୨୦ରୁ ରେଭେନ୍‌ଶାରେ ବିଜ୍ଞାନ ଓ ପରିବେଶ କଂଗ୍ରେସ

ଭୁବନେଶ୍ୱର,୧।୧୦ (ବ୍ୟୁରୋ): ରେଭେନ୍‌ଶା ବିଶ୍ୱବିଦ୍ୟାଳୟରେ ଆସନ୍ତା ୨୦ ତାରିଖରୁ ଦୁଇଦିନିଆ ୨୨ତମ ଓଡ଼ିଶା ବିଜ୍ଞାନ ଓ ପରିବେଶ କଂଗ୍ରେସ ଅନୁଷ୍ଠିତ ହେବ। ବିଶ୍ୱବିଦ୍ୟାଳୟ ଏବଂ ଓଡ଼ିଶା ପରିବେଶ ସମିତି ପକ୍ଷରୁ ଏହି ସମ୍ମିଳନୀ ଆୟୋଜନ ହେଉଥିବାବେଳେ ବିଷୟବସ୍ତୁ ରହିଛି ‘ସାମ୍ପ୍ରତିକ ଆହ୍ବାନଗୁଡ଼ିକୁ ଅତିକ୍ରମ କରିବାରେ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟାର ଭୂମିକା’। ବିଜ୍ଞାନର ବିବିଧ କ୍ଷେତ୍ରରେ ଘଟୁଥିବା ଅଗ୍ରଗତି ଏବଂ ଆମ ରାଜ୍ୟର ବିଜ୍ଞାନ ଗବେଷକଙ୍କ ଗବେଷଣା ଲବ୍ଧ ତଥ୍ୟ ଓ ସଫଳତା ବିଷୟରେ ଆଲୋଚନା କରି ନୂତନ ପିଢ଼ିକୁ ଦିଗ୍‌ଦର୍ଶନ ଦେବା ସହ ଉତ୍ସାହିତ କରିବା ଏହି ସମ୍ମିଳନୀର ପ୍ରମୁଖ ଆଭିମୁଖ୍ୟ ବୋଲି ବିଶ୍ୱବିଦ୍ୟାଳୟ ପକ୍ଷରୁ କୁହାଯାଇଛି।
ଏହି କଂଗ୍ରେସର ବିଭିନ୍ନ ଅଧିବେଶନରେ ବିଶିଷ୍ଟ ବୈଜ୍ଞାନିକମାନେ ଯୋଗଦେବେ। ବିଭିନ୍ନ ଗବେଷଣା କେନ୍ଦ୍ର ଓ ଉଚ୍ଚ ଶିକ୍ଷାନୁଷ୍ଠାନର ଗବେଷକ ଏବଂ ଛାତ୍ରୀଛାତ୍ର ମୌଖିକ ଓ ପୋଷ୍ଟର ମାଧ୍ୟମରେ ସେମାନଙ୍କ ସନ୍ଦର୍ଭ ଉଭୟ ଉପସ୍ଥାପନ କରିବେ। ଶ୍ରେଷ୍ଠ ସନ୍ଦର୍ଭ ଉପସ୍ଥାପନକାରୀଙ୍କୁ ମଧ୍ୟ ପୁରସ୍କାର ପ୍ରଦାନ କରାଯିବ। ସମ୍ମିଳନୀରେ ଗବେଷକ ଓ ଛାତ୍ରୀଛାତ୍ର ବହୁ ସଂଖ୍ୟାରେ ଯୋଗଦେବାକୁ ଆବାହକ ଡ. ଜୟକୃଷ୍ଣ ପାଣିଗ୍ରାହୀ ଓ ଆୟୋଜନ ସମ୍ପାଦକ ପ୍ରଫେସର ଲୁନା ସାମନ୍ତ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ବଦଳିଲା ଏହିସବୁ ନିୟମ: ବ୍ୟାଙ୍କ, LPG, UPI, ଟ୍ରେନ ଯାତ୍ରାରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧।୧୦:ଅକ୍ଟୋବର ମାସ ଆରମ୍ଭ ସହ ଦେଶରେ ବ୍ୟାଙ୍କିଂ, LPG, UPI, NPS, ଇନକମ ଟ୍ୟାକ୍ସ ଏବଂ ରେଳଯାତ୍ରା ସହ ଜଡ଼ିତ କିଛି ନିୟମରେ ପରିବର୍ତ୍ତନ ହୋଇଛି। ଏଥିରୁ…

ଗିଲ୍‌ଙ୍କୁ ମିଳିଲା ଏତିକି ଟଙ୍କାର ପୁରସ୍କାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଗୁଆହାଟୀ,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଧମାକାଦାର ଦ୍ୱିଶତକ ହାସଲ କରି ଦଳକୁ ଐତିହାସିକ ବିଜୟ ଦେବାରେ ବଡ଼ ଭୂମିକା ନେଇଛନ୍ତି।…

ଐତିହାସିକ ରେକର୍ଡ ହାସଲ କଲେ ହିଟ୍‌ମ୍ୟାନ୍‌: ଏମିତି ମାଇଲଷ୍ଟୋନ କରିବାରେ ବିଶ୍ୱର…

ଗୁଆହାଟୀ,୧।୧୦: ଭାରତୀୟ କ୍ରିକେଟ୍‌ର ଷ୍ଟାର୍‌ ବ୍ୟାଟର୍‌ ରୋହିତ ଶର୍ମା ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଆଉ ଏକ ବଡ଼ ମାଇଲଷ୍ଟୋନ ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ଘୂର୍ଣ୍ଣିବଳୟ ସକ୍ରିୟ: ଘଡ଼ଘଡି ସହ ବର୍ଷା ସମ୍ଭାବନା, ୟେଲୋ ୱାର୍ନିଂ

ଭୁବନେଶ୍ୱର,୧।୧୦(ସୌମ୍ୟରଞ୍ଜନ ରାଉତ):ଉତ୍ତର ମ୍ୟାନ୍‌ମାର, ବାଂଲାଦେଶ ଓ ବଙ୍ଗୋପସାଗର ଉପରେ ରହିଥିବା ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ର ମିଜୋରାମ, ତ୍ରିପୁରା ଓ ଦକ୍ଷିଣ-ପୂର୍ବ ବାଂଲାଦେଶ ଆଡ଼କୁ ଗତି କରିବା ସହ…

ମଇଁଷି ଚରାଇବାକୁ ଯାଇ ଆଉ ଫେରିଲେନି: କେନାଲରୁ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଗାଁରେ ଶୋକର ଛାୟା

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରଥମ ଢେପାଗୁଡ଼ା ଗ୍ରାମର ରଘୁ ମଲ୍ଲିକ (୬୩) ନାମକ ଜଣେ ବୃଦ୍ଧଙ୍କ ମୃତଦେହ କେନାଲ ପାଣିରୁ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଦିଗପହଣ୍ଡି ଗଞ୍ଜେଇ ଚୋରା ଚାଲାଣ ଘଟଣା: ଗିରଫ ହେଲେ ଅଭିଯୁକ୍ତ ୨ ଭାଇ, କାରବାର ପଛର ଗୁମର ଖୋଲିଲା…

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଏକ ବଡ଼ ସଫଳତା ହାସଲ କରିଛି। ଗଞ୍ଜେଇ କାରବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?