Posted inଜାତୀୟ

ପ୍ରଧାନମନ୍ତ୍ରୀଙ୍କ ଏହି ଘୋଷଣା ବିରୋଧରେ ନିର୍ବାଚନ କମିଶନଙ୍କ ଦ୍ୱାରସ୍ଥ ହେବାକୁ ଯୋଜନା କରୁଛି କଂଗ୍ରେସ, ଜାଣନ୍ତୁ…

ନୂଆଦିଲ୍ଲୀ, ୭।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଏକ ଘୋଷଣା ବିରୋଧରେ ନିର୍ବାଚନ କମିଶନଙ୍କ ଦ୍ୱାରସ୍ଥ ହୋଇ ଅଭିଯୋଗ କରିବାକୁ ଯୋଜନା କରୁଛି କଂଗ୍ରେସ। ଉକ୍ତ ଯୋଜନା ଉପରେ ପ୍ରଶ୍ନ କିମ୍ବା ବିରୋଧ ନୁହେଁ ବରଂ ଏହାକୁ ନେଇ ଘୋଷଣା କରିବାର ସମୟ ଏବଂ ସ୍ଥାନକୁ ନେଇ କଂଗ୍ରେସ ଇସିଙ୍କ ନିକଟରେ ଅଭିଯୋଗ କରିବ ବୋଲି କୁହାଯାଉଛି।

ନିକଟରେ ପ୍ରଧାନମନ୍ତ୍ରୀ ମୋଦି ଗରିବ କଲ୍ୟାଣ ଯୋଜନାକୁ ୫ ବର୍ଷ ବୃଦ୍ଧି କରିବାକୁ ଘୋଷଣା କରିଥିଲେ। ଛତିଶଗଡ଼ରେ ଏକ ନିର୍ବାଚନୀ ସଭା ସମୟରେ ପ୍ରଧାନମନ୍ତ୍ରୀ ଏହି ଘୋଷଣା କରିଥିଲେ। ତେବେ କ୍ୟାବିନେଟ୍‌ର ମଞ୍ଜୁରୀ ବିନା ସେ ଏହି ଘୋଷଣା କରିଛନ୍ତି, ଯାହାକି ଆଚାର ସଂହିତାର ଉଲ୍ଲଂଘନ ବୋଲି କଂଗ୍ରେସ କହୁଛି। ଏହାକୁ ନେଇ ଦଳ ନିର୍ବାଚନ କମିଶନଙ୍କ ଦ୍ୱାରସ୍ଥ ହୋଇ ଅଭିଯୋଗ କରିବ। ଯୋଜନା ବିପକ୍ଷରେ ନ ହେଲେ ବି ନିର୍ବାଚନରେ ହଠାତ ଏଭଳି ଘୋଷଣା ଏବଂ ବିନା କ୍ୟାବିନେଟ କମିଟି ମଞ୍ଜୁରୀ ସତ୍ତ୍ୱେ ଘୋଷଣାକୁ ଦଳ ବିରୋଧ କରୁଛି।

ଏକ ରିପୋର୍ଟ ମୁତାବକ, କଂଗ୍ରେସ ‘INDIA’ ମେଣ୍ଟରେ ଜାରି ବାଦବିବାଦକୁ ନେଇ ୨୮ ନଭେମ୍ବର ପରେ ଆଲୋଚନା କରିବ। ଏବେ ଦଳ ବିଧାନସଭା ନିର୍ବାଚନ ଉପରେ ଧ୍ୟାନ କେନ୍ଦ୍ରିତ କରିବାକୁ ଚାହୁଁଛି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକଙ୍କୁ ଆକ୍ରମଣ ଅଭିଯୋଗ

ଛତ୍ରପୁର, ୧୪ା୮ (ଦିଲ୍ଲୀପ ସାମଲ): ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକ ଚକ୍ରପାଣି ପୋଲାଇଙ୍କୁ ଆକ୍ରମଣର ଧମକ ମିଳିଥିବା ଅଭିଯୋଗ ହୋଇଛି। ଏନେଇ ଚକ୍ରମଣିଙ୍କ କହିବା ଅନୁସାରେ,…

ନିଜ ଝିଅ ବୟସର ଯୁବତୀଙ୍କୁ ଧରି ବୁଲୁଛନ୍ତି ଗୋବିନ୍ଦା, ସ୍ତ୍ରୀ କହିଲେ-ଲଜ୍ଜା ଲାଗିବା କଥା

ମୁମ୍ବାଇ: ଦିନ ଥିଲା ବଲିଉଡ ଅଭିନେତା ଗୋବିନ୍ଦା ନିଜର ଫିଲ୍ମକୁ ନେଇ ବେଶ ଚର୍ଚ୍ଚାରେ ରହୁଥିଲେ। ହେଲେ ଆଜିକାଲି ସିନେମାକୁ ନେଇ କମ୍‌ ହେଲେ ବ୍ୟକ୍ତିଗତ ଜୀବନକୁ…

ଯୁବକଙ୍କୁ ଠେଙ୍ଗାରେ ଆକ୍ରମଣ, ଗୁରୁତର ଯୁବକଙ୍କ ମୃତ୍ୟୁ, ହତ୍ୟା ଅଭିଯୋଗ

କୋକସରା,୧୪ା୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼ପୋଡ଼ାଗୁଡ଼ା ଗ୍ରାମରେ ଠେଙ୍ଗା ଆକ୍ରମଣରେ ଗୁରୁତର ଯୁବକଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି। ମୃତକ ହେଲେ…

ଘରେ ପଶି ମହିଳାଙ୍କୁ ଅସଦାଚରଣ ମାମଲା: ଅଭିଯୁକ୍ତଙ୍କୁ ଏମିତି ରାୟ ଶୁଣାଇଲେ….

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସିଭିଲ କୋର୍ଟ ସିନିୟର ଡିଭିଜନ କୋର୍ଟରେ ଏକ ମାମଲାର ଚୂଡାନ୍ତ ଶୁଣାଣି ହୋଇଛି। ଗତ ୨ ବର୍ଷ…

କାର ବାଇକ୍ ମୁହାମୁହିଁ ଧକ୍କା,ଦୁଇ ଗୁରୁତର

ଗୁଣପୁର,୧୪।୮( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଜଗନ୍ନାଥପୁର ରୋଡ ଠାରେ ବାଇକ୍ କାର ମୁହାଁ ମୁହିଁ ଯୋଗୁଁ ଦୁଇ ବାଇକ୍ ଆରୋହୀ ଗୁରୁତର ହୋଇ…

୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

ମୋହନା,୧୪ା୮(ମନ୍ମଥ ମିଶ୍ର): ଗୋପଟିମା ଓ କୁଟିଗୁଡ଼ା ଗାଁ ମଧ୍ୟରେ ଥିବା ଜଙ୍ଗଲରୁ ମୋହନା ପୋଲିସ ୩ କୁଇଣ୍ଟାଲରୁ ଊର୍ଦ୍ଧ୍ୱ (୩୦୩ କିଲୋ ୬୦୦ ଗ୍ରାମ) ଗଞ୍ଜେଇ ଜବତ…

ସ୍ୱାଧୀନତା ଦିବସ ପୂର୍ବସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କଲେ ରାଷ୍ଟ୍ରପତି: ‘ସର୍ବଶ୍ରେଷ୍ଠ ଭାରତ’ ଗଠନ ପାଇଁ ରଖନ୍ତୁ ଭାବନା, ପଢ଼ନ୍ତୁ ପ୍ରମୁଖ…

ନୂଆଦିଲ୍ଲୀ,୧୪।୮: ୮୦ତମ ସ୍ୱାଧୀନତା ଦିବସର ପୂର୍ବସନ୍ଧ୍ୟାରେ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ଅବସରରେ ସେ ଦେଶ ଓ ବିଦେଶରେ ରହୁଥିବା ସମସ୍ତ ଭାରତୀୟଙ୍କୁ…

୧ ଟଙ୍କାରେ ମିଳୁଛି ସିମ: ନେବାକୁ ଚାହୁଁଥିଲେ…

ଭବାନୀପାଟଣା,୧୪।୮(ଉତ୍ତମ କୁମାର ଦାଶ): ଦେଶରେ ଦୁରସଞ୍ଚାର ସେବା ପ୍ରଦାନକାରୀ ସଂସ୍ଥା ଭାବରେ, ବିଏସଏନଏଲ୍ ସାରା ଦେଶରେ ନିର୍ଭରଯୋଗ୍ୟ, ସୁରକ୍ଷିତ, ସୁଲଭ ଭାବେ ଗଣନା ହେଉଥିବାବେଳେ ଏବେ ସମସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri