Odisha Elections 2024

ପୁରୀ ଲୋକ ସଭା ଆସନ ପାଇଁ ଜୟ ନାରାୟଣ ପଟ୍ଟନାୟକଙ୍କୁ ପ୍ରାର୍ଥୀ କଲା କଂଗ୍ରେସ

ଭୁବନେଶ୍ୱର,୪ା୫: କଂଗ୍ରେସ ଜୟ ନାରାୟଣ ପଟ୍ଟନାୟକଙ୍କୁ ପୁରୀ ଲୋକ ସଭା ଆସନ ପାଇଁ ପ୍ରାର୍ଥୀ କରିଛି। ଏହାପୂର୍ବରୁ ପାର୍ଟି ପାଣ୍ଠି ନ ମିଳିବାରୁ ହେତୁ ସୁଚରିତା ମହାନ୍ତି ଟିକେଟ ଫେରସ୍ତ କରିଥିଲେ।

ସେ ଅଖିଳ ଭାରତ କଂଗ୍ରେସ କମିଟି(ଏଆଇସିସି)କୁ ସୁଚରିତା ଚିଠି ଲେଖି ଜଣାଇବା ପରେ ଏନେଇ ରାଜନୀତି ଜୋର୍‌ ଧରିଛି। ପ୍ରଚାର ପାଇଁ ଦଳ ପାଣ୍ଠି ନ ଦେବାରୁ ଟିକେଟ ଫେରାଇଦେବା କଥା ସୁଚରିତା କହିବା ପରେ ଏହି ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି। ତେବେ ଏହି ପ୍ରସଙ୍ଗରେ ଓଡ଼ିଶା ପ୍ରଦେଶ କଂଗ୍ରେସ ପ୍ରଭାରୀ ଅଜୟ କୁମାର ସୁଚରିତାଙ୍କ କଥାକୁ ଖଣ୍ଡନ କରିଛନ୍ତି। ଏହାକୁ ନେଇ ଚର୍ଚ୍ଚା ବଢ଼ିବାରେ ଲାଗିଛି।
ଅଜୟ କୁମାର କହିଛନ୍ତି, ଦଳ ପାଣ୍ଠି ଦେଇଥାଆନ୍ତା। ପାଣ୍ଠିର କୌଣସି ସମସ୍ୟା ନ ଥିଲା। ମୁଖ୍ୟ କଥା ହେଲା, ପୁରୀରେ ଦଳ ପ୍ରାର୍ଥୀ ବଦଳାଇଥାଆନ୍ତା। ଗତ ୨ ତାରିଖରୁ ଦଳ କିଛି ସ୍ଥାନରେ ପ୍ରାର୍ଥୀ ବଦଳାଇବା ପାଇଁ ଚିଠି ପଠାଇ ସାରିଛି। ଦିନେ କିମ୍ବା ୨ଦିନ ଭିତରେ ଏହା ଘୋଷଣା ହୋଇଥାଆନ୍ତା। ସୁଚରିତା ଏହି କଥା ଜାଣି ସାରିଥିଲେ। ସେଥିପାଇଁ ଟିକେଟ ଫେରାଇ ଦେଇଛନ୍ତି ଓ ନିଜେ ନିଜର ଚିଠିକୁ ଭାଇରାଲ କରିଥିବା ଅଜୟ କହିଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ଜବାଗଡ଼ ନଦୀଘାଟରେ ଡଙ୍ଗାବୁଡ଼ି ଘଟଣା: ଆଜି ଉଦ୍ଧାର ହେଲା ନିଖୋଜ ଯୁବକଙ୍କ ମୃତଦେହ

କୋରାପୁଟ,୧୮ା୫(ଅମିତାଭ ବେହେରା): କୋରାପୁଟ ଜିଲା ନନ୍ଦପୁର ବ୍ଲକର ବିଲାପୁଟ ପଞ୍ଚାୟତ ଜବାଗଡ଼ ନଦୀଘାଟରେ ଗତ ଗୁରବାର ଡଙ୍ଗାବୁଡି ଘଟଣାରେ ନିଖୋଜ ଥିବା ସୁକୁ ପ୍ରଧାନୀ (୩୫)ଙ୍କ...

ପୁଣି ଏକ ଭିଡିଓ ଜାରି କରି ବର୍ଷିଲେ ନବୀନ

ଭୁବନେଶ୍ୱର,୧୮।୫: ପୁଣି ଏକ ଭିଡିଓ ଜାରି କରି ବର୍ଷିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ କହିଛନ୍ତି, ଓଡ଼ିଶା ପ୍ରସଙ୍ଗରେ କହିବା ଆଗରୁ ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ...

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ପୋଲିଂ କର୍ମଚାରୀ ପ୍ରସ୍ତୁତ, ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା

ଛତ୍ରପୁର,୧୮ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆସନ୍ତା ୨୦ ତାରିଖରେ ମତଦାନ ଅନୁଷ୍ଠିତ ହେବ। ଏହିଦିନ ଗଞ୍ଜାମ ଜିଲାରେ ଆସିକା ଲୋକ...

୩୪ ନଂ ଜୋନ୍‌ରେ କେନ୍ଦ୍ର ସରକାରଙ୍କ ଗ୍ୟାରେଣ୍ଟିକୁ ନେଇ ପ୍ରାର୍ଥୀଙ୍କ ଭୋଟ୍‌ ଭିକ୍ଷା

ହାଟଡିହୀ,୧୮।୫(ଶୁଭକାନ୍ତ ନାୟକ)କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ର ଅଧୀନ ହାଟଡିହୀ ବ୍ଲକର ୩୪ନଂ ଜୋନ୍‌ ଅଧୀନ ୭ଟି ପଞ୍ଚାୟତରେ ଭାଜପା ପକ୍ଷରୁ ନିର୍ବାଚନୀ ପ୍ରଚାର କରାଯାଇଛି।...

ଡଙ୍ଗା ତିଆରି କରୁଥିବା ସମୟରେ ଲାଗିଲା କରେଣ୍ଟ, ମତ୍ସ୍ୟଜୀବୀଙ୍କ ଜୀବନ ଗଲା

ଖଲ୍ଲିକୋଟ,୧୮ା୫(ପ୍ରଶାନ୍ତ କୁମାର ମିଶ୍ର): ଚିଲିକା କୂଳରେ ଡଙ୍ଗା ତିଆରି କରୁଥିବା ସମୟରେ ବିଦ୍ୟୁତ୍‌ ଆଘାତ ଲାଗି ଜଣେ ମତ୍ସ୍ୟଜୀବୀଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ମିଳିଥିବା ସୂଚନାନୁଯାୟୀ,...

‘ଭଡ଼ାଟିଆକୁ ଆଣି ଓଡ଼ିଶାରେ ନେତା କରିଛନ୍ତି ନବୀନ ବାବୁ’: ଧର୍ମେନ୍ଦ୍ର

ବାଲେଶ୍ୱର,୧୮।୫: ଶନିବାର ବାଲେଶ୍ବରରେ ବିଶାଳ ସମାବେଶ କରିଛନ୍ତି ଭାଜପାର ବରିଷ୍ଠ ନେତା। ଏହି ସମାବେଶରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ତଥା ଭାଜପାର ସମ୍ବଲପୁର ଲୋକ ସଭା...

ଗଞ୍ଜାମରେ ବଢୁଛି ନିର୍ବାଚନୀ ହିଂସା, ଅଧିକ ପୋଲିସ ଫୋର୍ସ ମୁତୟନ

ଛତ୍ରପୁର,୧୮ା୫(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲାରେ ବଢୁଛି ନିର୍ବାଚନୀ ହିଂସା। ଏହି ପରିପ୍ରେକ୍ଷୀରେ ଗଞ୍ଜାମ ପୋଲିସ ଜିଲା ପକ୍ଷରୁ ଆସିକା ଲୋକ ସଭା ଅଧୀନ ୭ ବିଧାନସଭା...

ଘରକୁ ଘର ବୁଲି ଭୋଟ୍‌ ପାଇଁ ନିବେଦନ କରୁଛନ୍ତି ପ୍ରାର୍ଥୀ

ହାଟଡିହୀ,୧୮ା୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ର ଅଧୀନ ହାଟଡିହୀ ବ୍ଲକର ପନ୍ଦାଡ଼ୋ ଏବଂ ଆନନ୍ଦପୁର ବ୍ଲକର ଶାଳବଣୀ ସହ ଆନନ୍ଦପୁର ମ୍ୟୁନିସିପାଲିଟିରେ ବିଜେଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri