Posted inଜାତୀୟ

ହରିୟାଣାରେ ଭାଙ୍ଗିପାରେ କଂଗ୍ରେସ ମେଣ୍ଟ, ଏକା ଚାଲିବ ଆପ୍‌

ଚଣ୍ଡୀଗଡ଼,୭ା୯: ହରିୟାଣା ବିଧାନସଭା ନିର୍ବାଚନରେ ଏକାକୀ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଯୋଜନା କରୁଛି ଆପ୍‌। ରବିବାର ଦଳ ଏହାର ପ୍ରଥମ ତାଲିକା ପ୍ରକାଶ କରିପାରେ। ଆମ ଆଦ୍‌ମୀ ପାର୍ଟି(ଆପ୍‌) ୫୦ଟି ଆସନରେ ନିର୍ବାଚନ ଲଢ଼ିପାରିବ।

ଏହାପୂର୍ବରୁ ସିଟ୍‌ ବାଣ୍ଟିବା ନେଇ କଂଗ୍ରେସ ଏବଂ ଆମ୍‌ ଆଦମୀ ପାର୍ଟି (ଏଏପି) ସହିତ ମଧ୍ୟ ଆଲୋଚନା ଚାଲିଥିଲା। ଶୁକ୍ରବାର ଆସନ ବାଣ୍ଟିବା ନେଇ ଦୁଇ ଦଳ ମଧ୍ୟରେ କୌଣସି ଚୁକ୍ତିନାମା ହୋଇପାରି ନ ଥିଲା। ଏହାକୁ ନେଇ ହରିୟାଣା ବିଧାନସଭା ନିର୍ବାଚନରେ ଦୁଇ ଦଳ ମଧ୍ୟରେ କୌଣସି ମେଣ୍ଟ ହେବ ନାହିଁ ବୋଲି କଳ୍ପନାଜଳ୍ପନା ଚାଲିଛି।

ସୂଚନାନୁସାରେ, ଆମ ଆଦମୀ ପାର୍ଟି ହରିୟାଣାରେ ୧୦ଟି ସିଟ୍‌ ଦାବି କରୁଥିବାବେଳେ କଂଗ୍ରେସ ଆମ ଆଦମୀ ପାର୍ଟିକୁ ୧୦ଟି ସିଟ୍‌ ଦେବାକୁ ପ୍ରସ୍ତୁତ ନୁହେଁ। ହରିୟାଣାରେ ନାମାଙ୍କନ ଦାଖଲ କରିବାର ଶେଷ ତାରିଖ ହେଉଛି ୧୨ ସେପ୍ଟେମ୍ବର।

ସୂଚନା ଯେ, ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ନେତୃତ୍ୱରେ ଦଳ ସହ ମିଳିତ ମେଣ୍ଟ ଉପରେ କଂଗ୍ରେସ ଦଳର କିଛି ନେତା ଆପତ୍ତି ଜଣାଇଛନ୍ତି। ସୂତ୍ରରୁ ଜଣାପଡିଛି ଯେ, ହୁଡା ଗୋଷ୍ଠୀ ଏବଂ ଅନ୍ୟ କେତେକ ନେତା ଆପ୍‌ ସହିତ ସିଟ୍‌ ବାଣ୍ଟିବାକୁ ବିରୋଧ କରୁଛନ୍ତି। ଏହି ନେତାମାନେ ବିଶ୍ୱାସ କରନ୍ତି ଯେ, ହରିୟାଣାରେ କେଜ୍‌ରିଓ୍ବାଲଙ୍କ ଦଳର କୌଣସି ବିଶେଷ ଆଧାର ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଦମ୍‌ଦାର ବିଜୟ: ୨-୧ରେ ସିରିଜ କବଜା କଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୬।୧୨: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା...

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri