମୃତ୍ୟୁ ଘଟିଛି। ଭାରତରେ ବର୍ତ୍ତମାନ ଆକ୍ଟିଭ...

କଶ୍ମୀରରେ ୨ ଆତଙ୍କବାଦୀ ଆକ୍ରମଣ; ପୋଲିସ ଅଫିସର ସମେତ ନାଗରିକଙ୍କ ମୃତ୍ୟୁ

ଶ୍ରୀନଗର,୨୨।୧୨: ଜାମ୍ମୁ କାଶ୍ମୀରରେ ବୁଧବାର ଆତଙ୍କବାଦୀଙ୍କ ଦ୍ୱାରା ଦୁଇଟି ପୃଥକ ଆକ୍ରମଣରେ ଜଣେ ପୋଲିସ ଅଫିସର ଏବଂ ଜଣେ ସାଧାରଣ ନାଗରିକଙ୍କ ମୃତ୍ୟୁ ଘଟିଛି। ଆତଙ୍କବାଦୀମାନେ...

ମେହେବୁବା ମୁଫତି ନଜର ବନ୍ଦୀ

ଶ୍ରୀନଗର,୧୨ ।୪: କଶ୍ମୀର ସଂଭାଗର ଶ୍ରୀନଗରରେ ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ମେହେବୁବା ମୁଫତିଙ୍କୁ ତାଙ୍କ ଘରେ ନଜର ବନ୍ଦୀ ରଖାଯାଇଛି । ମିଳିଥିବା ସୂଚନା ଅନୁଯାୟୀ,...

ଅଗ୍ନିପଥ, ଗୁଜରାଟ ଦଙ୍ଗାକୁ ନେଇ ସୁପ୍ରିମକୋର୍ଟ ଦେଇଥିବା ରାୟକୁ ସ୍ୱାଗତ କଲା ଭାଜପା

ହାଇଦ୍ରାବାଦ,୩ ।୭: ଭାରତୀୟ ଜନତା ପାର୍ଟି(ଭାଜପା)ର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ବୈଠକ ୨ ଦିନ ହେବ ହାଇଦ୍ରାବାଦରେ ଆରମ୍ଭ ହୋଇଛି । ଦ୍ୱିତୀୟ ଅର୍ଥାତ୍ ଶେଷ ଦିନରେ...

ବିହାରରେ ସ୍ଥାପନ କରାଯିବ ଜେଟଲୀଙ୍କ ପ୍ରତିମୂର୍ତ୍ତି: ନୀତୀଶ

ପାଟନା,୩୧।୮: ପୂର୍ବତନ କେନ୍ଦ୍ରମନ୍ତ୍ରୀ ସ୍ବର୍ଗତ ଅରୁଣ ଜେଟଲୀଙ୍କ ପ୍ରତିମୂର୍ତ୍ତି ବିହାରରେ ସ୍ଥାପନ କରାଯିବ ବୋଲି ଶନିବାର ସୂଚନା ଦେଇଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର। ସେ...

କରୋନା ଯୋଦ୍ଧାଙ୍କୁ ଆକ୍ରମଣ ପଡ଼ିବ ମହଙ୍ଗା: ୭ ବର୍ଷ ଜେଲ୍‌, ୫ଲକ୍ଷ ଜରିମାନା

ଲକ୍ଷ୍ନୌ,୬।୫: କରୋନା ଯୋଦ୍ଧାଙ୍କ ସୁରକ୍ଷାକୁ ନେଇ ଉତ୍ତରପ୍ରଦେଶ ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି। ବୁଧବାର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ ବୈଠକରେ ଉତ୍ତରପ୍ରଦେଶ...

ରିସାଟ୍‌-୨ବିଆର୍‌-୧ର ସଫଳ ଉତ୍‌କ୍ଷେପଣ କଲା ଇସ୍ରୋ: ସୀମା ଉପରେ ରଖିବ କଡ଼ା ନଜର

ଶ୍ରୀହରିକୋଟା,୧୧।୧୨: ଭାରତୀୟ ମହାକାଶ କେନ୍ଦ୍ର ଇସ୍ରୋ ପକ୍ଷରୁ ସଫଳତାର ସହିତ ରିସାଟ୍‌-୨ବିଆର୍‌-୧ର ଉତ୍‌କ୍ଷେପଣ କରାଯାଇଛି। ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟା ମହାକାଶ କେନ୍ଦ୍ରରୁ ବୁଧବାର ଅପରାହ୍ନ ୩ଟା ୨୫ରେ...

‘ଚାଇନା ବିରୋଧରେ ଚୁପ୍‌ କାହିଁକି’

ନୂଆଦିଲ୍ଲୀ, ୭ା୬: ଭାଜପା ନେତ୍ରୀ ନୂପୁର ଶର୍ମାଙ୍କ ମନ୍ତବ୍ୟକୁ ବିରୋଧ କରୁଥିବା ଇସ୍‌ଲାମୀୟ ଦେଶଗୁଡ଼ିକ ଚାଇନାରେ ମୁସଲମାନଙ୍କ ଉପରେ ହେଉଥିବା ଅତ୍ୟାଚାରକୁ ନେଇ ଚୁପ୍‌ କାହିଁକି...

Advertisement
Archives

Model This Week