Posted inଜାତୀୟ

ଦୀପାବଳୀରେ ବେସନ ଲଡୁ ତିଆରି କଲେ ରାହୁଲ ଗାନ୍ଧୀ, ଦୋକାନୀ କହିଲେ ବିବାହ କଲେ ମିଠା ପଠାଇବୁ

ନୂଆଦିଲ୍ଲୀ,୨୦।୧୦: କଂଗ୍ରେସ ନେତା ରାହୁଲ ଗାନ୍ଧୀ ସୋମବାର ଦୀପାବଳୀରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏହି ଅବସରରେ ସେ ପୁରୁଣା ଦିଲ୍ଲୀର ପ୍ରସିଦ୍ଧ ଘଣ୍ଟେୱାଲା ମିଠା ଦୋକାନକୁ ଯାଇ ଇମରତି ଓ ବେସନ ଲଡ୍ଡୁ ତିଆରି କରିଛନ୍ତି।

ରାହୁଲ ଏକ ଭିଡିଓ ଏକ୍ସରେ ପୋଷ୍ଟ କରି ଲେଖିଛନ୍ତି, “ଘଣ୍ଟେୱାଲାରେ ଇମରତି ଓ ଲଡ୍ଡୁ ହାତରେ ବନାଇବାକୁ ଚେଷ୍ଟା କଲି। ଶତାବ୍ଦୀ ପୁରୁଣା ଏହି ଦୋକାନର ମିଠା ଏବେ ବି ପାରମ୍ପରିକ ଓ ହୃଦୟସ୍ପର୍ଶୀ। ଦୀପାବଳୀର ମିଠା କେବଳ ଥାଳିରେ ନୁହେଁ, ସମ୍ପର୍କ ଓ ସମାଜରେ ମଧ୍ୟ।” ସେ ପଚାରିଛନ୍ତି, “ଆପଣ ଦୀପାବଳୀ କିପରି ମନାଉଛନ୍ତି?”

ଦୋକାନ ମାଲିକ ରାହୁଲଙ୍କୁ କହିଛନ୍ତି, “ଆମେ ଆପଣଙ୍କ ନାନା ନେହେରୁ, ଦାଦୀ ଇନ୍ଦିରା, ବାପା ରାଜୀବ ଓ ଦିଦି ପ୍ରିୟଙ୍କାଙ୍କୁ ମିଠା ଦେଇଛୁ। ଏବେ କେବଳ ଆପଣଙ୍କ ବିବାହର ଅପେକ୍ଷା। ଶୀଘ୍ର ବିବାହ କରନ୍ତୁ, ମିଠା ଆମ ଠାରୁ ନିଅନ୍ତୁ।” ରାହୁଲ ହସି ରହିଯାଇଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ ଅଧ୍ୟକ୍ଷତାରେ ବସିଲା CCSର ବଡ଼ ବୈଠକ; ସାମିଲ ହେଲେ NSA ଡୋଭାଲ, କ’ଣ ରହିଛି ପ୍ଲାନ

ନୂଆଦିଲ୍ଲୀ,୩୦।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ସଂସଦ ଭବନ ପରିସରରେ ଥିବା ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ CCSର ଏକ ଗୁରୁତ୍ବପୂର୍ଣ୍ଣ ବୈଠକ ବସିଛି । ଏହି ବୈଠକରେ ଜାତୀୟ…

‘CJPରେ ଯୋଗଦିଅ,୫୦ ହଜାର ମାସକୁ ପାଅ’! ସିନିୟର ମେମ୍ବର ହେବାକୁ…

ନୂଆଦିଲ୍ଲୀ,୩୦।୭: ‘କକ୍ରୋଚ୍ ଜନତା ପାର୍ଟି’ (CJP) ନାମରେ ସୋସିଆଲ ମିଡିଆରେ ଚାଲିଥିବା ଏକ କଥିତ ନକଲି ଅଭିଯାନ ସାମ୍ନାକୁ ଆସିଛି । ଯାହା ଗୁଇନ୍ଦା ସଂସ୍ଥାଗୁଡ଼ିକୁ ସତର୍କ…

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ମଧ୍ୟାହ୍ନ ଭୋଜନରେ ମିଳିବ ଚିକେନ ବିରିୟାନି!

ଚେନ୍ନାଇ,୩୦।୭: ତାମିଲନାଡୁ ସରକାରଙ୍କ ମଧ୍ୟାହ୍ନ ଭୋଜନ ଯୋଜନାରେ ଏକ ବଡ଼ ପରିବର୍ତ୍ତନ ଦେଖାଯାଇପାରେ । ରାଜ୍ୟ ସ୍କୁଲ ଶିକ୍ଷା ମନ୍ତ୍ରୀ ରାଜମୋହନ କହିଛନ୍ତି ଯେ ସରକାର ସପ୍ତାହରେ…

ରାସ୍ତାରେ ଘାଇ: ଅଧିକାଂଶ ଗାଁ ବାହ୍ୟଜଗତରୁ ବିଚ୍ଛିନ୍ନ

ନୂଆପଡ଼ା,୩୦ା୭ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ଲଘୁଚାପ ଜନିତ ଲଗାଣ ବର୍ଷାରେ ରାସ୍ତାରେ ଘାଇ ସୃଷ୍ଟି ହୋଇ ଅଧିକାଂଶ ଗାଁ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇଯାଇଛି। ନଈ, ନାଳ…

କୋହଲିଙ୍କ ଗୋଟିଏ ‘ଲାଇକ’ ବଦଳାଇ ଦେଲା ଏହି ଯୁବତୀଙ୍କ ଜୀବନ: ଏବେ…

ନୂଆଦିଲ୍ଲୀ,୩୦।୭:ସୋସିଆଲ ମିଡିଆ ଜଗତରେ ଗୋଟିଏ ‘ଲାଇକ’ କାହାର ଜୀବନ ବଦଳାଇପାରେ। ଏହାର ଏକ ପ୍ରମୁଖ ଉଦାହରଣ ହେଉଛନ୍ତି ଲିଜ। ଜଣେ ଦକ୍ଷିଣ ଆଫ୍ରିକାରେ ଜନ୍ମିତ ଜର୍ମାନ ମଡେଲ,…

ସମ୍ଭାବ୍ୟ ବନ୍ୟା ମୁକାବିଲା ପାଇଁ ପ୍ରଶାସନ ପ୍ରସ୍ତୁତ: ବିନା ଅନୁମତିରେ ମୁଖ୍ୟାଳୟ ଛାଡ଼ି ପାରିବେନି କୌଣସି ଅଧିକାରୀ

ଖୋର୍ଦ୍ଧା,୩୦ା୭(ପ୍ରଭାତ ପାଣିଗ୍ରାହୀ): ଆସନ୍ନ ବନ୍ୟା ପରିସ୍ଥିତି ମୁକାବିଲା ପାଇଁ ଖୋର୍ଦ୍ଧା ଜିଲା ପ୍ରଶାସନ ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିଛି ବୋଲି ଜିଲାପାଳ ଅମ୍ରିତ ଋତୁରାଜ ସୂଚନା ଦେଇଛନ୍ତି। ଏ…

ପେଲେଟ୍ ଗନ୍ ମାମଲାରେ ସୁପ୍ରିମକୋର୍ଟଙ୍କ ବଡ଼ ଟିପ୍ପଣୀ, SOP ନେଇ କେନ୍ଦ୍ରକୁ…

ନୂଆଦିଲ୍ଲୀ,୩୦।୭: ସୁପ୍ରିମକୋର୍ଟ ପେଲେଟ୍ ଗନ୍ ବ୍ୟବହାର ନେଇ SOP ସମ୍ପର୍କରେ କେନ୍ଦ୍ର ସରକାରଙ୍କ ଠାରୁ ଜବାବ ମାଗିଛନ୍ତି । କୋର୍ଟ ସୂଚିତ କରିଥିଲେ ଯେ ପେଲେଟ୍ ଗନ୍…

ଶ୍ରାବଣ ମାସ ପାଇଁ ଚଳଚଞ୍ଚଳ ଗାଁଠୁ ସହର: ଆଖଣ୍ଡଳମଣି ପୀଠ ସହ ଋଷିକୂଲ୍ୟା ନଦୀ ଘାଟ ସଫେଇ କଲେ ଯୁବଗୋଷ୍ଠୀ

ଗଞ୍ଜାମ,୩୦।୭(ବିଦ୍ୟାଧର ସାହୁ ): ଆସିଗଲା ଶ୍ରାବଣ ମାସ । ଜଳ ଭାର ନେଇ ବିଭିନ୍ନ ଶୈବ ପୀଠ ମୁଖେ ବାହାରିବେ କାଉଡିଆ । ଭୋଲ ବମ ହରହର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri