Posted inଜାତୀୟ

ଲୋକ ସଭାରୁ ଆଉ ୩ ଏମ୍‌ପି ନିଲମ୍ବିତ, ଏ ପର୍ଯ୍ୟନ୍ତ ୧୪୬ ଏମ୍‌ପିଙ୍କ ବିରୋଧରେ ହୋଇଛି କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୨୧।୧୨: ଲୋକ ସଭାରୁ ଆଉ ୩ ଏମ୍‌ପିଙ୍କୁ ନିଲମ୍ବିତ କରାଯାଇଛି। ଲୋକ ସଭା ବାଚସ୍ପତି ଗୃହକୁ ଅବମାନନା କରିବାକୁ ନେଇ ଚଳିତ ଶୀତକାଳୀନ ଅଧିବେଶନରୁ କଂଗ୍ରେସ ଏମ୍‌ପି ନକୁଳନାଥ, ଡି.କେ ସୁରେଶ ଏବଂ ଦୀପକ ବୈଜ୍‌ଙ୍କୁ ନିଲମ୍ବିତ କରିଛନ୍ତି। ଏହା ସହିତ ନିଲମ୍ବିତ ଏମ୍‌ପିଙ୍କ ସଂଖ୍ୟା ୧୪୬କୁ ବୃଦ୍ଧି ପାଇଛି ।

ଏମ୍‌ପିଙ୍କ ନିଲମ୍ବନ ପ୍ରକ୍ରିୟା ଡିସେମ୍ବର ୧୪ରେ ଆରମ୍ଭ ହୋଇଥିଲା, ଯେତେବେଳେ ବିରୋଧୀ ଏମ୍‌ପିମାନେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ସଂସଦର ସୁରକ୍ଷା ଉଲ୍ଲଂଘନ ସମ୍ପର୍କରେ ବିବୃତ୍ତି ଦାବି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୁଲଦୀପଙ୍କ ଦ୍ୱିତୀୟ ଇନିଂସ: ପିଲାଦିନର ବନ୍ଧୁ ବଂଶିକାଙ୍କ ସହ ବିବାହ ସମ୍ପନ୍ନ, ଧୁମ୍‌ ନାଚିଲେ…

ମସୁରୀ, ୧୪।୩: ଟିମ୍‌ ଇଣ୍ଡିଆର ଷ୍ଟାର୍‌ ସ୍ପିନର୍‌ କୁଲଦୀପ ଯାଦବଙ୍କ ପାଇଁ ମାର୍ଚ୍ଚ ୨୦୨୬ ସାରା ଜୀବନ ପାଇଁ ସ୍ମରଣୀୟ ହୋଇ ରହିବ। ଗତ ରବିବାର (୯…

୧୬ରେ କଂଗ୍ରେସର ସଂସଦ ଘେରାଉ ଆନ୍ଦୋଳନ

ନୂଆଦିଲ୍ଲୀ,୧୪ା୩: କେନ୍ଦ୍ର ସରକାର ନିକଟରେ କରିଥିବା ଆମେରିକା ସହ ବାଣିଜ୍ୟ ଚୁକ୍ତିନାମା ଦେଶ ପାଇଁ କ୍ଷତିକାରକ ହେବ ବୋଲି କଂଗ୍ରେସ ଅଭିଯୋଗ କରିଛି। ଏହାର ପ୍ରତିବାଦ ସ୍ବରୁପ…

ଦିଲ୍ଲୀ କ୍ୟାପିଟାଲ୍ସକୁ ବଡ଼ ଝଟ୍‌କା! ଲିଗ୍‌ ଆରମ୍ଭର ୧୪ ଦିନ ପୂର୍ବରୁ ଦଳ ଛାଡ଼ିଲେ…

ନୂଆଦିଲ୍ଲୀ, ୧୪।୩: ଆଇପିଏଲ ୨୦୨୬ ପାଇଁ ସମସ୍ତ ଦଳ ନିଜର ପ୍ରସ୍ତୁତି ଜୋରଦାର କରିଛନ୍ତି। କେଉଁଠି ନୂଆ ଜର୍ସି ଲଞ୍ଚ ହେଉଛି ତ କେଉଁଠି ଖେଳାଳିମାନେ ଅଭ୍ୟାସ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଏବେ ଏମାନଙ୍କୁ ମିଳିବ ନାହିଁ LPG ସିଲିଣ୍ଡର, ବଢ଼ିଲା ଚିନ୍ତା

ନୂଆଦିଲ୍ଲୀ, ୧୪।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପରିସ୍ଥିତିକୁ ଦୃଷ୍ଟିରେ ରଖି ଦେଶରେ ଗ୍ୟାସ ଯୋଗାଣକୁ ନେଇ ସାଧାରଣ ଜନତାଙ୍କ ମଧ୍ୟରେ ଚିନ୍ତା ବଢ଼ିବାରେ…

ଭେଟିବାକୁ ଆସିଲେନି ପ୍ରେମିକ, ବୈତରଣୀ ପୋଲ ଉପରୁ ଯୁବତୀଙ୍କ ଆତ୍ମହତ୍ୟା ଉଦ୍ୟମ; ପୋଲିସ ପହଞ୍ଚି…

ପାଟଣା, ୧୪।୩ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟ ନିକଟସ୍ଥ ବୈତରଣୀ ନଦୀ ପୋଲ ଉପରେ ଶନିବାର ଏକ ଚକିତ କଲାଭଳି ଘଟଣା…

IPL ଆରମ୍ଭ ପୂର୍ବରୁ ମହାଲଢ଼େଇ! RCBର କଟା ଘା’ରେ ଚୂନ ମାରିଲା KKR, କାବା ହେଲେ… 

ନୂଆଦିଲ୍ଲୀ,୧୪।୩: ଆଇପିଏଲ ୨୦୨୬ ସିଜନ ଆରମ୍ଭ ହେବାକୁ ମାତ୍ର ଦିନ କେଇଟା ବାକି। ନିକଟରେ ଟି-୨୦ ବିଶ୍ୱକପ ଶେଷ ହେବା ପରେ ଏବେ ପ୍ରଶଂସକ ଏହି ଟୁର୍ନାମେଣ୍ଟକୁ…

ଜେଲ୍‌ ଭିତରେ କଏଦୀ ମୃତ୍ୟୁ ଘଟଣା: ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ମୃତଦେହ ରଖି…

ବଲାଙ୍ଗୀର,୧୪ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କାରାଗାର ଭିତରେ ଶନିବାର ସକାଳେ ଜଣେ କଏଦୀ ଆତ୍ମହତ୍ୟା କରିଥିଲେ। ତେବେ ପରିବାର ଲୋକେ ଏହାକୁ ହତ୍ୟା ଘଟଣା ବୋଲି…

ଅନ୍ତର୍ଜାତୀୟ ସ୍ତରର ଅପମାନ ପାଇଲା ପାକିସ୍ତାନ: ରାଗରେ ନିଆଁବାଣ PCB

ନୂଆଦିଲ୍ଲୀ,୧୪।୩: IPL 2026 ଆରମ୍ଭ ହେବା ପୂର୍ବରୁ, କୋଲକାତା ନାଇଟ ରାଇଡର୍ସ (KKR) ଦଳ ମୁଖ୍ୟ ଖବର ପାଲଟିଛି। ଗୋଟିଏ ପଟେ, ହର୍ଷିତ ରାଣା ଆଘାତ ଯୋଗୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri