Posted inଜାତୀୟ

ଆଜି ‘ମହିଳା ଶକ୍ତି’ ନାମ ରହିବ କଂଗ୍ରେସର ‘ଭାରତ ଯୋଡୋ ଯାତ୍ରା’. ପ୍ରିୟଙ୍କା ଗାନ୍ଧୀ, ଝିଅ ମିରାୟା ସାମିଲ ହେବେ ରାହୁଲଙ୍କ ସହ

ନୂଆଦିଲ୍ଲୀ,୧୨ ।୧୨: କଂଗ୍ରେସର ‘ଭାରତ ଯୋଡୋ ଯାତ୍ରା’ ସୋମବାର ମହିଳା ଶକ୍ତି ନାମରେ ପରିଚତ ହେବ । ସୋମବାର ଏହି ଯାତ୍ରାରେ ରାହୁଲ ଗାନ୍ଧୀଙ୍କ ସହ କେବଳ ମହିଳାମାନେ ଚାଲିବେ । ଏହାକୁ ‘ନାରୀ ଶକ୍ତି ପଦଯାତ୍ରା’ ନାମ ଦିଆଯାଇଛି । କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଓ ତାଙ୍କ ଝିଅ ମିରାୟା ବି ଏହି ଯାତ୍ରାରେ ସାମିଲ ହେବେ । ଉଭୟ ରବିବାର ଅର୍ଥାତ୍ ୧୧ ଡିସେମ୍ବର ସନ୍ଧ୍ୟାରୁ ଏହି ଯାତ୍ରାରେ ସାମିଲ ହୋଇଛନ୍ତି । ଏଥିରେ କେବଳ ମହିଳାମାନେ ସାମିଲ ହେବେ ।
ସୂଚନାଯୋଗ୍ୟ, ଭାରତ ଯୋଡୋ ଯାତ୍ରା ଏବେ ରାଜସ୍ଥାନରେ ଚାଲିଛି । ସୋମବାର ବୁନ୍ଦିର ତେଜାଜି ମନ୍ଦିରରୁ ଯାତ୍ରାର ଆରମ୍ଭ କରାଯାଇଛି । ଯାତ୍ରାରେ ମହିଳାଙ୍କ ଭିଡ ଦେଖିବାକୁ ମିଳିଛି । ଏହି ଯାତ୍ରା ମାଧ୍ୟମରେ ରାହୁଲ ଗାନ୍ଧୀ ଲଗାତାର ଭାବେ ଲୋକଙ୍କ ସହ ଯୋଡି ହେଉଛନ୍ତି ଓ ସେମାନଙ୍କ ସମସ୍ୟାକୁ ଦେଶ ସାମ୍ନାରେ ରଖୁଛନ୍ତି । ଏଥର ବି ସେ ଜଣେ ଛାତ୍ର ଅମିତ ଦୁବେଙ୍କ ସହ ରାହୁଲ ସାକ୍ଷାତ୍ କରିଛନ୍ତି । ଅମିତ କହିଛନ୍ତି ସେ ଆର୍ମି ପାଇଁ ୨ ବର୍ଷ ପ୍ରସ୍ତୁତ ହେଲେ । ଫିଜିକାଲ ଓ ମେଡିକାଲ ଟେଷ୍ଟରେ ପାସ ବି ହେଲେ । ହେଲେ ନିଯୁକ୍ତି ରଦ୍ଦ କାରଣରୁ ପେପର ରଦ୍ଦ ହୋଇଗଲା ।
ତେବେ ସୋମବାର ‘ନାରୀ ଶକ୍ତି ପଦଯାତ୍ରା’କୁ ସଫଳ କରିବାକୁ ବହୁ ସଂଖ୍ୟାରେ ମହିଳା ଏଥିରେ ଯୋଗ ଦେବାକୁ କଂଗ୍ରେସ ଚେଷ୍ଟା କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ନୁଡୁଲ୍ସ ପ୍ୟାକେଟ୍‌ରୁ ୨ କୋଟିର ହୀରା ଜବତ

ମୁମ୍ବାଇ,୨୪ା୪:ସୀମାଶୁଳ୍କ ବିଭାଗ ଅଧିକାରୀମାନେ ମୁମ୍ବାଇ ବିମାନବନ୍ଦରରୁ ୬.୪୬ କୋଟି ଟଙ୍କାର ସୁନା ଓ ହୀରା ଜବତ କରିଛନ୍ତି। ଜଣେ ଯାତ୍ରୀ ନୁଡୁଲ୍ସ ପ୍ୟାକେଟରେ ହୀରାକୁ ଲୁଚାଇଥିବାବେଳେ...

ପବନକୁ ସମ୍ଭାଳି ପାରିଲାନି ବ୍ରିଜ୍‌

ହାଇଦ୍ରାବାଦ୍‌,୨୪ା୪:ତେଲଙ୍ଗାନାର ପେଦ୍ଦାପଲ୍ଲୀରେ ସୋମବାର ରାତି ୯ଟା ୪୫ରେ ଏକ ନିର୍ମାଣାଧୀନ ବ୍ରିଜ୍‌ ପବନକୁ ସମ୍ଭାଳି ନ ପାରି ଭୁଶୁଡ଼ିପଡ଼ିଛି। ଉକ୍ତ ବ୍ରିଜ୍‌ର ଏକ ଅଂଶ ଭାଙ୍ଗିଯାଇଛି।...

ମତଦାନ କମିବା ଆଶଙ୍କା

ନୂଆଦିଲ୍ଲୀ,୨୪ା୪: ଲୋକ ସଭା ନିର୍ବାଚନରେ ବିଜୟୀ ହୋଇ ଭାଜପା ତୃତୀୟ ଥର ସରକାର ଗଢ଼ିବାକୁ ଲକ୍ଷ୍ୟ ରଖିଥିବାବେଳେ ଏହାକୁ ଅଟକାଇବା ପାଇଁ ଇଣ୍ଡିଆ ମେଣ୍ଟ ଜୋର୍‌ଦାର...

ଏସିଆ ଦେଶରେ ଅଧିକ ପଡିଲା ଜଳବାୟୁ ପରିବର୍ତ୍ତନର ପ୍ରଭାବ, ୨ ମାସରେ ଭାରତରେ ୧୦୦ରୁ ଅଧିକ ମୃତ୍ୟୁ: ରିପୋର୍ଟ

ନୂଆଦିଲ୍ଲୀ/ଜେନେଭା,୨୩।୪: ସର୍ବାଧିକ ବିପର୍ଯ୍ୟୟ ପ୍ରଭାବିତ ଅଞ୍ଚଳ ସମ୍ପର୍କରେ ମିଳିତ ଜାତିସଂଘ (ଜାତିସଂଘ) ରିପୋର୍ଟ ପ୍ରକାଶ ପାଇଛି। ଏହି ଅନୁଯାୟୀ, ୨୦୨୩ରେ ପାଗ, ଜଳବାୟୁ ଏବଂ ଜଳ...

କଂଗ୍ରେସ ଶାସନ ସମୟରେ କାହିଁକି ପାକିସ୍ତାନ ଆକ୍ରମଣର ଜବାବ ଦିଆଯାଇ ନ ଥିଲା, କାରଣ କହିଲେ ଶାହା

ନୂଆଦିଲ୍ଲୀ,୨୩।୪: ଲୋକ ସଭା ନିର୍ବାଚନ -୨୦୨୪ର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ଅଭିଯାନ ଜୋରସୋରରେ ଚାଲିଛି। କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ମଙ୍ଗଳବାର ମହାରାଷ୍ଟ୍ରର ଆକୋଲା ଠାରେ...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପାଇଁ ସରିଲା ନିର୍ବାଚନ ପ୍ରଚାର, ଶୁକ୍ରବାର ପଡିବ ଭୋଟ୍‌

ନୂଆଦିଲ୍ଲୀ,୨୩।୪: ଆରମ୍ଭ ହୋଇଯାଇଛି ଦେଶର ସବୁଡାରୁ ମଡ଼ ମହାପର୍ବ ନିର୍ବାଚନ ୨୦୨୪। ତେବେ ଆଜି ୨ୟ ପର୍ଯ୍ୟାୟ ମତଦାନ ପାଇଁ ସରିଛି ପ୍ରଚାର । ଶେଷ...

ଟିକେଟ ବିକୁଛନ୍ତି ତେଜସ୍ବୀ ଯାଦବ: କଂଗ୍ରେସ ନେତା

ବାଲ୍ମିକିନଗର,୨୩।୪: ବିହାରର ବାଲ୍ମିକିନଗରରେ ଥିବା ଗ୍ରାଣ୍ଡ ଆଲାଇନ୍ସରେ ବିଦ୍ରୋହର ସ୍ବର ବୃଦ୍ଧି ପାଇବାରେ ଲାଗିଛି। ତେଜସ୍ବୀ ଯାଦବଙ୍କୁ ପୁଞ୍ଜିପତିମାନଙ୍କୁ ଟିକେଟ ବିକ୍ରି କରୁଥିବା ଅଭିଯୋଗ କରି...

ସବୁଠାରୁ ଧନୀ ପ୍ରାର୍ଥୀ

ନୂଆଦିଲ୍ଲୀ,୨୩।୪: ତେଲୁଗୁ ଦେଶମ ପାର୍ଟିର ଡାକ୍ତର ଚନ୍ଦ୍ର ଶେଖର ପେମାସାନୀ ଗୁଣ୍ଟୁର ଲୋକ ସଭା ଆସନରୁ ଆଜି ପର୍ଯ୍ୟନ୍ତ ଦାଖଲ କରାଯାଇଥିବା ପ୍ରାର୍ଥୀଙ୍କ ମଧ୍ୟରେ ସବୁଠାରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri