Odisha Elections 2024
Posted inଜାତୀୟ

୨୦୨୪ ନିର୍ବାଚନ ପୂର୍ବରୁ ଭାରତ ଯୋଡୋ ଯାତ୍ରା ୨.୦ ଉପରେ ବିଚାର କରୁଛି କଂଗ୍ରେସ

ନୂଆଦିଲ୍ଲୀ.୧୫।୯: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଭାରତ ଯୋଡୋ ଯାତ୍ରା ସଫଳତା ପରେ ଏହାର ଦ୍ୱିତୀୟ ସଂସ୍କରଣକୁ ନେଇ କଂଗ୍ରେସରେ ଅନେକ ଆଲୋଚନା ଚାଲିଛି। ଏଥର ପୂର୍ବରୁ ପଶ୍ଚିମ ପର୍ଯ୍ୟନ୍ତ ଭାରତ ଯୋଡୋ ଯାତ୍ରାର ଦ୍ୱିତୀୟ ସଂସ୍କରଣ ଆୟୋଜନ କରିବାର ଆଲୋଚନା ହେଉଛି। ଆସନ୍ତା ବର୍ଷ ଲୋକ ସଭା ନିର୍ବାଚନ ପୂର୍ବରୁ ଏହି ଗସ୍ତ ଦଳକୁ ମଜବୁତ କରିବ ବୋଲି କୁହାଯାଉଛି। ତେବେ ଦଳର କିଛି ନେତା କହିଛନ୍ତି ଯେ, ଏହି ଯାତ୍ରା ନିର୍ବାଚନ ପ୍ରସ୍ତୁତିରୁ ଧ୍ୟାନକୁ ଦୂରେଇ ଦେଇପାରେ।

ସୂଚନାଯୋଗ୍ୟ, ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ ଭାରତ ଯୋଡୋ ଯାତ୍ରା ୨୦୨୨ ସେପ୍ଟେମ୍ବର ୭ରେ କନ୍ୟାକୁମାରୀରୁ ଆରମ୍ଭ ହୋଇଥିଲା। ଏହି ଯାତ୍ରା ୧୨ଟି ରାଜ୍ୟ ଦେଇ ଯାଇ ଜମ୍ମୁ-କଶ୍ମୀରରେ ଶେଷ ହୋଇଥିଲା। ଏହି ଯାତ୍ରା ୧୩୬ ଦିନରେ ପ୍ରାୟ ୪୦୦୦ କିଲୋମିଟର ଦୂରତା ଅତିକ୍ରମ କରିଥିଲା। ତେବେ ଭାରତ ଯୋଡୋ ଯାତ୍ରାର ଦ୍ୱିତୀୟ ସଂସ୍କରଣକୁ ନେଇ କଂଗ୍ରେସର ଆଲୋଚନା ତୀବ୍ର ହେବାରେ ଲାଗିଛି, ହେଲେ ଏହାର ତାରିଖ ସମ୍ପର୍କରେ ଏପର୍ଯ୍ୟନ୍ତ କୌଣସି ନିଷ୍ପତ୍ତି ନିଆଯାଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ତାସ ଭଳି ଅଲଗା ହୋଇଗଲେଣି ବିରୋଧୀ, ବାରାବାଙ୍କିରେ ମୋଦିଙ୍କ ଟାର୍ଗେଟ

ନୂଆଦିଲ୍ଲୀ,୧୭।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଉତ୍ତରପ୍ରଦେଶର ବାରବାଙ୍କି ଠାରେ ଏକ ନିର୍ବାଚନ ରାଲିକୁ ସମ୍ବୋଧିତ କରିଛନ୍ତି। ଏଠାରେ ସେ କଂଗ୍ରେସ ଏବଂ ସମାଜବାଦୀ ପାର୍ଟିକୁ...

ମହାରାଷ୍ଟ୍ରକୁ ନେଇ ବଡ ଭବିଷ୍ୟବାଣୀ କଲେ ଉଦ୍ଧବ ଠାକରେ

ମୁମ୍ବାଇ,୧୭।୫: ନିର୍ବାଚନ ପରିବେଶ ମଧ୍ୟରେ ଶିବସେନା (ୟୁବିଟି ଦଳ) ମୁଖ୍ୟ ଉଦ୍ଧବ ଠାକରେ ଏକ ବଡ଼ ଦାବି କରିଛନ୍ତି। ସେ ଆଶା କରୁଛନ୍ତି ଯେ ୨୦୨୪...

ରତନ ଟାଟାଙ୍କ ଏୟାର ଇଣ୍ଡିଆ ବିରୋଧରେ ମାମଲା ଚାଲିପାରିବ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୭ା୫: ଏୟାର ଇଣ୍ଡିଆ ଲିମିଟେଡ ସମ୍ବନ୍ଧରେ ଦେଶର ସର୍ବୋଚ୍ଚ ନ୍ୟାୟାଳୟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ମେ’ ୧୬ରେ ସୁପ୍ରିମକୋର୍ଟ କହିଛନ୍ତି, ଜାନୁଆରୀ ୨୦୨୨ରେ ଏୟାର...

ଓଡ଼ିଶା ପାଇଁ ଭାଜପା ଖୋଜୁଛି ମୁଖ୍ୟମନ୍ତ୍ରୀ ଫେସ୍‌, ଆଗରେ ଅଛନ୍ତି ଧର୍ମେନ୍ଦ୍ରଙ୍କ ସମେତ ଏସବୁ ନେତା

ନୂଆଦିଲ୍ଲୀ/ଭୁବନେଶ୍ୱର,୧୭।୫: ଲୋକ ସଭା ନିର୍ବାଚନ ସହିତ ଓଡ଼ିଶାରେ ବିଧାନସଭା ନିର୍ବାଚନ ମଧ୍ୟ ଅନୁଷ୍ଠିତ ହେଉଛି। ରାଜ୍ୟରେ ନିର୍ବାଚନରେ ଭାଜପା ଜୋରଦାର ପ୍ରତିଦ୍ୱନ୍ଦ୍ୱିତା କରୁଛି। କାରଣ ବିଜୁ...

ରାହୁଲ ଗାନ୍ଧୀଙ୍କ ବିବାହକୁ ନେଇ ଏକ ବଡ଼ କଥା କହିଲେ ଭଉଣୀ ପ୍ରିୟଙ୍କା, ଜାଣିଲେ…

ନୂଆଦିଲ୍ଲୀ,୧୭ା୫: ଲୋକ ସଭା ନିର୍ବାଚନରେ କଂଗ୍ରେସ ପ୍ରଚାରରେ ବ୍ୟସ୍ତ ଥିବା ପ୍ରିୟଙ୍କା ଗାନ୍ଧୀ ଭାଇ ରାହୁଲ ଗାନ୍ଧୀଙ୍କ ବିବାହ ସମ୍ପର୍କରେ ଏକ ବଡ଼ ବିବୃତ୍ତି ଦେଇଛନ୍ତି।...

ନା ମୁଁ ବୁଢା ହୋଇଛି..ନା ଅବସର ନେଇଛି..ଏବେ ମୁଁ ମୁକ୍ତ ଷଣ୍ଢ ପାଲଟି ଯାଇଛି: ବ୍ରିଜ ଭୂଷଣ

ନୂଆଦିଲ୍ଲୀ,୧୭।୫: ଉତ୍ତର ପ୍ରଦେଶର କେସିଆରଗଞ୍ଜ ଆସନରୁ ଟିକେଟ କଟିବା ପରେ ଭାଜପା ଏମପି ବ୍ରିଜ ଭୂଷଣ ଶରଣ ସିଂ ବର୍ତ୍ତମାନ ତାଙ୍କ ପୁଅ କରଣ ଭୂଷଣ...

ରାଜନୀତିର ଚାଣକ୍ୟ କୁହାଯିବାରୁ ଚମକିପଡ଼ିଲେ ଅମିତ ଶାହା: ଦେଲେ ଏମିତି ପ୍ରତିକ୍ରିୟା

ନୂଆଦିଲ୍ଲୀ,୧୭।୫: ଆଜିକାଲି କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ରାଜନୀତିର ଚାଣକ୍ୟ କୁହାଯାଉଛି। ଏନେଇ ନିଜେ ମତ ରଖିଛନ୍ତି ଅମିତ ଶାହା। ସେକହିଛନ୍ତି ଯେ ମୁଁ...

ପିକେଙ୍କ ଭବିଷ୍ୟବାଣୀ ବଢାଇପାରେ ରାଜନୀତିର ପାରା! କେତେ ଆସନରେ ଜିତିବ ଭାଜପା କହିଲେ ପ୍ରଶାନ୍ତ କିଶୋର

ନୂଆଦିଲ୍ଲୀ,୧୭।୫: ରାଜନୀତିର ବିଶ୍ଳେଷକ ବା ଚାଣକ୍ୟ କୁହାଯାଉଥିବା ପ୍ରଶାନ୍ତ କିଶୋର ଲୋକ ସଭା ନିର୍ବାଚନ ୨୦୨୪କୁ ନେଇ ଅନେକ ଭବିଷ୍ୟବାଣୀ କରିଛନ୍ତି। ସେ କହିଛନ୍ତି ଯେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri