Posted inଜାତୀୟ

ଐତିହାସିକ ହେବ କଂଗ୍ରେସର ‘ଭାରତ ଯୋଡୋ ଯାତ୍ରା’, ୨୯ ଅଗଷ୍ଟରେ ଦଳ ଡକାଇଛି ଏଆଇସିସି ବୈଠକ

ନୂଆଦିଲ୍ଲୀ,୨୮ ।୮: କଂଗ୍ରେସର ଭାରତ ଯୋଡୋ ଯାତ୍ରାର ପ୍ରସ୍ତୁତି ଉପରେ ଚର୍ଚ୍ଚା କରିବାକୁ ଏଆଇସିସି ମୁଖ୍ୟାଳୟରେ ୨୯ ଅଗଷ୍ଟକୁ ଏଆଇସିସି ମହାସଚିବ, ପିସିସି ଅଧ୍ୟକ୍ଷ ଓ ଭାରତ ଯୋଡୋ ଯାତ୍ରାର ରାଜ୍ୟ ସମନ୍ୱୟକଙ୍କର ଏକ ବୈଠକ ଡାକିଛି ଦଳ । କଂଗ୍ରେସର ଏହା ଐତିହାସିକ ପଦଯାତ୍ରା ହେବ । ସେପ୍ଟେମ୍ବର ୭, ୨୦୨୨ରେ ଏହି ଯାତ୍ରା କନ୍ୟାକୁମାରୀରୁ ଆରମ୍ଭ ହୋଇ ଜମ୍ମୁ-କଶ୍ମୀରରେ ଶେଷ ହେବ । ତାମିଲନାଡୁରେ ଏହି ଯାତ୍ରା ୭ରୁ ୧୦ ସେପ୍ଟେମ୍ବର ପର୍ଯ୍ୟନ୍ତ ଚାଲିବ ଏହାପରେ ଏହି ପଦଯାତ୍ରା କେରଳରୁ ଆଗକୁ ଯିବ ।
କଂଗ୍ରେସର ମିଡିଆ ବିଭାଗ ମୁଖ୍ୟ ପୱନ ଖେଡା କହିଛନ୍ତି, ପାର୍ଟି ସେହି ଲୋକଙ୍କ ନାମକୁ ସ୍ୱୀକୁୃତି ଦେଇଛି ଯେଉଁମାନେ ରାଜ୍ୟରେ ଭାରତ ଯୋଡୋ ଯାତ୍ରାର ମିଡିଆ ଗତିବିଧିର ସମନ୍ୱୟ କରିବେ, ଯେଉଁଠାରୁ ଏହି ଐତିହାସିକ ଯାତ୍ରା ବାହାରିବ । କଂଗ୍ରେସ ପକ୍ଷରୁ ସେସବୁ ରାଜ୍ୟରେ ଭାରତ ଯୋଡୋ ଯାତ୍ରାର ମିଡିଆ ମିଡିଆ ଗତିବିଧିର ସମନ୍ୱୟ ପାଇଁ ଶୁକ୍ରବାର ନେତାଙ୍କୁ ନିଯୁକ୍ତ କରିଦେଇଛି । ଏହାସହ ଦଳ କହିଛି, ଆଜାଦ ଅବା ବିନା ଆଜାଦରେ ଦଳର ସଂଗଠନାତ୍ମକ ତନ୍ତ୍ର ଦୃଢ ସଂକଳ୍ପ ସହ ଆଗକୁ ବଢି ବଢିବ ।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ପୁଣି ଆନ୍ଦୋଳନ ଡାକରା ଦେଲା CJP! ଆଜି ରାତି ୮ଟାରେ ଦିଲ୍ଲୀରେ ହେବ…

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍, କୃଷକଙ୍କ ଆନ୍ଦୋଳନ ଏବଂ ପୋଲିସର ବଳପ୍ରୟୋଗ ବିରୋଧରେ ଦିଲ୍ଲୀରେ ରାଜନୈତିକ ସରଗରମ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ କକରୋଚ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

ଜୀରାନଦୀ ଜଳ ହେବ ସ୍ବଚ୍ଛ: ୧୭୮.୫୦ କୋଟି ଟଙ୍କାର ଏସଟିପି ପ୍ରକଳ୍ପ ପାଇଁ ମିଳିଲା ରାଜ୍ୟ ସରକାରଙ୍କ ମଞ୍ଜୁରୀ

ବରଗଡ଼,୨୧।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ମଧ୍ୟ ଦେଇ ପ୍ରବାହିତ ଜୀରାନଦୀକୁ ପ୍ରଦୂଷଣମୁକ୍ତ କରିବା ଏବଂ ସହରର ବ୍ୟବହୃତ ଜଳ ପରିଚାଳନା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ…

ମୋଦିଙ୍କ ଘର ଆଗରେ ଶୋଇଗଲେ ରାହୁଲ; ଉଠାଇ ନେଲା ପୋଲିସ, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍ ଏବଂ ଛାତ୍ରଛାତ୍ରୀଙ୍କ ଉପରେ ଦିଲ୍ଲୀ ପୋଲିସର ବଳପ୍ରୟୋଗ ବିରୋଧରେ ମଙ୍ଗଳବାର ଦିନ ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ କଂଗ୍ରେସ ପକ୍ଷରୁ ଧାରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri