ବରୀରେ ଦେବାଶିଷ ନାୟକ ହେଲେ କଂଗ୍ରେସ ପ୍ରାର୍ଥୀ

ଭୁବନେଶ୍ୱର, ୫।୫: ରବିବାର ପାଞ୍ଚ ବିଧାନସଭା ଆସନରେ ପ୍ରାର୍ଥୀ ବଦଳିଛି କଂଗ୍ରେସ। ବରୀରେ ଆରତୀ ଦେଓଙ୍କ ସ୍ଥାନରେ ଦେବାଶିଷ ନାୟକଙ୍କୁ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ। ଦଳରେ ଯୋଗ ଦେବାର ଗୋଟିଏ ଦିନ ପରେ କଂଗ୍ରେସ ତାଙ୍କୁ ପ୍ରାର୍ଥୀ ଘୋଷଣା କରିଛି।

ଗତ ୨୦୦୦ ମସିହାରୁ ଲଗାତାର ଭାବେ ବିଜୁ ଜନତା ଦଳରୁ ର୍ନିବାଚନ ଲଢ଼ି ୪ ଥର ବିଧାୟକ ଭାବେ ର୍ନିବାଚିତ ହେବା ଓ ମନ୍ତ୍ରୀ ପଦ ହାତେଇଥିବା ଦେବାଶିଷ ନାୟକ ଶନିବାର ଆନୁଷ୍ଠାନିକ ଭାବେ ଜାତୀୟ କଂଗ୍ରେସ ଦଳରେ ଯୋଗ ଦେଇଥିଲେ।

ଗତ ୨୦୧୯ ସାଧାରଣ ର୍ନିବାଚନରେ ତାଙ୍କୁ ଶାସକ ଦଳ ତରଫରୁ ପ୍ରାର୍ଥୀ କରା ନ ଯାଇ ବରୀ ବ୍ଲକ ଅଧକ୍ଷା ସୁନନ୍ଦା ଦାସଙ୍କୁ ର୍ନିବାଚନକୁ ଓହ୍ଲାଇ ସଫଳତା ପାଇଥିଲା। ଦୀର୍ଘ ଦିନର ନୀରବତା ପରେ ନାୟକ ଦଳୀୟ ଟିକେଟ ଆଶାରେ ଭାଜପାରେ ଯୋଗ ଦେବା ଓ ପରବର୍ତ୍ତୀ ଅବସ୍ଥାରେ ବିଜେପି ଉମେଶ ଜେନାଙ୍କୁ ବରୀ ର୍ନିବାଚନ ମଣ୍ଡଳୀରୁ ପ୍ରାର୍ଥୀ କରିବା ପରେ ସେ ନିରାଶ ହୋଇ କଂଗ୍ରେସରେ ଯୋଗ ଦେଇଥିଲେ। ଏବେ କଂଗ୍ରେସ ଆରତୀ ଦେଓଙ୍କୁ ବଦଳ କରି ଦେବାଶିଷଙ୍କୁ ପ୍ରାର୍ଥୀ ଘୋଷଣା କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅବସର ପରେ ରାହାଣେଙ୍କ ବଡ଼ ବୟାନ, ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ କହିଦେଲେ ବଡ଼ କଥା

ନୂଆଦିଲ୍ଲୀ,୬।୮: ବୈଭବ ସୂର୍ଯ୍ୟବଂଶୀ ମାତ୍ର ୧୫ ବର୍ଷ ବୟସରେ ଭାରତ ପାଇଁ ଅନ୍ତର୍ଜାତୀୟ କ୍ରିକେଟ ଖେଳିଥିବା ସବୁଠାରୁ କନିଷ୍ଠ ଖେଳାଳି। ସେ ସେହି ଚୟନିତ କ୍ରିକେଟରଙ୍କ ମଧ୍ୟରୁ…

ନୀଳାଚଳଙ୍କ ନିବେଦନ ପରେ ସରପଞ୍ଚଙ୍କ ତତ୍ପରତା, ଖୁବଶୀଘ୍ର ମିଳିବ…

ଗଞ୍ଜାମ,୬ା୮ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ୍ ମଲାଡ ପଞ୍ଚାୟତ ଅନ୍ତର୍ଗତ ଲୁଙ୍ଗୁରୀ ଗ୍ରାମର ନୀଳାଞ୍ଚଳ ରାସ୍ତା କଡ଼ରେ ଗୋଟିଏ ନଡ଼ିଆ ବାହୁଙ୍ଗା ଓ ଜରି ପାଲ…

ଆଶାରାମ ବାପୁଙ୍କୁ ଲାଗିଲା ବଡ଼ ଝଟ୍‌କା: ଜାମିନ ଦେବାକୁ ମନା କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୬।୮: ଆଶାରାମ ବାପୁଙ୍କୁ ସୁପ୍ରିମକୋର୍ଟରୁ ଏକ ବଡ଼ ଝଟକା ଲାଗିଛି। ଜଣେ ନାବାଳିକା ବଳାତ୍କାର ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମ ବାପୁଙ୍କୁ ସୁପ୍ରିମକୋର୍ଟ ବର୍ତ୍ତମାନ ପାଇଁ…

ପଟ୍ଟନାୟକ ପୋଖରୀ ନବୀକରଣରେ ୫୫.୬୯ ଲକ୍ଷ ଟଙ୍କାର ଦୁର୍ନୀତି: ପୂର୍ବତନ ଯନ୍ତ୍ରୀ-ଏମ୍‌ଇ-ଠିକାଦାର ଗିରଫ

ପାରଳାଖେମୁଣ୍ଡି,୬ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିସ୍ଥିତ ପଟ୍ଟନାୟକ ପୋଖରୀର ପୁନରୁଦ୍ଧାର ଓ ନବୀକରଣ କାର୍ଯ୍ୟରେ ୫୫ ଲକ୍ଷ ୬୯ ହଜାର ୩୩ ଟଙ୍କାର ସରକାରୀ ପାଣ୍ଠି ଅପବ୍ୟବହାର…

ସ୍କୁଲ ଭିତରକୁ ପଶୁପଶୁ ଦୁଇ ଛାତ୍ରଙ୍କ ଉପରେ ଭୁଶୁଡ଼ି ପଡ଼ିଲା ଫାଟକ, ଆଉ ତା’ ପରେ…

ନନ୍ଦପୁର,୬ା୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ କସନ୍ଦି ପଞ୍ଚାୟତର କାଲାଡ଼ି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରବେଶ ଫାଟକ ଉପୁଡ଼ି ଗୁରୁବାର ଦୁଇ ଛାତ୍ର ଆହତ…

ଡିଭାଇଡରରେ ପିଟିହେଲା ଅତିକ ଅହମ୍ମଦଙ୍କ ପୁଅଙ୍କ କାର: ଚାଲିଗଲା ଜୀବନ

ଲକ୍ଷ୍ନୌ,୬।୮: ଏକ ସଡ଼କ ଦୁର୍ଘଟଣାରେ ଅତିକ ଅହମ୍ମଦଙ୍କ ପୁଅ ଅବନ ଅହମ୍ମଦଙ୍କ ସମେତ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି। ଉତ୍ତର ପ୍ରଦେଶର ଝାନ୍ସୀର ପୁଞ୍ଚ ଥାନା ଅଞ୍ଚଳରେ…

ଘରୋଇ କଳିର କରୁଣ ପରିଣତି, ବାପର କାଠ ଫାଳିଆ ମାଡ଼ରେ ପୁଅର ମୃତ୍ୟୁ

ଭବାନୀପାଟଣା,୬ା୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଲମପୁର ଥାନା ନୂଆଗୁଡ଼ାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବାପର କାଠ ଫାଳିଆ ମାଡରେ ଭେଣ୍ଡିଆ ପୁଅର…

Gen Zକୁ ନେଇ ପ୍ରଶାନ୍ତ କିଶୋରଙ୍କ ବଡ଼ ଭବିଷ୍ୟବାଣୀ: ଦୁଇ ବର୍ଷ ମଧ୍ୟରେ…ଶୁଣିଲେ ସରକାର ହେବେ ଛାନିଆ!

ନୂଆଦିଲ୍ଲୀ,୬।୮: ବାଙ୍କିପୁର ଉପନିର୍ବାଚନରେ ବଡ଼ ବିଜୟ ହାସଲ କରିବା ପରେ ଜନସୁରାଜ ପାର୍ଟିର ସଂସ୍ଥାପକ ପ୍ରଶାନ୍ତ କିଶୋର (PK) ପୁଣିଥରେ ଚର୍ଚ୍ଚାକୁ ଆସିଛନ୍ତି। ନିଜର ରାଜନୈତିକ ରଣନୀତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri