Posted inଜାତୀୟ

Election Result Update: ତେଲଙ୍ଗାନାରେ ଏକତରଫା ବିଜୟ ହାସଲ କରିପାରେ କଂଗ୍ରେସ, ଗୋଟିଏ ଆସନରେ କେସିଆର୍‌ ପଛୁଆ

ହାଇଦ୍ରାବାଦ,୩।୧୨: ତେଲଙ୍ଗାନାର ୧୧୯ ବିଧାନସଭା ଆସନ ଲାଗି ରବିବାର ଭୋଟଗଣତି ଜାରି ରହିଛି। ମୁଖ୍ୟମନ୍ତ୍ରୀ କେସିଆର୍‌ ୨ ଆସନରେ ଭାଗ୍ୟ ପରୀକ୍ଷା କରୁଛନ୍ତି । ତାଜା ଆକଳନ ଅନୁଯାୟୀ ସେ ଗଜଓ୍ବେଲ ଆସନରେ ୩୦୨ ଭୋଟରେ ଆଗୁଆ ଅଛନ୍ତି। ହେଲେ କାମାରେଡିରେ ସେ ପଛରେ ଚାଲିଛନ୍ତି। ଏହି ଆସନରେ କେସିଆର୍‌ଙ୍କୁ କଂଗ୍ରେସର ରେବନ୍ତ ରେଡ୍ଡୀ କଡ଼ା ଟକ୍କର ଦେଇ ଆଗୁଆ ଚାଲିଛନ୍ତି।

ତେଲଙ୍ଗାନାରେ ଦଳଗୁଡ଼ିକୁ ବହୁମତ ଲାଗି ୬୦ ସିଟ୍‌ରେ ବିଜେତା ହେବା ଆବଶ୍ୟକତା ରହିଛି। ଏବେ କଂଗ୍ରେସ ୬୦ ସିଟ୍‌ରେ ଆଗୁଆ ଥିବାରୁ ରାଜ୍ୟରେ ଦଳ ଏକତରଫା ବିଜୟ ହାସଲ କରିପାରେ ବୋଲି ଅନୁମାନ କରାଯାଉଛି।

କହିରଖୁଛୁ, ରାଜସ୍ଥାନର ୧୯୯ ନିର୍ବାଚନମଣ୍ଡଳୀରେ ଭୋଟଗଣନା ହେଉଥିବା ବେଳେ ମଧ୍ୟପ୍ରଦେଶର ୨୩୦, ଛତିଶଗଡ଼ର ୯୦, ତେଲଙ୍ଗାନା ୧୧୯ ଆସନରେ ଭୋଟଗଣତି ହେଉଛି। ଗତ ୩୦ ତାରିଖରେ ତେଲଙ୍ଗାନା ଭୋଟଗ୍ରହଣ ଶେଷ ହେବା ପରେ ବିଭିନ୍ନ ଗଣମାଧ୍ୟମ ପକ୍ଷରୁ ବୁଥ୍‌ ଫେରନ୍ତା ଜନମତ ସର୍ଭେ ରିପୋର୍ଟ ପ୍ରକାଶ ପାଇଥିଲା। ଛତିଶଗଡ଼, ତେଲଙ୍ଗାନାରେ କଂଗ୍ରେସ ଏବଂ ମଧ୍ୟପ୍ରଦେଶ, ରାଜସ୍ଥାନରେ ଭାରତୀୟ ଜନତା ପାର୍ଟି(ଭାଜପା) ଜିତିପାରେ ବୋଲି ଅଧିକାଂଶ ଗଣମାଧ୍ୟମ ପ୍ରକାଶ କରିଥିଲେ। ସେହିଭଳି ମିଜୋରାମ ଭୋଟଗଣନା ୩ ପରିବର୍ତ୍ତେ ୪ ତାରିଖରେ କରିବା ଲାଗି ନିର୍ବାଚନ କମିଶନ ନିଷ୍ପତ୍ତି ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଯୋଗୁ ହେବନାହିଁ ଭାରତ-ଇଂଲଣ୍ଡ ସେମିଫାଇନାଲ ମ୍ୟାଚ! ଆସିଲା ବଡ଼ ଅପଡେଟ୍‌, କ୍ରିକେଟ୍‌ ପ୍ରେମୀଙ୍କୁ ଝଟକା

ନୂଆଦିଲ୍ଲୀ,୪।୩: ICC ଟି-୨୦ ବିଶ୍ୱକପ ୨୦୨୬ରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ସେମିଫାଇନାଲକୁ ନେଇ ପ୍ରଶଂସକମାନେ ଉତ୍ସାହିତ ଅଛନ୍ତି। ତଥାପି, ମ୍ୟାଚ ପୂର୍ବରୁ, ସୋସିଆଲ ମିଡିଆରେ ଏକ…

ଭାରତ ପାଖେ କେତେ ଦିନ ପାଇଁ ଗଚ୍ଛିତ ଅଛି ଅଶୋଧିତ ତୈଳ, ସରିଗଲେ କ’ଣ ପ୍ରଭାବ ପଡିବ, ଜାଣନ୍ତୁ…

ନୂଆଦିଲ୍ଲୀ,୪।୩: ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ଯୋଗୁ ମଧ୍ୟପ୍ରାଚ୍ୟ ବଜାର ଅସ୍ଥିରତା ଅନୁଭବ କରୁଛି। ଯୁଦ୍ଧର ପ୍ରଭାବ କେବଳ ଅଶୋଧିତ ତୈଳ ଏବଂ ଶେୟାର…

ଯୁଦ୍ଧ ମଧ୍ୟରେ ଭାରତକୁ ବଡ଼ ଅଫର୍‌ ଦେଲା ରୁଷିଆ, ଯାରା ବିଶ୍ୱରେ ଚହଳ

ନୂଆଦିଲ୍ଲୀ,୪।୩: ଉପସାଗରୀୟ ଦେଶଗୁଡ଼ିକରେ ଯୁଦ୍ଧ ଭଳି ପରିସ୍ଥିତି ବିଶ୍ୱ ଶକ୍ତି ଯୋଗାଣକୁ ବିପଦରେ ପକାଇଛି। ଏହି ସଙ୍କଟ ସମୟରେ, ଭାରତର ଦୀର୍ଘକାଳୀନ ଏବଂ ବିଶ୍ୱସ୍ତ ବନ୍ଧୁ, ରୁଷିଆ…

ଆଜି ରଙ୍ଗର ପର୍ବ ହୋଲି: ସବୁଆଡେ କଡ଼ା ସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ୱର,୪।୩: ଆଜି ରଙ୍ଗର ଉତ୍ସବ ହୋଲି। ସାରା ଦେଶରେ ଉତ୍ସବର ମାହୋଲ। ଜଣେ ଜଣକୁ ରଙ୍ଗ ବୋଳି ଶୁଭ ମନାସୁଛନ୍ତି। ଅବିର ଓ ରଙ୍ଗର ତାଳେ ତାଳେ…

୪ର୍ଥ ଆସନ ପ୍ରଶ୍ନବାଚୀରେ…

ଭୁବନେଶର,୩।୩( ସୁନିତ ମିଶ୍ର): ଓଡ଼ିଶାରେ ୪ ରାଜ୍ୟ ସଭା ଆସନ ପାଇଁ ଆସନ୍ତା ମାର୍ଚ୍ଚ ୧୬ରେ ନିର୍ବାଚନ ହେବାକୁ ଯାଉଛି। କହିବାକୁ ଗଲେ ୩ଟି ଆସନରେ ଭୋଟ…

ବାଇକ୍‌ଙ୍କୁ ଧକ୍କା ଦେଇ ଚାଲି ଗଲା ଅଜଣା ଗାଡ଼ି, ଆରୋହୀଙ୍କ ମୃତ୍ୟୁ ପରେ ବଢିଲା ଉତ୍ତେଜନା, ବହୁ ସଂଖ୍ୟକ…

ବଲାଙ୍ଗୀର, ୩।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ସଦର ବ୍ଲକ କୁସଙ୍ଗ ନିକଟ ସାଲେକଦମଠାରେ ଏକ ଅଜଣା ଗାଡି ଧକ୍କାରେ ଜଣେ ବାଇକ୍‌ ଆରୋହୀଙ୍କ ମଙ୍ଗଳବାର ସାରେ ମୃତ୍ୟୁ…

ଯୌତୁକ ପାଇଁ ୫ ମାସର ଗର୍ଭବତୀଙ୍କୁ ହତ୍ୟା ଅଭିଯୋଗ: ବାପା ସକାଳେ ହୋଇଥିଲେ କଥା, ଅପରାହ୍ନରେ ପହଞ୍ଚିଲା ମୃତ୍ୟୁ ଖବର…

ଧର୍ମଶାଳା,୩।୩(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ଗଲଗଲିଶଙ୍ଖ ଗାଁରେ ବଧୁହତ୍ୟା ଅଭିଯୋଗ। ସେ ୫ମାସର ଗର୍ଭବତୀ ଥିଲେ। ତେବେ ତାଙ୍କୁ ଶାଶୁଘର ଲୋକେ…

ସାମନବାଡ଼ି ଛାତ୍ରାବାସରୁ ୧୦ ଛାତ୍ର ଫେରାର, ଏଯାଏ ମିଳୁନି ପତ୍ତା, ଚିନ୍ତାରେ ଅଭିଭାବକ; ଅଧିକାରୀଙ୍କ… 

ଦାରିଙ୍ଗବାଡି, ୩।୩ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ତିଲୋରୀ ପଞ୍ଚାୟତ ଅଧୀନ ସାମନବାଡି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଛାତ୍ରାବାସରୁ  ମଙ୍ଗଳବାର ମଧ୍ୟାହ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri